ପାଟଣାପଡ଼, ୨୨।୬(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍ଏସି ଜେଇ ଦେବୀ ପ୍ରସାଦ ମିଶ୍ରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଆବାସ…
କେନ୍ଦୁଝର,୨୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ପୁଣି ଦୁଇ କରୋନା ରୋଗୀ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଜଣେ ଘଷିପୁରା ଓ ଅନ୍ୟ ଜଣେ…
ଛତ୍ରପୁର, ୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରୁ ସୋମବାର ପୁଣି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା ଯୋଦ୍ଧା ରହିଥିବା ବେଳେ…
ପୁରୀ ଅଫିସ, ୨୨।୬: ମଙ୍ଗଳବାର ରଥଯାତ୍ରା। ଗୋଟିଏପଟେ ସୁପ୍ରିମକୋର୍ଟରେ ରଥଯାତ୍ରାକୁ ନେଇ ଜଣିକିଆ ଖଣ୍ଡପୀଠରେ ଶୁଣାଣି ଚାଲିଥିବା ବେଳେ ଅନ୍ୟପଟେ ତିନି ରଥକୁ ଆଜ୍ଞାମାଳ ବିଜେ ହୋଇଛି।…
ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ…
ଦାରିଙ୍ଗବାଡ଼ି,୨୨ା୬(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସ୍ଥାନୀୟ ସରପଞ୍ଚ ରାଧାକାନ୍ତ ପ୍ରଧାନ ନିଜ ପଞ୍ଚାୟତ ଅଞ୍ଚଳକୁ…
ବ୍ରହ୍ମପୁର ଅଫିସ,୨୨ା୬: ଲକ୍ଡାଉନ୍ ନିୟମ କଡ଼ାକଡ଼ି କରିବାକୁ ଗଞ୍ଜାମ ଜିଲାପାଳ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବି କରାଯାଉଛି। ଏହାସତ୍ତ୍ୱେ ଦୁର୍ବୃତ୍ତମାନେ ତାଙ୍କ ଅପରାଧିକ…
କଟକ ଅଫିସ,୨୨।୬: ଶଲ୍ୟ ବିଭାଗ କାଳକ୍ରମେ ସମ୍ପ୍ରସାରିତ ଓ ବିଭାଜିତ ହୋଇ ବିଭିନ୍ନ ପ୍ରକାରର ସୁପର୍ ସ୍ପେଶିଆଲିଟି ବିଭାଗ ସୃଷ୍ଟି ହୋଇଛି। ଫଳରେ ନ୍ୟୁରୋ ସର୍ଜରି (ସ୍ନାୟୁ),…
ଭୁବନେଶ୍ୱର,୨୨।୬: ଚଳିତବର୍ଷ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମ୍କୋର୍ଟ ଗତ ୧୮ତାରିଖରେ ଦେଇଥିବା ରାୟର ପୁନର୍ବିଚାର କରିବା ପାଇଁ ଏକାଧିକ ଆବେଦନ ହୋଇଛି।…
ପୁରୀ ଅଫିସ,୨୨।୬: ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇନି। ଏଥର ବଡ଼ଦାଣ୍ଡରେ ରଥ ଗଡ଼ିବ ନାହିଁ ବୋଲି ସୁପ୍ରିମ୍କୋର୍ଟ ରାୟ ଦେଇଥିଲେ। ମାତ୍ର ଏହାକୁ ନେଇ ତୀବ୍ର…