ଆମ ଜିଲା ଖବର

ବ୍ରାଉନସୁଗାର ବେପାର କରୁଥିଲେ ବାପ-ଝିଅ

ରୂପସା,୨।୯(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ହଳଦୀପଦା ଅଞ୍ଚଳରେ ବୁଧବାର ଚଢ଼ାଉ କରି ବସ୍ତା ଥାନା ପୋଲିସ ୨ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ…

5 years ago

ବାର୍‌ହା ମାଂସ ଭାଗବଣ୍ଟା ବେଳେ ଘଟିଲା ଏମିତି

ରେଢ଼ାଖୋଲ,୨ା୯(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ବଡ଼ମାଳ ରେଞ୍ଜ ଅଧୀନ ଗରଗଡ଼ବାହାଳ ପଞ୍ଚାୟତ ଲମଟିଦାଦର ଜଙ୍ଗଲରେ ବୁଧବାର ରାତିରେ ବାର୍‌ହା ଶିକାର ପରେ ଚାଲିଥିଲା ମାଂସ ଭାଗବଣ୍ଟା।…

5 years ago

ନୂଆଁଖାଇରେ ଅଡୁଆ ଯୁକ୍ତ ୩ ନାମଲେଖା

ବରଗଡ଼ ଅଫିସ୍‌,୨।୯: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଆସନ୍ତା ୧୧ତାରିଖ ପାଳନ କରାଯିବ । ଏହି ଦିନ ଯୁକ୍ତ ୩ ନାମଲେଖା ଆରମ୍ଭ ହେଉଥିବାରୁ ଏହାକୁ…

5 years ago

ବାପାଙ୍କ ପରେ ପୁଅ ଗିରଫ

ଭୁବନେଶ୍ୱର,୨।୯: ମାନବବାଦ୍‌ ସଂଗଠନର ମୁଖ୍ୟ ମାନସ ଦାସଙ୍କ ପରେ ତାଙ୍କର ପୁଅ ମନୋରଞ୍ଜନଙ୍କୁ ପୋଲିସ ଗିରଫ କରିଛି। ମାନସଙ୍କ ସହ ପୁଅ ମନୋଜଙ୍କ ନାମରେ ହତ୍ୟା ଉଦ୍ୟମ,…

5 years ago

ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ସିଆରପିଏଫ୍‌ ଯବାନ ଆହତ

ମାଲକାନଗିରି,୨ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବିଜାପୁର ଜିଲା ତିମାପୁରଠାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ଘଟି ଜଣେ ଯବାନ ଆହତ ହୋଇଛନ୍ତି। ତିମାପୁରଠାରେ ରାସ୍ତା କାର୍ଯ୍ୟ ଚାଲୁଥିବାରୁ ସୁରକ୍ଷା ଦେବା ପାଇଁ…

5 years ago

ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସ ଗିରଫ

ଖୋର୍ଦ୍ଧା ଅଫିସ୍‌,୨।୯: ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ହତ୍ୟା ଉଦ୍ୟମ ଓ ଧମକ ଦେବା ଆଦି ଅଭିଯୋଗରେ ତାଙ୍କୁ ତାଙ୍କ…

5 years ago

ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବାରିପଦା ଅଫିସ,୨ା୯: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ ଗୁରୁବାର ତାଙ୍କ ବାପଘର ମୟୂରଭଞ୍ଜ ଜିଲା କପ୍ତିପଦାର ଗୌଡ଼ଗଁା ଘରେ ଜେରା କରୁଛି କ୍ରାଇମବ୍ରାଞ୍ଚର ୫ ଜଣିଆ…

5 years ago

ସଫାରୀରୁ ଜାଲ ଛିଣ୍ଡାଇ ଖସି ପଳାଇଥିଲା ବାଘ, ଏବେ ଖୁଆଡ଼କୁ ଫେରିଲା

ବାରଙ୍ଗ,୨ା୯(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ସକାଳେ ୩୩ ନମ୍ବର ଖୁଆଡ଼ରୁ ଏକ ବାଘ ପଛପଟ ଜାଲି ଛିଣ୍ଡାଇ ଖସି ଯାଇଥିଲା। ତୁରନ୍ତ କର୍ମଚାରୀମାନେ ବାଘଟିକୁ ଧରି…

5 years ago

ପାରାଦୀପ ବନ୍ଦରାଞ୍ଚଳରେ ବାଘ ! ଭାଇରାଲ ହେଉଛି ଭିଡିଓ

ପାରାଦୀପ,୨ା୯(ସ୍ବ.ପ୍ର): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ବୁଧବାର ରାତିରେ ଏକ ବାଘ ବୁଲୁଥିବା  ଭିଡିଓ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓ ବନ୍ଦର ପ୍ରଶାସନ ପକ୍ଷରୁ ଲଗାଯାଇଥିବା ସିସିଟିଭିରେ…

5 years ago

ଋଷିକୂଲ୍ୟାରେ ଭାରତ ମାନଚିତ୍ର, ଭାଇରାଲ ହେଉଛି ଫଟୋ

ପୁରୁଷୋତ୍ତମପୁର,୨ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ନିକଟରେ ପ୍ରବାହିତ ଋଷିକୂଲ୍ୟା ନଦୀ କୂଳରେ ପ୍ରକୃତି ସୃଷ୍ଟି କରିଛି ଏକ ଭାରତ ମାନଚିତ୍ର। ନଦୀରେ ପାଣି ପ୍ରବାହିତ ହେଉଥିବା ବେଳେ…

5 years ago