ଆମ ଜିଲା ଖବର

ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ଫାର୍ମାସିଷ୍ଟ ଗିରଫ

ଜି.ଉଦୟଗିରି,୨୧ା୬(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କେ.ନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଏକ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଫାର୍ମାସିଷ୍ଟ ଦୁର୍ବ୍ୟବହାର କରିଥିବା ସାରଙ୍ଗଗଡ ଥାନାରେ ଅଭିଯୋଗ…

6 years ago

ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ: ଯୁବକଙ୍କୁ ହତ୍ୟା ପରେ ଗଛରେ ଝୁଲାଇ ଦେଲେ ମୃତଦେହ

ଖୁଣ୍ଟୁଣୀ,୨୧ା୬(ଡି.ଏନ୍‌.ଏ.)-ଗୁରୁଡ଼ିଝାଟିଆ ଥାନା ଜେମାଦେଇପୁର ଗ୍ରାମରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରିବା ପରେ ଗଛରେ ଝୁଲାଇ ଦିଆଯାଇଥିବା ରବିବାର ଅଭିଯୋଗ ହୋଇଛି। ମୃତକ ହେଲେ ଗଙ୍ଗାଧର ପରିଡ଼ା(୧୯)।…

6 years ago

ବିଷାକ୍ତ ଖାଦ୍ୟଖାଇ ଦମ୍ପତିଙ୍କ ମୃତ୍ୟୁ ଘଟଣା: ଖାଦ୍ୟରେ ବିଷ ଦେଇଥିଲେ ସାନ ଭାଇଙ୍କ ସ୍ତ୍ରୀ

ଖଣ୍ଡପଡ଼ା,୨୧ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ବୋଦସା ପଞ୍ଚାୟତ ଗୋଲା ସାହିରେ ଗତ ୧୫ ତାରିଖରେ ବିଷାକ୍ତ ଖାଦ୍ୟ ଖାଇ ଦମ୍ପତି ଭାଗୀରଥି ସ୍ବାଇଁ(୬୦) ଓ ତାଙ୍କ…

6 years ago

ଟଙ୍କା ପାଇଁ ୩୦ କି.ମି ଘୁଷୁରି ଘୁଷୁରି ଗଲେ ଭିନ୍ନକ୍ଷମ

କେନ୍ଦୁଝର,୨୧ା୬(ସ୍ବ.ପ୍ର.)-ଆଜିର ଡିଜିଟାଲ ଯୁଗରେ ଏବେ ମଧ୍ୟ ଅନେକ ଗ୍ରାମ ରହିଛି ଯେଉଁଠି ବ୍ୟାଙ୍କିଙ୍ଗ ସେବା ଅପହଞ୍ଚ ହୋଇରହିଛି। ଫଳରେ ଲୋକମାନେ ଟଙ୍କା ଉଠାଣ ଓ ଜମା କରିବା…

6 years ago

ଭକ୍ତଶୂନ୍ୟ ରଥଯାତ୍ରା ପାଇଁ କୋର୍ଟଙ୍କ ଆଗରେ ଯୁକ୍ତି ରଖନ୍ତୁ ସରକାର: ପୁରୀ ବିଧାୟକ

ପୁରୀ ଅଫିସ୍‌,୨୧।୬: ଭକ୍ତଶୂନ୍ୟ ରଥଯାତ୍ରା କିପରି ହୋଇପାରିବ ସେନେଇ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ।…

6 years ago

ଗଞ୍ଜାମରେ ୨୬ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ: ଲକ୍ଷଣ ଥିବା ୨ ଜଣଙ୍କ କୋଭିଡ୍‌ ଟେଷ୍ଟ

ଛତ୍ରପୁର,୨୧ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖବରଦାତାମାନେ ମଧ୍ୟ ଖବର ସଂଗ୍ରହ ପାଇଁ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କୁ ଭେଟୁଛନ୍ତି ଏହି…

6 years ago

ଗଞ୍ଜାମର ହିଞ୍ଜିଳି, ୫ ପଞ୍ଚାୟତକୁ ଜାତୀୟ ପୁରସ୍କାର: ଅଭିନନ୍ଦନ ଜଣାଇଲେ ଜିଲାପାଳ, ଡିଆର୍‌ଡିଏ ପିଡି

ଛତ୍ରପୁର,୨୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ହିଞ୍ଜିଳି ବ୍ଲକ ଓ ୫ ଟି ପଞ୍ଚାୟତକୁ ଜାତୀୟ ପଞ୍ଚାୟତ ପୁରସ୍କାର -୨୦୨୦ ମିଳିଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା…

6 years ago

ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି

ଜଗତସିଂହପୁର ଅଫିସ,୨୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ ଚିହ୍ନଟ…

6 years ago

ସଙ୍ଗରୋଧ କେନ୍ଦ୍ରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିଲେ ଅନ୍ତେବାସୀ

ବୁଗୁଡ଼ା,୨୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାଳଶାକର ମହାମାୟୀ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ରବିବାର ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ…

6 years ago

ଗଞ୍ଜାମରେ କରୋନା ନେଲା ଆଉ ଏକ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ଛତ୍ରପୁର,୨୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୪୯ ବର୍ଷୀୟ ବ୍ୟକ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ…

6 years ago