ଆମ ଜିଲା ଖବର

ଅସୁରକ୍ଷିତ ଖଣି, ପାଣି

ଯାଜପୁର ଅଫିସ,୧୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଓସ୍ତପାଳ ଫେକର ମାଇନ୍ସ କର୍ତ୍ତୃପକ୍ଷ ସୁରକ୍ଷା ନିୟମକୁ ଉଲ୍ଲଂଘନ କରିଛନ୍ତି। ଖଣି ଗର୍ତ୍ତ ଧାରଠାରୁ ପ୍ରାୟ ୧୦୦ ମିଟର ଦୂର…

5 years ago

ଡାକ କର୍ମଚାରୀଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି

କଟକ ସଦର,୧୭।୫(ଡି.ଏନ୍‌.ଏ.): ଓଡ଼ିଶା ସରକାର ନିକଟରେ ବ୍ୟାଙ୍କ, ବୀମା ଓ ରେଲଓ୍ବେ କର୍ମଚାରୀଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଭାବେ ଘୋଷଣା କରିଛନ୍ତି। ହେଲେ ସହର, ଗଁାରେ ଘର…

5 years ago

ବଣ୍ଡାଘାଟିରେ ୧୨ ସଂକ୍ରମିତ

ମାଲକାନଗିରି,୧୬ା୫: ସବୁଠି ପହଞ୍ଚତ୍ୟାଉଛି କରୋନା। କେଉଁ ଅଞ୍ଚଳ ମଧ୍ୟ ଏହି ମହାମାରୀ ପାଇଁ ଆଉ ଅପହଞ୍ଚ ହୋଇ ରହିନାହିଁ। ମାଲକାନଗିରି ଜିଲାର ସୁଦୂର ବଣ୍ଡାଘାଟିରେ ମଧ୍ୟ ପହଞ୍ଚତ୍…

5 years ago

ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬ା୫: ସ୍ବାମୀ-ସ୍ତ୍ରୀ ମଧ୍ୟରେ ସାମାନ୍ୟ ଝଗଡାରୁ ଘଟିଛି ହତ୍ୟାକାଣ୍ଡ। ସବୁଦିନ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଲାଗି ରହୁଥିଲେ ମଧ୍ୟ ଶନିବାର ରାତିରେ ଏହା ଉଗ୍ରରୂପ ଧାରଣ କରିଥିଲା।…

5 years ago

ହାତୀ ହାବୁଡରେ ପଡିଲେ ଶ୍ରମିକ: ପହଞ୍ଚିଲା ନାହିଁ ବନ ବିଭାଗ

ଲୋଇସିଂହା,୧୬।୫: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ନୁନିଆପାଲି ଗ୍ରାମରେ ରବିବାର ହାତୀ ଆକ୍ରମଣରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ହେମେନ୍ତ ସାହୁ(୪୫)।…

5 years ago

ଜୁନ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ

ପୁରୀ,୧୬।୫: ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଜଗା ଦର୍ଶନ ମିଳିପାରିବ ନାହିଁ। କୋଭିଡ୍‌-୧୯ ସଂକ୍ରମଣ ହାର ବଢ଼ୁଥିବାରୁ ରବିବାର ଶ୍ରୀମନ୍ଦିର ଏବଂ ଜିଲା ପ୍ରଶାସନର ସମ୍ମୀକ୍ଷା ବୈଠକରେ…

5 years ago

ଅନାଥ ଆଶ୍ରମରୁ ୧୦ ପଜିଟିଭ୍‌ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୧୬।୫: ଝାରସୁଗୁଡା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହି ସଂକ୍ରମଣ ଜିଲାର ବିଭିନ୍ନ ଅନୁଷ୍ଠାନରେ ବ୍ୟାପିବାରେ ଲାଗିଛି । ଏଭଳି…

5 years ago

ଖେଳିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ

ପାରଳାଖେମୁଣ୍ଡି,୧୬।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକରେ ପୋଖରୀରେ ବୁଡ଼ି ଜଣେ ନାବାଳକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଗଜପତି ଜିଲା ମୋହନା ଥାନା ଜିରାଙ୍ଗ ପଞ୍ଚାୟତ…

5 years ago

ଗଞ୍ଜାମକୁ ଫେରିଲେଣି ୨୮,୯୦୩ ପ୍ରବାସୀ

ଛତ୍ରପୁର,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ସୁଦ୍ଧା ୨୮ ହଜାର ୯୦୩ ଜଣ ପ୍ରବାସୀ ଫେରିଛନ୍ତି ଏଥିମଧ୍ୟରେ ଗ୍ରାମାଞ୍ଚଳକୁ ୨୭ ହଜାର ୩୨୦ ଓ ସହରାଞ୍ଚଳକୁ ୧ ହଜାର…

5 years ago

ଅସହାୟଙ୍କ ସାହା ପାଲଟିଛନ୍ତି ଜଳନ୍ଧର

ନିରାକାରପୁର,୧୬।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବାରୁ ପ୍ରତିହତ କରିବା ପାଇଁ ସରକାର ଲକଡାଉନ ଓ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ଜାଗାରେ ନିରାଶ୍ରୟ,…

5 years ago