ଆମ ଜିଲା ଖବର

ଘିଅ କମ୍ପାନୀ ଉପରେ ଚଢ଼ାଉ, ୧୪୪୮ କିଲୋରୁ ଅଧିକ ନକଲି ଗୁଆଘିଅ, ସସ୍‌ ଜବତ

ଚୌଦ୍ୱାର,୧୪।୯(ଡି.ଏନ.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକା ୯ ନମ୍ବର ୱାର୍ଡ ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ରାସ୍ତାରେ ଥିବା ଏକ ନକଲି ଘିଅ…

6 years ago

ଅନୁଗୋଳର ନୂତନ ଜିଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ସିଦ୍ଧାର୍ଥ ସ୍ବାଇଁ

ଅନୁଗୋଳ ଅଫିସ,୧୪ା୯: ଅନୁଗୋଳ ଜିଲାରେ ନୂତନ ଜିଲାପାଳ ଭାବେ ୨୦୧୪ ବ୍ୟାଚ୍‌ର ଆଇଏଏସ୍‌ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୋମବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା କାର୍ଯ୍ୟାଳୟଠାରେ ସେ…

6 years ago

ଟ୍ରକ୍‌ ଜାମରେ ଫସିଲେ ପରୀକ୍ଷାର୍ଥୀ

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ସୋମବାର ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏନ୍‌ଏଚ୍‌ -୪୯ରେ ଲୁହାପଥର ବୋଝେଇ ଟ୍ରକ୍‌ ଜାମ ଯୋଗୁ ବାଂଶପାଳ ବ୍ଲକ ଅଞ୍ଚଳରୁ ପରୀକ୍ଷା ଦେବାକୁ ଆସିଥିବା…

6 years ago

ମୋବାଇଲ ପଡିଯିବାରୁ ଡ୍ୟାମ୍‌କୁ ଡେଇଁଲେ ଇଞ୍ଜିନିୟର, ଆଉ ତା’ପରେ

ବଗିଆପଡା,୧୪।୯(ସ୍ବ.ପ୍ର):ବୌଦ୍ଧ ଜିଲା ବଗିଆପଡା ଫାଣ୍ଡି ଅନ୍ତର୍ଗତ ପାଲଝର ଡ୍ୟାମକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ବୌଦ୍ଧ ଜିଲା ମେଗା…

6 years ago

ଡକାୟତି ଯୋଜନା, ୫ ଗିରଫ

ପୁରୀ ଅଫିସ,୧୪।୯: ପୁରୀ ସହରରେ ଡକାୟତି ପାଇଁ ଯୋଜନା କରୁଥିବା ୫ଜଣଙ୍କୁ ତାଳବଣିଆ ପୋଲିସ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧାର ଜଗବନ୍ଧୁ ବାରିକ, ସମଙ୍ଗରାର ମୁନା…

6 years ago

ଦିଗପହଣ୍ଡିରେ ସାର ସମସ୍ୟା: ପୁଣି ତେଜିଲା ଚାଷୀ ଆନ୍ଦୋଳନ

ଦିଗପହଣ୍ଡି,୧୪।୯(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ସାର ଯୋଗାଣ ଦାବିରେ ଗତ ଗୁରୁବାର ସହରର ବହୁସଂଖ୍ୟକ ଚାଷୀ ଆନ୍ଦୋଳନ କରିବାସହ ରାସ୍ତା ଅବରୋଧ କରିଥିଲେ। ଶୁକ୍ରବାର ସୁଦ୍ଧା ଚାଷୀଙ୍କୁ…

6 years ago

ଡିଏଫଓଙ୍କ କ୍ୱାର୍ଟର ମରାମତିରେ ଅର୍ଥ ଅପବ୍ୟୟ ଅଭିଯୋଗ: ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି

ନୟାଗଡ ଅଫିସ,୧୪।୯: ନୟାଗଡ଼ ଡିଏଫଓଙ୍କ କ୍ୱାର୍ଟର ମରାମତି ଓ ନୟାଗଡ଼ ରେଞ୍ଜରଙ୍କ ପୁରୁଣା କାର୍ଯ୍ୟାଳୟ ସଫେଇରେ ଅର୍ଥ ଅପବ୍ୟୟ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସରକାରୀ…

6 years ago

ବେଣୀପୁର ଘାଇ ମରାମତିରେ ଅନିୟମିତତା: ବାଲିବସ୍ତାରେ ପୋତା ହେଉଛି

କେନ୍ଦ୍ରାପଡା ଅଫିସ୍‌/ଡେରାବିଶ (ସ୍ବ.ପ୍ର,), ୧୪।୯: କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ଅଧୀନ ଡେରାବିଶ ବ୍ଲକ ବେଣୀପୁରଠାରେ ବିରୂପା ନଦୀ ଘେରିବନ୍ଧ ଗତ ବନ୍ୟାରେ ଭାଙ୍ଗିଯାଇଛି। ପ୍ରାୟ ୧୦୦ଫୁଟର ଏହି…

6 years ago

ଧାବିକା ଦୂତୀ ଚାନ୍ଦଙ୍କୁ ବରଗଡରେ ସମ୍ବର୍ଦ୍ଧନା

ବରଗଡ ଅଫିସ,୧୪।୯: ଓଡିଶାର ଗର୍ବ ଓ ଗୌରବ ଅର୍ଜୁନ ପୁରସ୍କାରପ୍ରାପ୍ତ ଅଲିମ୍ପିଆନ ଧାବିକା ଦୂତୀ ଚାନ୍ଦଙ୍କୁ ସୋମବାର ବରଗଡରେ ସମ୍ବର୍ଦ୍ଧିତ କରାଯାଇଛି। ମାଷ୍ଟର୍ସ ଗେମ୍ସ ଆସୋସିଏସନ, ଓଡିଶା…

6 years ago

ପଶ୍ଚିମ ଓଡ଼ିଶାରେ ଥମୁନି କରୋନା ପଜିଟିଭ୍‌ ସଂଖ୍ୟା, କଳାହାଣ୍ଡିରେ ଗୋଟିଏ ଦିନରେ ୮୦

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଅତି ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାସହ ପଜିଟିଭ୍‌ ସଂଖ୍ୟା ଦୁଇ ହଜାର ଅତିକ୍ରମ କରିଛି। ଗତ ୧୨ ତାରିଖରେ…

6 years ago