ଆମ ଜିଲା ଖବର

ବୃଦ୍ଧାଙ୍କୁ ଗଁ। ଦାଣ୍ଡରେ ପିଟିଲେ ମା, ବାପା, ପୁଅ ଅଟକ

ଗଞ୍ଜାମ,୨୧ା୭(ଡି.ଏନ.ଏ.)- ସାମାନ୍ୟ ମାଛ କିଣାବିକାକୁ ନେଇ ଜଣେ ବୃଦ୍ଧାଙ୍କୁ ଗଁା ଦାଣ୍ଡରେ ମାଡ ମାରିଛନ୍ତି ମା’, ବାପା ଓ ପୁଅ। ଏନେଇ ଗଞ୍ଜାମ ଥାନାରେ ସମ୍ପୃକ୍ତ ବୃଦ୍ଧା…

6 years ago

ସବୁଜିମା ନିଶାରେ ବୃକ୍ଷମାନବ

କେନ୍ଦୁଝର,୨୨ା୭(ଦୀପକ ମିଶ୍ର)-ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟର ଗନ୍ତାଘର କେନ୍ଦୁଝର ଜିଲା। ଶିଳ୍ପାୟନ ଓ ଖଣିଖନନ ପାଇଁ ଲକ୍ଷ ଲକ୍ଷ ବୃକ୍ଷରାଜି ନଷ୍ଟ ହେଉଛି। ସାମାଜିକ ବନୀକରଣ ଏଠାରେ ଆଶାନୁରୂପ…

6 years ago

ହାଇଲେବଲ କେନାଲରେ ଘାଇ ଆଶଙ୍କା

ଭଣ୍ଡାରିପୋଖରୀ, ୨୨।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୩ ନଂ ମୁଖ୍ୟ କେନାଲର ପାର୍ବତୀ ସାଇଫନ ନିକଟରେ ପୁରୁଣା ପାଇପ୍‌ ଭାଙ୍ଗି ପାଣି ଲିକେଜ କରି ମାଟି…

6 years ago

ଖୁଣ୍ଟା କଲେଜରେ ଛାତ୍ର ଅଶାନ୍ତି

ଉଦଳା,୨୧ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ ରିଆଡ୍‌ମିଶନ ଫି ବୃଦ୍ଧିକୁ ଛାତ୍ରୀଛାତ୍ର ବିରୋଧ କରିଛନ୍ତି। ନ୍ୟାୟ ପାଇଁ ମଙ୍ଗଳବାର ସେମାନେ ସ୍ଥାନୀୟ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

6 years ago

ଉଚ୍ଛେଦ ବେଳେ ଭାଙ୍ଗିଲା ବିପ୍ଳବୀ କବିଙ୍କ ପ୍ରତିମୂର୍ତ୍ତି

ବାସୁଦେବପୁର,୨୧ା୭(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର ପ୍ରଶସ୍ତୀକରଣ ପାଇଁ ସୋମବାରଠାରୁ ବାସୁଦେବପୁର ମୁଖ୍ୟ ବଜାର ରାସ୍ତାର ଦୁଇପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ…

6 years ago

ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ

ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍‌.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ…

6 years ago

କଟକରେ ମାଡୁଛି କରୋନା: ଆଜି ଆଉ ୩୨ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୧।୭: କଟକ ସହରରୁ ମଙ୍ଗଳବାର ୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୫, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୧, ଲୋକାଲ କେସ୍‌ ୫…

6 years ago

ରାୟଗଡ଼ାରୁ ୩ ନାବାଳିକା, ୯ କରୋନା ଯୋଦ୍ଧା ଆକ୍ରାନ୍ତ

ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ମଙ୍ଗଳବାର ସର୍ବାଧିକ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୪ ଜଣ ପୁରୁଷ ଥିବାବେଳେ ୧୩ ମହିଳା…

6 years ago

ରାଜ୍ୟରେ ପ୍ରଥମ: ହାଇସ୍କୁଲ ଛାତ୍ରୀଛାତ୍ର ପାଇବେ ମାଗଣା ଖାଦ୍ୟ,ପୋଷାକ

କେନ୍ଦୁଝର,୨୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରଥମ ଥର ପାଇଁ ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ ଓ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରାଯାଇଛି। ଜିଲାର ନବମ ଓ ଦଶମ ଶ୍ରେଣୀରେ…

6 years ago

ସ୍ବଭାବିକ ଅବସ୍ଥାକୁ ଫେରୁଛି ଗଞ୍ଜାମ ସହର: ଖୋଲିଲା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ

ଗଞ୍ଜାମ,୨୧।୭:(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ମାତ୍ର ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ ରହିଛି। ଗତ ୫ ଦିନ…

6 years ago