ଆମ ଜିଲା ଖବର

ଚୋରି ବଢ଼ୁଥିବାରୁ ପଶିଲା ଚେତା

ଅନୁଗୋଳ ଅଫିସ, ୨୦ା୭ - ଚାରିଆଡ଼େ ସିସିଟିଭି ଲଗାଯାଇଛି। ଘରୋଇ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଛି। ହେଲେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଘନ ଘନ ଚୋରି…

5 years ago

ବେବିନା ହତ୍ୟା ଅଭିଯୁକ୍ତ ନାବାଳକ

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାକତ୍ାର ପରେ ହତ୍ୟା ମାମଲାରେ ଗିରଫ…

5 years ago

ମା’ସହ ୩ ବର୍ଷର ପୁଅକୁ ହତ୍ୟା

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…

5 years ago

ଡିଜିପିଙ୍କୁ ଦାବିପତ୍ର ଦେଲେ ସୌମ୍ୟଙ୍କ ବାପା

କଟକ ଅଫିସ, ୨୦।୭: ପୋଡ଼ି ହୋଇ ମୋ ପୁଅ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ଫରେଷ୍ଟ ଅଫିସ୍‌ ଆଗରେ ଆମ୍ବୁଲାନ୍ସକୁ ଘଣ୍ଟାଏ କାଳ ଅଟକାଯାଇଥିଲା। କିଛି ସମୟ…

5 years ago

ଅଗଷ୍ଟ ୨୭ରେ ଓଏଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୨୦।୭: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପ୍ରିଲିମିନାରି ପରୀକ୍ଷା ପାଇଁ ତାରିଖ ଘୋଷଣା କରଯାଇଛି। ରାଜ୍ୟର ୫ଟି ସ୍ଥାନରେ…

5 years ago

ବାହୁଡ଼ିବେ ମହାବାହୁ

ପୁରୀ ଅଫିସ, ୨୦।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ…

5 years ago

ନକଲି ଡାକ୍ତର ନେଲେ ନାବାଳିକାଙ୍କ ଜୀବନ

ମାଲକାନଗିରି,୧୯ା୭: ମାଲକାନଗିରି ଜିଲା ମାଥିଲି ଥାନା ସଦର ମହକୁମା ଆମ୍ବାଗୁଡ଼ା ପଞ୍ଚାୟତ ମାର୍କାମ୍‌ଗଡ଼ା ଗ୍ରାମରେ ଜଣେ ନକଲି ଡାକ୍ତରଙ୍କ ପାଇଁ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ…

5 years ago

ଲାଞ୍ଚ ଭାଗବଣ୍ଟା ଭିଡିଓ ଭାଇରାଲ: ୨ ଯନ୍ତ୍ରୀ ସସ୍‌ପେଣ୍ଡ

ନୂଆପଡ଼ା ଅଫିସ,୧୯।୭: ନୂଆପଡ଼ା ଜିଲା ସିନାପାଲି ବ୍ଲକରେ ଲାଞ୍ଚ ଟଙ୍କା ଭାଗବଣ୍ଟାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଜିଲାପାଳ ସ୍ବାଧାଦେବ ସିଂ ଘଟଣାର ତଦନ୍ତ ନିର୍ଦ୍ଦେଶ…

5 years ago

ପୁଅକୁ ମାନସିକ ନିର୍ଯାତନା ଦିଆଯାଉଥିଲା: ମା’

ଖଇରା/କପ୍ତିପଦା,୧୯।୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସୁଛି। ପାରଳାଖେମୁଣ୍ଡି ଆଇଆଇସି…

5 years ago

ନୀଳାଚଳକୁ ବାହୁଡ଼ିବେ ମହାବାହୁ

ପୁରୀ ଅଫିସ, ୧୯।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ…

5 years ago