ପୁରୀ ଅଫିସ,୨୮।୮: ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ। ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଏହି ପ୍ରକଳ୍ପକୁ ଖୁବ୍ଶୀଘ୍ର ଚୂଡ଼ାନ୍ତ ରୂପ ଦିଆଯିବ। ପୁରୀ ସହରର ସମସ୍ତ ମାଛ…
କଟକ ଅଫିସ,୨୮।୮: ସରକାର କହୁଛନ୍ତି ଟେଷ୍ଟ ସଂଖ୍ୟା ବଢିଲେ ପଜିଟିଭ ସଂଖ୍ୟା ବଢିବ। ତେବେ ଯାଇ ଶୀଘ୍ର କରୋନାକୁ ମାତ୍ ଦେଇହେବ। କିନ୍ତୁ କଟକରେ ଏହି କଥାର…
କଟକ ଅଫିସ, ୨୮।୮: ରେଭେନ୍ଶା ବିଶ୍ୱବିଦ୍ୟାଳୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଗୁରୁବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଛନ୍ତି କୁଳପତି…
ଅମରପାଲି,୨୮।୮(ଡି.ଏନ.ଏ)-ସୁବର୍ଣ୍ଣପୁର ବନଖଣ୍ଡ ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ହାତିଲିମୁଣ୍ଡା ବିଟର ଗୌଡଗାଡ ଗ୍ରାମରେ ହାତୀପଲ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି । ବୁଧବାର ରାତିରେ ହାତୀପଲ…
ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ ଛୋଟ…
ନୂଆପଡା ଅଫିସ,୨୮ା୮ ବହୁ ଚର୍ଚ୍ଚିତ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ନୂଆପଡା ପୋଲିସ । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି…
ଦେବଗଡ,୨୮ା୮(ଡ଼ି.ଏନ୍.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ୫୩…
ଭଦ୍ରକ ଅଫିସ, ୨୮ା୮- ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଖୁଆପଦାଠାରେ…
ଜଳେଶ୍ୱର, ୨୮ା୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ନିକଟରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧିପାଇ ରାଜଘାଟଠାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୯.୬୩ ମିଟରରେ ପହଞ୍ଚିଛି ା ବିପଦସଂକେତ ୧୦.୩୬…
ବାରିପଦା ଅଫିସ,୨୮ା୮- ଲଘୁଚାପ ଜନିତ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ, ଜମ୍ଭୀରା ଓ ଗଙ୍ଗାହାର ନଦୀରେ ବୃଦ୍ଧି ପାଇଥିବା ବନ୍ୟାଜଳ ଗୁରୁବାର ଅପରାହ୍ନ ସୁଦ୍ଧା…