ଆମ ଜିଲା ଖବର

ଆଳ ଦେଖାଇ ଖସୁଛନ୍ତି ଅମାନିଆ

ଅନୁଗୋଳ ଅଫିସ, ୧୦ା୫:  ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ରୋକି ହେଉନାହିଁ। କିଛିଦିନ ହେଲା ଲଗାତର ଭାବେ ଜିଲାରୁ ଦୈନିକ ୫ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାକୁ…

5 years ago

ପ୍ରଶାସନିକ ଅବହେଳାରୁ ବଢ଼ୁଛି ପଜିଟିଭ୍‌

ବଇଣ୍ଡା,୧୦ା୫(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ପରିଲକ୍ଷିତ ହେଉଛି। ଗତ…

5 years ago

ଅଦିନିଆ ବର୍ଷା: ଜମିରେ ଭାସୁଛି ପାଚିଲା ଧାନ

ଜଳେଶ୍ୱର, ୧୦ା୫ (ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ଚାଷୀମାନଙ୍କ ମୁଖ୍ୟ ଫସଲ ଧାନଚାଷ ା ଏହି ଧାନଚାଷରୁ ସେମାନଙ୍କ ଗୁଜୁରାଣ ମେଣ୍ଟିଥାଏ। କୃଷି ବିଭାଗର ରିପୋର୍ଟ ଅନୁଯାୟୀ…

5 years ago

ଦୁର୍ଦ୍ଦିନରେ କୁମ୍ଭକାର ପରିବାର

ଲଙ୍ଗଳେଶ୍ୱର, ୧୦।୫(ଡି.ଏନ.ଏ.)-ମହାମାରୀ କରୋନାର ଦ୍ୱିତୀୟ ଲହର ଯୋଗୁ ଓଡ଼ିଶାରେ ଦୈନିକ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଯେପରି ଅଧିକ ନ ବଢ଼ିବ…

5 years ago

ମଶାଣି ମଣିଷ ମନିଆ

ଜଳେଶ୍ୱର, ୧୦ା୫(ଡି.ଏନ୍‌.ଏ)-ଜୀବଦ୍ଦଶାରେ ନିଜର କର୍ତ୍ତବ୍ୟ ସମ୍ପାଦନ ପରେ ମୁକ୍ତି ଯାତ୍ରା ଅନିବାର୍ଯ୍ୟ। ଏହି ମୁକ୍ତି ଯାତ୍ରାର ପ୍ରଥମ ବାହକ ହୁଅନ୍ତି ନିଜର ରକ୍ତ ସମ୍ପର୍କୀୟ କିମ୍ବା ଆମତ୍ୀୟସ୍ବଜନ।…

5 years ago

୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ

କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍‌ସ ଏମ୍‌ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍‌ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ ଆୟୋଜନ…

5 years ago

ଏନ୍‌ଏଚ୍‌ରେ ଟୋଲ୍‌ ଶୋଷଣ

ଯାଜପୁର ଅଫିସ,୧୦ା୫:ଏନ୍‌ଏଚ୍‌ଏଆଇ(ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ)ରେ ଟୋଲ୍‌ ଶୋଷଣ ସୀମା ଲଂଘିଛି। ୫୦ କିମି ଦୂରତା ମଧ୍ୟରେ ଥିବା ୩ ଟୋଲ୍‌ ପ୍ଲାଜାରେ ଏଭଳି ବେଆଇନ…

5 years ago

୧୭ ଦିନରେ ଗଲାଣି ୮୬୮୯.୬୨୬ ଟନ୍‌ ଅକ୍ସିଜେନ୍‌

କଟକ ଅଫିସ,୧୦ା୫:କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ ଅଭାବ ଦେଖାଦେଇଛି ା ଏଭଳି ପରିସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍‌ ଯୋଗାଇଛି ଓଡ଼ିଶା। ୧୭…

5 years ago

ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର

ଭଦ୍ରକ ଅଫିସ, ୯ା୫: ଭଦ୍ରକ ଜିଲା ତିହିଡ଼ି ଥାନା ଦୋଳସାହି ଅଞ୍ଚଳରେ ଜଣେ ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାର ୪ ଦିନ…

5 years ago

ଆତ୍ମସମର୍ପଣ କଲେ ମାଓବାଦୀଙ୍କୁ ଯୋଗାଇ ଦିଆଯିବ ଚିକିତ୍ସା

ମାଲକାନଗିରି,୯ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାର ବିଭିନ୍ନ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ମଧ୍ୟ କରୋନା କବଳରୁ ମୁକୁଳି ପାରିନାହାନ୍ତି। ୫୦ରୁ ଊର୍ଦ୍ଧ୍ୱ ମାଓବାଦୀ…

5 years ago