ଆମ ଜିଲା ଖବର

ଇଏସ୍‌ଆଇ ମେଡିକାଲରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ଚୌଦ୍ୱାରସ୍ଥିତ ରାଜ୍ୟ କର୍ମଚାରୀ ବୀମା ଚିକିତ୍ସାଳୟ(ଇଏସ୍‌ଆଇ)ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସାମାଜିକ ଦୂରତା ଅବଲମ୍ବନ କରି କର୍ମଚାରୀମାନେ…

6 years ago

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌,…

6 years ago

୨୪ ଘଣ୍ଟିଆ ହେଲ୍ପଲାଇନ‌ ନମ୍ବର ଜାରି କଲା ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର,୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ, ପାରଳା ମହାରାଜା, ଭଞ୍ଜନଗର ଓ ହିଞ୍ଜିଳି କୋଭିଡ୍‌ କେୟାର ସେଣ୍ଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ହେଉଛି। ବିଶେଷକରି…

6 years ago

ବିନା ମାସ୍କଧାରୀଙ୍କଠାରୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବୁଧବାରଠାରୁ ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଯାଞ୍ଚ କରାଯାଇ…

6 years ago

ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ହାଣିଲେ ଦୁର୍ବୁତ୍ତ

ଯାଜପୁର ଅଫିସ, ୯।୭- ଯାଜପୁର ରୋଡ ଥାନା ଅନ୍ତର୍ଗତ ଖଣ୍ଡହତା ଛକ ନିକଟରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ଗୋଡାଇ…

6 years ago

ବୁଗୁଡ଼ାରେ ମେଡିଶିନ ଷ୍ଟୋର ମାଲିକ କରୋନା ଆକ୍ରାନ୍ତ: ଷ୍ଟୋର ସିଲ୍‌ କଲା ଜିଲା ପ୍ରଶାସନ

ବୁଗୁଡା,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରୁଥିବା ବେଳେ ବୁଗୁଡାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨ରେ ପହଞ୍ଚିଛି। ବୁଗୁଡା ଏନ୍‌ଏସିରେ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହୋଇ…

6 years ago

ଗଞ୍ଜାମରେ ମୋବାଇଲ ସ୍ବାବ ସଂଗ୍ରହ, ଆଣ୍ଟିଜେନ୍‌ ଟେଷ୍ଟ: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ହେଲା ଆରମ୍ଭ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ସ୍ବାବ ସଂଗ୍ରହ ଓ କରୋନା ଟେଷ୍ଟିଂ ବୃଦ୍ଧି ନେଇ ଜିଲା…

6 years ago

ଜେଲ୍‌ରୁ ଖଲାସ ହୋଇ ଫେରି ପାରିଲେନି ଘରକୁ

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ମଣ୍ଡଳ କାରାଗାର ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୨ ଜଣ ଆଜୀବନ ସଜା କାଟୁଥିବା କଏଦୀ ବୁଧବାର ସାରେ…

6 years ago

ସଙ୍ଗରୋଧ କେନ୍ଦ୍ରରେ କାମକରିବା ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ କରାଯାଉ ସ୍ବାବ ଟେଷ୍ଟ: ଶେରଗଡ଼ ପ୍ରାଥମିକ ଶିକ୍ଷକ ସଂଘ

ଶେରଗଡ଼,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏ ନେଇ ଶିକ୍ଷକ ମାନଙ୍କୁ କ୍ୱାରାଣ୍ଟାଇନ କାର୍ଯ୍ୟରେ ନିୟୋଜିତ କରୁଛି ବ୍ଲକ…

6 years ago

ଗୁଣିଗାରେଡ଼ି ସନ୍ଦେହରେ ତୀର ମାରି ଜଣଙ୍କୁ ହତ୍ୟା: ଅଭିଯୁକ୍ତ ଗିରଫ

କୋରୁକୋଣ୍ଡା,୯ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅନ୍ତର୍ଗତ ତାରଲାକୋଟା ଗ୍ରାମରେ ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଥିବା ଘଟଣା ବର୍ତ୍ତମାନ ସାମ୍ନାକୁ ଆସିଛି। ଗ୍ରାମର ସୁବାସ…

6 years ago