ଆମ ଜିଲା ଖବର

ଭଦ୍ରକରେ ବନ୍ୟା ପରିସ୍ଥିତି: ତଳିଆ ଅଞ୍ଚଳବାସୀଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ

ଭଦ୍ରକ ଅଫିସ,୨୭ା୮: ଉପର ମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ୭୦ ଜଣଙ୍କୁ ଖାଲୁଆ…

6 years ago

୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲାର ଜଳେଶ୍ବରରେ ପୁଣି ଧଳା ଜହର କାରବାରରେ ଏସ୍‌ଟିଏଫ୍‌ ଟିମ ଜଣକୁ ଗିରଫ କରିବା ସହିତ ୮୦୦ ଗ୍ରାମ ବ୍ରାଉନ ସୁଗାର ଜବତ…

6 years ago

ଚାଷରେ ବ୍ୟବହାର ହେଲା ଝରଣାପାଣି

ସମ୍ବଲପୁର,୨୭ା୮(ବ୍ୟୁରୋ): ଜଙ୍ଗଲ ଭିତରେ ଝରଣା ପାଣି ଅପଚୟ ହେଉଥିଲା। ବର୍ଷାଋତୁରେ ଏହି ଝରଣା ପାଣିକୁ କେବଳ ଲୋକେ ବ୍ୟବହାର କରିପାରୁଥିଲେ। ଗ୍ରୀଷ୍ମ ଋତୁରେ ସେହି ପାଣି ବ୍ୟବହାର…

6 years ago

ଲଘୁଚାପ ବର୍ଷାରେ ବେହାଲ ନୀଳଗିରି

ସଜନାଗଡ,୨୭।୮(ଡି.ଏନ.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ବାଲେଶର ଜିଲା ନୀଳଗିରିରେ ଲଗାତର ବର୍ଷାରେ ସୋନନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ନଦୀ ପାର୍ଶ୍ୱ ଗାଁରେ ଲୋକମାନେ ଭୟଭୀତ…

6 years ago

୩୦ଯାଏ ଲୋଇସିଂହା ଶଟ୍‌ଡାଉନ

ଲୋଇସିଂହା,୨୭।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସହରରେ ଦିନକୁ ଦିନ କୋରାନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଚାଲିଛି। ବୁଧବାର ଏଠାରେ ଗୋଟିଏ ଦିନରେ ୯ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

6 years ago

ଜଳକା, ବୁଢ଼ାବଳଙ୍ଗ ନଦୀରେ ବନ୍ୟା: ସୁବର୍ଣ୍ଣରେଖାରେ ବଢ଼ୁଛି ଜଳସ୍ତର

ବାଲେଶ୍ୱର ଅଫିସ, ୨୭।୮: ବାଲେଶ୍ୱର ଜିଲାର ସମସ୍ତ ଛୋଟ ବଡ଼ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜଳକା ଓ ବୁଢ଼ାବଳଙ୍ଗ ନଦୀରେ ବନ୍ୟା ଆସିଥିବା ବେଳେ…

6 years ago

କରୋନାରୁ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୨୭ା୮(ଡି.ଏନ୍‌.ଏ.): କରୋନା ଯୋଦ୍ଧା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅରୁଣ କୁମାର ନାୟକ ଗତ ୧୨ ତାରିଖରେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଫଳରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ…

6 years ago

ବୈତରଣୀ ନଦୀରେ ବନ୍ୟା: ୪ ବ୍ଲକର ୮୦ ପଞ୍ଚାୟତ ପ୍ରଭାବିତ

ଯାଜପୁର ଅଫିସ,୨୭।୮: ବୈତରଣୀ ନଦୀର ଉଛୁଳା ପାଣିରେ ଯାଜପୁର ଜିଲାର କୋରେଇ, ଯାଜପୁର, ଦଶରଥପୁର ଓ ବିଞ୍ଝାରପୁର ବ୍ଲକର ପ୍ରାୟ ୮୦ଟି ପଞ୍ଚାୟତବାସୀ ପ୍ରଭାବିତ ହୋଇଛନ୍ତି। ବୈତରଣୀ…

6 years ago

ରେଙ୍ଗାଳି ଡ୍ୟାମର ୩ଗେଟ ଖୋଲିଲା

କଣିହାଁ,୨୭।୮(ଡି.ଏନ୍‌.ଏ): ରାଜ୍ୟରେ ଗତ କିଛି ଦିନରୁ ଲଗାତର ଭାବେ ପ୍ରବଳ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି।…

6 years ago

ବ୍ରହ୍ମପୁରରୁ ଆନ୍ଧ୍ରକୁ ରୁପା ଇଟା ଚାଲାଣ: ୧୮ ଲକ୍ଷ ଟଙ୍କାର ଇଟା ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୨୭ା୮: ଓଡ଼ିଶାରୁ ଆନ୍ଧ୍ରକୁ ରୁପାଇଟା ଚାଲାଣ ବେଳେ ଇଚ୍ଛାପୁର ପୋଲିସ ହାତରେ ଧରାପଡ଼ିଛନ୍ତି ଚାଲାଣକାରୀ। ପୋଲିସ ୩ଜଣ ଚାଲାଣକାରୀଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ…

6 years ago