ଆମ ଜିଲା ଖବର

ଜଗତ୍‌ସିଂହପୁରରେ ଦୁର୍ଗାପୂଜା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୪ା୮-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲାରେ ସାର୍ବଜନୀନ ଦୁର୍ଗାପୂଜା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଏନେଇ ମା’ଦୁର୍ଗା ଓ ହରପାର୍ବତୀ ମେଢ…

6 years ago

ଦିଅର ଟାଙ୍ଗିଆ ଚୋଟରେ ଚାଲିଗଲା ଭାଉଜ ଜୀବନ

ଭୁବନ, ୨୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଭୂଷଳ ପଞ୍ଚାୟତ ଅଧୀନ ଅସୁରବନ୍ଧ ଦଳିତ ସାହିରେ ରବିବାର ରାତିରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଦିଅର ରବୀନ୍ଦ୍ର ମଳିକ (୩୩)ଙ୍କ…

6 years ago

ନାମଲେଖା ନାଁରେ ଠକେଇ: ୨ ଦଲାଲଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୪ା୮-ରାଜ୍ୟର ଏକ ପ୍ରତିଷ୍ଠିତ ସରକାରୀ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇଦେବାର ପ୍ରଲୋଭନ ଦେଖାଇ ଜଣେ ବିଦ୍ୟାର୍ଥୀଙ୍କୁ ଠକିଥିବା ୨ ଜଣ ଦଲାଲ ଗିରଫ ହୋଇଛନ୍ତି। ଏହି ଘଟଣା…

6 years ago

ମୁନିଗାଡ଼ି, ଗହଙ୍ଗୁ ଗ୍ରାମ କଣ୍ଟେନମେଣ୍ଟ ଜୋନ୍

ଆସିକା,୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଚିହ୍ନଟ ପରେ ଆସିକା ବ୍ଲକ ମୁନିଗାଡ଼ି ପଞ୍ଚାୟତର ମୁନିଗାଡ଼ି ଓ ଗହଙ୍ଗୁ ପଞ୍ଚାୟତର ଗହଙ୍ଗୁ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। ସେହିପରି ମୁନିଗାଡି…

6 years ago

ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

6 years ago

ଦିଗପହଣ୍ଡି ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୨୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ନାଁରେ ମାମଲା

ଦିଗପହଣ୍ଡି,୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗାଁରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଅଦୈତ କୁମାର ସ୍ବାଇଁ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କୁ ଶନିବାର…

6 years ago

ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପରେଶନ : ବିପୁଳ ପରିମାଣରେ ବିସ୍ଫୋରକ ବନ୍ଧୁକ ତିଆରି ସାମଗ୍ରୀ ଜବତ

ମାଲକାନଗିରି,୨୪।୮(ସ୍ବ.ପ୍ର.): ମାଲକାନଗିରି ଜିଲା କାଲିମେଳା ବ୍ଲକର ମାଓବାଦୀ ପ୍ରବଣ କୁରୁବ୍‌, ସୁଧାକୋଣ୍ଡା ଓ ଏଲ୍କାନୁର ଜଙ୍ଗଲରେ ସୋମବାର କୁମ୍ବିଂ ଅପରେଶନ ବେଳେ ବ୍ୟାପକ ପରିମାଣର ବିସ୍ଫୋରକ ଓ…

6 years ago

ବାଲିଗୁଡ଼ା ଅଞ୍ଚଳରେ ମାଓବାଦୀ ବିରୋଧୀ ପୋଷ୍ଟର: କଟୁ ସମାଲୋଚନା

ବାଲିଗୁଡା,୨୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମାଓବାଦୀ ବିରୋଧୀ ପୋଷ୍ଟର ଦେଖିବାକୁ ମିଳିଛି। କଞ୍ଜାଲଗୁ ହିଂସାକୁ ବିରୋଧ କରି ଆଇଏନ୍‌ପିପିଏଫ୍‌ ପକ୍ଷରୁ ବାଲିଗୁଡା ଥାନା ଅନ୍ତର୍ଗତ ନକ୍ସଲ…

6 years ago

ଟିକରସାହିର ନିଖୋଜ ବ୍ୟକ୍ତିଙ୍କ ମୃତଦେହ ବ୍ରାହ୍ମଣୀପାଳ କୁଶେଇ ନଦୀରୁ ଉଦ୍ଧାର

କେନ୍ଦୁଝର, ୨୪।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣୀପାଳ ସଉତୁଣୀ ନାଳ ନିକଟସ୍ଥ କୁଶେଇ ନଦୀରୁ ସୋମବାର ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ…

6 years ago

ଗଞ୍ଜାମରେ କରୋନାରେ ଗୁରୁତର ୬୧ ଜଣଙ୍କୁ ଦିଆଗଲାଣି ପ୍ଲାଜମା ଥେରାପି

ଛତ୍ରପୁର, ୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଗୁରୁତର ୬୧ ରୋଗୀଙ୍କୁ ପ୍ଲାଜମା ଥେରାପି ଦିଆଗଲାଣି। ଜିଲାର ଶିତଳାପଲ୍ଲିସ୍ଥିତ କୋଭିଡ୍‌ ହସ୍ପିଟାଲରେ ଏହି ଗୁରୁତରମାନେ ଚିକିତ୍ସିତ ହେଉଛନ୍ତି। ଏ…

6 years ago