କୋକସରା,୨୯।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଟେମରା ହଂସପଡା ଗାଁର ପୂର୍ବତନ ବ୍ୟାଙ୍କ ମ୍ୟନେଜର ନରେନ୍ଦ୍ର ନାଏକଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି।…
ବାରଙ୍ଗ,୨୯।୧୦(ଡି.ଏନ୍.ଏ.): ମୁଣ୍ଡଳି ବ୍ୟାରେଜରୁ ମହାନଦୀକୁ ଡେଇଁ ନିଖୋଜ ଥିବା ଯୁବକଙ୍କୁ ଶୁକ୍ରବାର ପୁଣି ଖୋଜାଖୋଜି ଆରମ୍ଭ ହୋଇଛି। ସକାଳେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଖାଜାଖୋଜି ଆରମ୍ଭ କରିଛନ୍ତି।…
କଟକ ସଦର,୨୯ା୧୦(ଡି.ଏନ୍.ଏ.): ଜଗତସିଂହପୁର ଜଳସେଚନ ଡିଭିଜନ ଅଧିନସ୍ଥ ମାଛ ଗାଁ କେନାଲ ବାମପାର୍ଶ୍ୱ ବନ୍ଧ ପରମହଂସଠାରେ ଗୁରୁବାର ରାତିରେ ୧୫ ଫୁଟ ଓସାରର ଏକ ଘାଇ ସୃଷ୍ଟି…
ଚାନ୍ଦବାଲି,୨୯।୧୦(ଡି.ଏନ.ଏ.)-ମହାରାଷ୍ଟ୍ର ପୁଣେରେ ଅନୁଷ୍ଠିତ ମିସ୍ ଫ୍ୟାଶନିଷ୍ଟ-୨୦୨୧ରେ ବିଜୟୀ ହୋଇ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ପାଞ୍ଚପଡ଼ା ଗ୍ରାମର ଝିଅ କ୍ରିଷ୍ଣା ସାହୁ ଓଡ଼ିଶା ପାଇଁ ଗୌରବ…
ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର…
ଯାଜପୁର ଅଫିସ,୨୯।୧୦:ଯେଉଁ ଅଞ୍ଚଳର ଗମନାଗମନ ଯେତେ ସୁରକ୍ଷିତ ଓ ସୁଦୃଢ ସେହି ଅଞ୍ଚଳ ସେତେ ଉନ୍ନତ ବୋଲି ବିଶ୍ୱାସ କରାଯାଏ । କିନ୍ତୁ ଦୁର୍ବଳ ନେତୃତ୍ୱ ତଥା…
ମହାକାଳପଡ଼ା,୨୯।୧୦ (ଡି.ଏନ୍.ଏ.): ୧୯୯୯, ଅକ୍ଟୋବର ୨୯ ତାରିଖ ଶୁକ୍ରବାର ଥିଲା କାଳରାତ୍ରି। ଆଜି ସେହି ଶୁକ୍ରବାର ମହାବାତ୍ୟାକୁ ପୂରିଲା ୨୨ ବର୍ଷ। ସେହି କାଳରାତ୍ରିର ଦୁଃଖ ଦୁର୍ଦ୍ଦଶା…
କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯, ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୨ ବର୍ଷ ବିତିଛି। ରାଜ୍ୟରେ ୧୦ ହଜାରରୁ ଅଧିକ ଓ କେନ୍ଦ୍ରାପଡ଼ା ଜିଲାରେ ୩୮୭ ଜଣଙ୍କର…
ଭୁବନେଶ୍ୱର (ବ୍ୟୁରୋ)/ ନବରଙ୍ଗପୁର(ବି.ପ୍ର.),୨୯।୧୦: ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଆସନ୍ତା ନଭେମ୍ବର ୬ ତାରିଖରେ ବିଜେଡିରେ ଆନୁଷ୍ଠାନିକଭାବେ ଯୋଗଦେବେ। ଏହି ମିଶ୍ରଣ…
ପୁରୀ ଅଫିସ,୨୯।୧୦: ପୁରୀ ରାଜଭବନରେ ଚତୁର୍ଥଶ୍ରେଣୀ କର୍ମଚାରୀ ପଦବୀରେ ଚାକିରି କରାଇଦେବା ପାଇଁ ଦେଢ଼ ଲକ୍ଷ ଟଙ୍କା ଲାଞ୍ଚ ମଗାଯାଉଥିବାର ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ…