ଦିଗପହଣ୍ଡି,୧୪।୧୦(ଡି.ଏନ୍.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରିରହିଛି । ବର୍ଷା ପ୍ରଭାବରେ ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗାଁ ବୋଇରାଣୀ ନାଳର ବଢ଼ିପାଣି ନିଷ୍କାସନ…
କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ଆଉ ୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି…
ବରଗଡ଼ ଅଫିସ,୧୪।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ…
ଗଞ୍ଜାମ,୧୪ା୧୦(ଡି.ଏନ୍.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଦ୍ୱାରା ଋଷିକୁଲ୍ୟା ଜଳସ୍ତର ବଢୁଛି। ଏହି ନଦୀ ଜଳ ଓ ବର୍ଷାପାଣି ଗଞ୍ଜାମ…
ଗଞ୍ଜାମ,୧୪।୧୦(ଡି.ଏନ୍.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ବର୍ଷାଜଳ ଜମି ରହିଛି। ଏହ ଘରେ ପଶିବା ଭଳି…
ନବରଙ୍ଗପୁର,୧୪।୧୦(ବି.ପ୍ର.): ନିୟନ୍ତ୍ରିତ ବଜାର ବରିଷ୍ଠ କିରାଣି ଅଶୋକ ନନ୍ଦଙ୍କ ଘରେ ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ନବରଙ୍ଗପୁର ଭିଜିଲାନ୍ସ ଚଢ଼ାଉ କରିଛି । ଏକ କାଳୀନ ୩ ସ୍ଥାନରେ…
ବରଗଡ଼ ଅଫିସ,୧୪ା୧୦: ବରଗଡ଼ ସହରସ୍ଥିତ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଆନ୍ଦୋଳନ ତେଜି ଉଠିଛି। ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ…
କଟକ ଅଫିସ,୧୪ା୧୦:ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ୨୨ଦିନ ଧରି ବଳାତ୍କାର କରାଯାଇଛି। ୨ଜଣ ଯୁବକ ସମ୍ପୃକ୍ତ ନାବାଳିକାଙ୍କୁ ରାସ୍ତାରୁ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ରଖି ବଳାତ୍କାର…
ପୁରୀ ଅଫିସ,୧୪ା୧୦:ଶ୍ରୀସେତୁ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ବୁଧବାର ଜନଶୁଣାଣି ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଯୋଗୁ ପ୍ରଭାବିତ ହେବାକୁ ଥିବା ୪ଟି ମୌଜା (ସମଙ୍ଗ,…
ପୁରୀ ଅଫିସ,୧୪ା୧୦:ବଗଲା ଧର୍ମଶାଳା ଜମି ବିକ୍ରି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବ ଭାଜପା। ଏନେଇ ବୁଧବାର ସକାଳ ୯ଟାରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସିଂହଦ୍ୱାରଠାରୁ ନବୀନ…