ଆମ ଜିଲା ଖବର

ଚିଲିକା: ୧୭ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୨୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ଚିଲିକାର ହାଟବରଡ଼ିଠାରୁ ନଈରୀ ମଧ୍ୟରେ ବେଆଇନ ଭାବେ ଗଢ଼ି ଉଠିଥିବା ୧୭ ହେକ୍ଟର ପରିବ୍ୟାପ୍ତ ଚିଙ୍ଗୁଡ଼ି ଘେରିକୁ ଗୁରୁବାର ପ୍ରଶାସନ ପକ୍ଷରୁ…

6 years ago

ବିଲୁପ୍ତି ପଥେ ତାଳପତ୍ର ଜାତକ

ଖୋର୍ଦ୍ଧା ଅଫିସ,୨୬।୩: ଭାରତୀୟ ସଂସ୍କୃତି, ପରମ୍ପରାରେ ତାଳପତ୍ରର ବହୁଳ ବ୍ୟବହାର ରହିଛି। ପ୍ରାଚୀନ କାଳରୁ ସଂସ୍କୃତି, ଶାସ୍ତ୍ରୀୟ ମତ ବିଚାର, ଗ୍ରନ୍ଥ ଆଦି ତାଳପତ୍ରରେ ଲେଖାଯାଇଛି। ମୁନିଋଷିମାନେ…

6 years ago

ଫାଶୀ ଜାଗାରେ ବର୍ଗାକାର ଜାଲକୁ ଗୁରୁତ୍ୱ

ପାରାଦୀପ, ୨୬।୩(ସ୍ବ.ପ୍ର.): ସମୁଦ୍ରରେ ଆଗକୁ ଆଉ ଫାଶୀଜାଲ ଚଳିବ ନାହିଁ। ଏହା ବଦଳରେ ବର୍ଗାକାର ଜାଲ ବ୍ୟବହାର କରିବାକୁ କେନ୍ଦ୍ର ସରକାରଙ୍କ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ…

6 years ago

କୋଭିଡ୍‌ ନିୟମ ଉଲ୍ଲଂଘନ : ସୁପର ମାର୍କେଟ, ୨ କୋଚିଂ ସେଣ୍ଟର ସିଲ୍ ‌

କଟକ ଅଫିସ,୨୬।୩: କଟକ ସହରରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ସିଏମ୍‌ସି ପକ୍ଷରୁ ଏକ ଶପିଂ କମ୍ପ୍ଲେକ୍ସ ଓ ୨ଟି କୋଚିଂ ସେଣ୍ଟର ସିଲ୍‌ କରାଯାଇଛି।…

6 years ago

ଲୁଟେରା ଗ୍ୟାଙ୍ଗ୍‌ର ୬ ଗିରଫ

କଟକ ଅଫିସ,୨୬।୩: ମଧୁପାଟଣା ଥାନା ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌ର ୬ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪ ବନ୍ଧୁକ, ୮ ଗୁଳି, ୬ ମୋବାଇଲ ଫୋନ୍‌,…

6 years ago

କଳାପଥର ଉତ୍ତୋଳନ:୫ ମାମଲାରେ ପେଞ୍ଚ

ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ରାଜସ୍ବ ବିଭାଗର ଛତ୍ରଛାୟା ତଳେ ଚାଲିଥିବା ବେଆଇନ କଳାପଥର ଲୁଟ୍‌ ଘଟଣା ଦିନକୁଦିନ ଅଣାୟତ୍ତ ହେବାରେ ଲାଗିଛି। ତହସିଲ କୋର୍ଟରୁ ଆରମ୍ଭ…

6 years ago

ସ୍କୁଲରେ ପାଠପଢ଼ାକୁ ବନ୍ଦ କଲା ଶିକ୍ଷା ବିଭାଗ

ବରଗଡ଼ ଅଫିସ୍‌,୨୫।୩: କରୋନା ସଂକ୍ରମଣ ଯୋଗୁ ଗତବର୍ଷରୁ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ ରହିଛି । କେବଳ ସେତିକି ନୁହେଁ, ଏଥର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ…

6 years ago

ପିପିଲି ଉପନିର୍ବାଚନ: ପୁଣି ଆଶ୍ରିତଙ୍କୁ ଭରଷା କଲା ଭାଜପା

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବହୁ କଳ୍ପନାଜଳ୍ପନା ପରେ ପିପିଲି ଉପନିର୍ବାଚନ ଲାଗି ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ପଟ୍ଟନାୟକଙ୍କୁ ଦଳ ପୁଣିଥରେ ପ୍ରାର୍ଥୀ କରିଛି। ୨୦୧୯ ନିର୍ବାଚନରେ…

6 years ago

ପାର୍ଟନରଠାରୁ ଟଙ୍କା ଆଦାୟ ଲାଗି ସୁପାରୀ ଦେଇଥିଲେ ରେଲ୍‌ଓ୍ବେ ଇଞ୍ଜିନିୟର

ସମ୍ବଲପୁର,୨୫ା୩(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନା ଦାନିପାଲିରେ ଘରେ ପଶି ମହିଳାଙ୍କୁ ଆକ୍ରମଣ ଘଟଣାର ପର୍ଦ୍ଦାଫାଶ୍‌ କରିଛି ପୋଲିସ । ଜମି ବ୍ୟବସାୟରେ ଦୁଇ ପାର୍ଟନର ଡବ୍ଳ୍ୟୁ ଝା…

6 years ago

ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା କଲେ ଲୁଟେରା

ଝାରବନ୍ଧ,୨୫।୩: ବରଗଡ଼ ଜିଲା ଝାରବନ୍ଧ ଥାନା ଅଧୀନ ଅମଠି ଗ୍ରାମରେ ଲୁଟେରାଙ୍କ ଆକ୍ରମଣରେ ଗୁରୁତର ଥିବା ମାଇକ୍ରୋ ଫାଇନାନ୍ସ କର୍ମଚାରୀ ବିଶ୍ୱଜିତ ରାଜହଂସଙ୍କ ବୁଧବାର ମୃତ୍ୟୁ ଘଟିଛି।…

6 years ago