ଆମ ଜିଲା ଖବର

ଆଜିଠୁ କାର୍ତ୍ତିକ ବ୍ରତ: ମହାପ୍ରସାଦ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ,୧ା୧୧: ରବିବାରଠାରୁ କାର୍ତ୍ତିକ ମାସ ଆରମ୍ଭ ହେଉଛି। ପ୍ରତିବର୍ଷ କାର୍ତ୍ତିକ ମାସରେ ବହୁ ସଂଖ୍ୟାରେ ହବିଷିଆଳି ପୁରୀ ଆସି ମାସାଧିକ କାଳ ରହି କାର୍ତ୍ତିକ ବ୍ରତ…

6 years ago

ବଳଦେବଜୀଉଙ୍କ ମନ୍ଦିରରେ ପଶିଲେ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୧ା୧୧: କରୋନା ସଂକ୍ରମଣ ପାଇଁ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ବନ୍ଦ ରହିଛି। ତେବେ ଶନିବାର ସନ୍ଧ୍ୟାରେ ନିୟମ ଉଲ୍ଲଂଘନ କରି ଶ୍ରଦ୍ଧାଳୁମାନେ…

6 years ago

ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୧ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ନଭେମ୍ବର ୧ ରବିବାରଠାରୁ କଟକଣା ଆରମ୍ଭ ହେଉଛି। ଏହି…

6 years ago

ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ

ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍‌ଲକ୍‌-୬ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍‌ ସ୍ଥାନୀୟ ପ୍ରଶାସନିକ…

6 years ago

ଆଉ ଏକ ଖଣି ଦୁର୍ନୀତିର ପୂର୍ବାଭାସ

ଯାଜପୁର ଅଫିସ,୧ା୧୧: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର, ହରଦେଇପୁର ପ୍ରଭୃତି ଅଞ୍ଚଳରେ ଶନିବାର ବିପୁଳ ପରିମାଣର ଚୋରା ଲୁହାପଥର ଜବତ ହୋଇଛି। ଯାଜପୁରରୋଡ ଖଣି…

6 years ago

ହୁଗୁଳା ହେଉଛି ସାତକୋଶିଆ ସୁରକ୍ଷା

ବନ୍ତଳା,୧ା୧୧: ମହାବଳ ବାଘ ମହାବୀରର ମୃତ୍ୟୁ ପରଠାରୁ ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ଅନ୍ଧକାରକୁ ଠେଲି ହୋଇଯାଇଛି। ଏଠାରେ ପ୍ରଥମ କରି ଆରମ୍ଭ କରାଯାଇଥିବା…

6 years ago

ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ ସହ ପ୍ରେମିକ ଗିରଫ

ବୁଗୁଡ଼ା,୩୧ା୧୦(ଡି.ଏନ.ଏ.)-ବୁଗୁଡ଼ା ସହର ବାଲିପିଣ୍ଡି ବନ୍ଧ ନିକଟ ଦଳିତ ସାହିରେ ଗୁରୁବାର ରାତିରେ ପ୍ରେମିକଙ୍କ ସହ ମିଶି ସ୍ତ୍ରୀ ସ୍ବାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ…

6 years ago

ପାୱାର ଚ୍ୟାନେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭବାନୀପାଟଣା, ୩୧ା୧୦ (ଡି.ଏନ୍‌.ଏ.)-ଶୁକ୍ରବାର ଇନ୍ଦ୍ରାବତୀ ପାୱାର ଚ୍ୟାନେଲ ଧନସୁଲି ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଜୟପାଟଣା ଥାନା ଧନସୁଲି ପଞ୍ଚାୟତ ଛତାବାନ୍ଧୁଗୁଡା…

6 years ago

ନିଜ ବନ୍ଧୁକରୁ ଗୁଳି ଫୁଟାଇ ସିଆର୍‌ପିଏଫ୍‌ ଯବାନଙ୍କ ଆତ୍ମହତ୍ୟା

ମାଲକାନଗିରି,୩୧ା୧୦(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ଜଣେ ସିଆର୍‌ପିଏଫ୍‌ ଯବାନ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ଛତିଶଗଡର ଦର୍ନାପାଲସ୍ଥିତ ୨୨୩ ବାଟାଲିୟନରେ କାର୍ଯ୍ୟ କରୁଥିବା ଯବାନ କମଳକାନ୍ତ…

6 years ago

ଅଢେଇ କିଲୋ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୩୧ା୧୦-ବ୍ରହ୍ମପୁର ବଡ଼ ବଜାରରେ ଥିବା ବିନୋଦ ଜୁଏଲେରିରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଚୋରମାନେ ଷ୍ଟୋର୍‌ରେ ଥିବା ଆଇରନ୍‌ ଚେଷ୍ଟ ଭାଙ୍ଗି ପ୍ରାୟ ୨କେଜି ୮୦୦ଗ୍ରାମ୍‌…

6 years ago