ଆମ ଜିଲା ଖବର

ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ମାଡ଼: ଜେଲ୍‌ ଗଲେ ବାପା, ପୁଅ

ରୂପ୍‌ସା,୧୩।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରୂପ୍‌ସା ଥାନା ରାଉତପଡ଼ା ପଞ୍ଚାୟତ ଅନ୍ତର୍ଗତ ଉପର ବାରାପାଳ ଗ୍ରାମରେ ଜଣେ ବୃଦ୍ଧାଙ୍କୁ ଡାହାଣୀ ସନ୍ଦେହରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।…

6 years ago

ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି, ୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି…

6 years ago

କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫…

6 years ago

ବରଗଡ଼ରୁ ୬୪ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୭୬୦୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୩।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ…

6 years ago

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ଯୋଗୁ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ…

6 years ago

ବାହୁଦା ନଦୀରେ ବନ୍ୟାଜଳ: ବିପଦ ଘେରରେ ୮ ଗାଁ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାହୁଦା ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଛି। ଏ ନେଇ ଦିଗପହଣ୍ଡି ବ୍ଲକ ଅଧୀନ ଚୌଧୁରୀ ଟିକରପଡ଼ା, ବଜ୍ରଗୁମ୍ମା, ଢେପାପେଣ୍ଠ, ସମାସୀଙ୍ଗି ଶାସନ, ଧାନ୍ୟରାଶି,…

6 years ago

ଘୋଡାହାଡ ଡ୍ୟାମରେ ଜଳପତ୍ତନ ବିପଦ ସଙ୍କେତ ନିକଟତର: ଅଞ୍ଚଳରେ ୮୩ ମି.ମି. ବର୍ଷା

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଘୋଡାହାଡ ଡ୍ୟାମରେ ଜଳପତ୍ତନ ବିପଦ ସଙ୍କେତ ନିକଟତର ରହିଛି। ଡ୍ୟାମର ଜଳଧାରଣା କ୍ଷମତା ୧୧୭.୮୦ ମିଟର ଥିବା ବେଳେ ମଙ୍ଗଳବାର…

6 years ago

ତୁହାକୁ ତୁହା ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୩।୧୦(ଡି.ଏନ୍‌.ଏ.): ଦୁଇଦିନ ହେଲା ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇପଡିଛି। ଏହା ଦ୍ୱାରା ଲୋକେ ଘରୁ ବାହାରକୁ ବାହାରି ପାରୁ ନ…

6 years ago

କୋଇଲା ମାଫିଆଙ୍କ ସମ୍ପର୍କରେ ପୋଲିସକୁ ଦେଉଥିଲେ ତଥ୍ୟ: କାର ଜାଳିଦେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୩।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଇଚ୍ଛାପୁର ପରିବିନ୍ଧା ମାରାପୁର ଗାଁରେ ଏକ କାର୍‌କୁ ଦୁର୍ବୃତ୍ତ ଜାଳିଦେଇଛନ୍ତି। କାର୍‌ ମାଲିକ ପ୍ରତାପ ବେହେରା ପୋଲିସକୁ କୋଇଲା…

6 years ago

୧୭ରୁ ମା’ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ, ୧୩।୧୦ (ଡି.ଏନ୍‌.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ରଥଯାତ୍ରା ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ। ରଥଯାତ୍ରା ସପକ୍ଷରେ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ସୋମବାର…

6 years ago