ଆମ ଜିଲା ଖବର

ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ

କଟକ ଅଫିସ, ୨୪ା୩: ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକ ପାଳନ ଅବସରରେ କଟକ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।…

6 years ago

ଶ୍ରୀମନ୍ଦିରରେ କଡ଼ାକଡ଼ି ହେବ କୋଭିଡ୍‌ କଟକଣା

ପୁରୀ ଅଫିସ,୨୪।୩: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ଲାଗୁ କରାଯିବ। ମାସ୍କ, ସାନିଟାଇଜର ବ୍ୟବହାର…

6 years ago

ମଧ୍ୟପ୍ରଦେଶ ଅଭିମୁଖେ ବାଘୁଣୀ ସୁନ୍ଦରୀ

ବନ୍ତଳା,୨୪ା୩(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ରାଇଗୁଡ଼ା ଏନ୍‌କ୍ଲୋଜର ମଧ୍ୟରେ ୨୦୧୮ ନଭେମ୍ବର ୬ରୁ ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଙ୍ଗଳବାର ମଧ୍ୟପ୍ରଦେଶର କାହ୍ନା…

6 years ago

୨୧ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ

ସୋନପୁର,୨୪।୩(ନି.ପ୍ର.): ସୁବର୍ଣ୍ଣପୁର ପୋଲିସ ଗତ ୧୭ ତାରିଖରେ ବନ୍ଧୁକ ମୁନରେ ହୋଇଥିବା ୨୧ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ମାଷ୍ଟରମାଇଣ୍ଡଙ୍କ ସମେତ ୫ଜଣଙ୍କୁ…

6 years ago

ଟିଟିପିଏସ୍‌ ସମସ୍ତ ୟୁନିଟ୍‌ ବନ୍ଦ

ତାଳଚେର,୨୪ା୩ (ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌)ର ସମସ୍ତ ୟୁନିଟ୍‌କୁ ସୋମବାର ରାତିରୁ ହଠାତ୍‌ ବନ୍ଦ ରଖାଯାଇଛି। ଫଳରେ ମଙ୍ଗଳବାର…

6 years ago

ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ: ୫ ଯବାନ ଶହୀଦ

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାର କନହର ଜଙ୍ଗଲ ରାସ୍ତାରେ ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଛନ୍ତି। ଫଳରେ ୫ଜଣ ଯବାନ…

6 years ago

ଛୋଟ ହେଲେ ବି ଅବହେଳିତ

ବଅଁରପାଳ,୨୪ା୩(ଡି.ଏନ.ଏ.) - ଛୋଟିଆ ରାଜସ୍ବ ଗାଁ। ପରିବାର ସଂଖ୍ୟା ମାତ୍ର ୮। ହେଲେ ୩୦ ଲୋକ ରହୁଥିବା ଏହି ଗାଁରେ ଥିବା ସମସ୍ୟାର ସମାଧାନ କରିପାରୁନି ପ୍ରଶାସନ।…

6 years ago

ଏନ୍‌ଟିପିସିର ଯୋଜନାବଦ୍ଧ ଚକ୍ରାନ୍ତ

ତାଳଚେର,୨୪ା୩ (ନି.ପ୍ର.) - ଶ୍ରମିକମାନେ କାମକୁ ନ ଆସିବାରୁ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌)ର ସମସ୍ତ ୟୁନିଟ୍‌ ବନ୍ଦ କରାଯିବାକୁ ନେଇ ଶ୍ରମିକ ମହଲରେ ତୀବ୍ର…

6 years ago

ଶଙ୍ଖାମେଦୀକୁ ଗିଳିଲାଣି ପଶ୍ଚିମବଙ୍ଗ:  ନାଁ ବଦଳାଇ କରୁଛି ନିର୍ବାଚନ

ଭୋଗରାଇ,୨୪।୩(ପ୍ରଦୀପ ଦାସ)- ଓଡ଼ିଶା ସୀମାନ୍ତ ଗାଁ କୋଟିଆରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରି ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ଏବେ ପଶ୍ଚିବମଙ୍ଗ ବାଲେଶ୍ୱର ଜିଲା ଭୋଗରାଇ…

6 years ago

ବାଲେଶ୍ୱରରେ ଶିଳ୍ପ ସମୀକ୍ଷା କରୁଛନ୍ତି ଅସିତ ତ୍ରିପାଠୀ

ବାଲେଶ୍ୱର ଅଫିସ ୨୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଅଛନ୍ତି। ବାଲେଶର, ଭଦ୍ରକ ଏବଂ ମୟୂରଭଞ୍ଜ ତିନୋଟି ଜିଲାକୁ…

6 years ago