ନୟାଗଡ଼ ଅଫିସ/ଓଡଗାଁ,୭।୬(ସ୍ବ.ପ୍ର.): ମାଛ ମାରିବାକୁ ନୂଆ କୌଶଳ ଆପଣେଇଛନ୍ତି କେତେଜଣ ଯୁବକ। ଜାଲ ବଦଳରେ ବିଦ୍ୟୁତ୍ କରେଣ୍ଟ ଦେଇ ବିନା ପରିଶ୍ରମ ଓ କମ୍ ଖର୍ଚ୍ଚରେ ମାଛ…
କଟକ ଅଫିସ,୭।୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍ଡାଉନ୍ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ ବଡ଼…
ପୁରୀ ଅଫିସ,୭।୬: ଜୁନ୍ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ତତ୍ତ୍ବାବଧାନରେ କାମ ଜାରି ରହିଛି। ଶନିବାର ରଥଖଳାରେ…
ଭୁବନେଶ୍ୱର,୭।୬(ବ୍ୟୁରୋ): କରୋନାରେ ପ୍ରାଣ ହରାଇଥିବା ୯ମ ଆକ୍ରାନ୍ତ ଗଞ୍ଜାମ ଜିଲାର। ସେ ୫୫ବର୍ଷୀୟ ପୁରୁଷ। ସେ ଯକ୍ଷ୍ମା ଏବଂ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିଲେ। କରୋନା ସଂକ୍ରମିତ…
ପୁରୀ ଅଫିସ,୭।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ମହାପ୍ରଭୁଙ୍କ…
କଟକ ଅଫିସ,୭।୬: ସରକାରୀ ଚିକିତ୍ସାଳୟରେ ନିରାଶ୍ରୟ ଲୋକଙ୍କ ସଂଖ୍ୟା ଏବେ ଚିନ୍ତା ବଢ଼ାଇଛି। କଟକର ଏସ୍ସିବି, ଶିଶୁଭବନ ଓ ସିଟି ହସ୍ପିଟାଲରେ ଏହି ସ୍ଥିତି ଗମ୍ଭୀର। କେବଳ…
କଟକ ଅଫିସ,୭।୬: ରାଜ୍ୟ ପୋଲିସରେ ଇନ୍ସପେକ୍ଟର, ସବ୍-ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍-ଇନ୍ସପେକ୍ଟର ସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ବଦଳି ନିର୍ଦ୍ଦେଶ ଜାରି…
କଟକ ଅଫିସ,୭।୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ…
କଟକ ଅଫିସ,୭।୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର…
ଢେଙ୍କାନାଳ ଅଫିସ, ୭।୬ - ସମ୍ପର୍କ ଦିନ କେଇଟାର। ହାତଗଣତି ଭିତରେ ସମସ୍ତେ ବାନ୍ଧି ହୋଇଯାଇଥିଲେ ସମ୍ପର୍କ ଦଉଡ଼ିରେ। ଆଉ ଯେତେବେଳେ ଅତିଆପଣାର ସମ୍ପର୍କକୁ ବିଦାୟ ଦେବାର…