ଆମ ଜିଲା ଖବର

ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଜେଲ୍‌ ଗଲେ ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝି

ସୁନ୍ଦରଗଡ଼,୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝିଙ୍କୁ ସୋମବାର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭପାତ ଘଟଣାରେ ମାଝିଙ୍କୁ…

6 years ago

କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ…

6 years ago

ପୁରୁଷୋତ୍ତମପୁର ଏନ୍‌ଏସିର ୩ ୱାଡ୍‌କୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା, ରାସ୍ତା ସିଲ୍

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ୫ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌ ହସ୍ପିଟାଲକୁ…

6 years ago

୨ ଡାକ୍ତର, ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ୨ ଡାକ୍ତର ଏବଂ ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ଆକ୍ରାନ୍ତ କର୍ମଚାରୀଙ୍କ…

6 years ago

କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୭(ଡି.ଏନ୍‌.ଏ.): ସପ୍ତାହକ ମଧ୍ୟରେ କେତେକ କେସ୍‌ ଅନୁଧ୍ୟାନ କରିବା ପରେ ବହୁ ଲୋକ ନିଜର କରୋନା ଲକ୍ଷଣ ଲୁଚାଉଥିବା ଜଣାପଡ଼ିଛି। ଏ ନେଇ ସୋମବାର ଏକ…

6 years ago

ଶେରଗଡ଼ ସ୍ଥିତି ବିଗୁଡ଼ିଛି , ୩୦ ଗାଁରେ ୫୨ ପଜିଟିଭ୍‌

ଶେରଗଡ଼,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବ୍ଲକର ୩୦ ଗ୍ରାମରେ ବର୍ତ୍ତମାନ ସୁଦ୍ଧା ୫୨ଜଣ ଆକ୍ରାନ୍ତ ହେଲେଣି। ସେଥିରୁ କରୋନା ୧୫…

6 years ago

କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି।…

6 years ago

ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ: ୩ ଜଣଙ୍କ ନାମରେ ମାମଲା

ବରଗଡ଼ ଅଫିସ,୬ା୭: ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ କରିବା ମହଙ୍ଗା ପଡ଼ିଛି। ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଅଞ୍ଚଳରେ ଏଭଳି ଏକ ଘଟଣା…

6 years ago

ରାୟଗଡ଼ାରେ ୧୩ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୩ ମହିଳା, ୧୦ ପୁରୁଷ

ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲାରୁ ସୋମବାର ପୁଣି ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଜଣ ମହିଳା ଥିବାବେଳେ ୧୦ ପୁରୁଷ ରହିଛନ୍ତି।…

6 years ago

ଗଞ୍ଜାମର ମୃତ ୪ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ସମବେଦନା ଜଣାଇଲେ ଜିଲାପାଳ

ଛତ୍ରପୁର,୬ା୭(ଡି.ଏନ୍‌.ଏ.): କୋଭିଡ-୧୯ ଯୁଦ୍ଧରେ ମାନବ ଜାତି ପାଇଁ କାର୍ଯ୍ୟ ନିର୍ବାହ କରୁଥିବା ବେଳେ ଗଞ୍ଜାମ ଜିଲାର ୪ କୋଭିଡ୍‌ ଯୋଦ୍ଧାଙ୍କ ଜୀବନ ଯାଇଛି। ଏମାନେ ହେଲେ ଧରାକୋଟ…

6 years ago