ଆମ ଜିଲା ଖବର

ଖଣିଜ ପରିବହନ ପାଇଁ ଜଙ୍ଗଲ କଟା ନେଇ ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଉପର କାଦକଳାଠାରୁ ବସନ୍ତପୁର ପର୍ଯ୍ୟନ୍ତ ଜଙ୍ଗଲରେ ଖଣିଜ ପଥର ପରିବହନ ପାଇଁ ଜଙ୍ଗଲ କଟାଯାଇଥିବା ସ୍ଥାନୀୟ ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ…

6 years ago

ମାଓବାଦୀ ଭୟରେ ଭିଟାମାଟି ଛାଡ଼ିଲେ ୮୫ରୁ ଊର୍ଦ୍ଧ୍ୱ ଲୋକ

ଚିତ୍ରକୋଣ୍ଡା,୪।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣସପୁଟ ପଞ୍ଚାୟତର ବାରଗୋଟି ଗ୍ରାମ ଖଜୁରୀଗୁଡ଼ା, ବିହନଗୁଡ଼ି,ଖାଲପଦର,ତାରାବେଢା,ମାଟିଖାଲ,ଲାଡିଗୁଡ଼ା,ବେଜିଙ୍ଗ,ତାଲପଦର,ପଳାସପଦର,ଡାଳିଆମ୍ବ, ମୁତାମ୍ବ, ଗମେଲପୁଟ,ଦୋରାଗୁଡ଼ା ମାଓବାଦୀ ଭୟ…

6 years ago

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ଗୁପ୍ତ ଏଜେଣ୍ଡା ସରକାର ପ୍ରକାଶ କରନ୍ତୁ: ପ୍ରଦୀପ ପୁରୋହିତ

ବରଗଡ଼ ଅଫିସ,୪।୨: ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ ବୁଧବାର ତୋଫାନୀ ଗସ୍ତରେ ଗନ୍ଧମାର୍ଦ୍ଦନ ପାହାଡ଼ର ଉଭୟ ପାଖରେ ଥିବା ନୃସିଂହନାଥ ଓ ହରିଶଙ୍କର ମନ୍ଦିର…

6 years ago

ଜଙ୍ଗଲରେ ଖଞ୍ଜା ଯାଇଥିଲା ବମ୍‌, ଗିଳିଦେଲା ବଳଦ; ଆଉ ତା’ ପରେ…

ପରଜଙ୍ଗ,୪।୨(ଡି.ଏନ୍‌.ଏ.): ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ଖଞ୍ଜା ଯାଇଥିବା ବମ୍‌ ଖାଇ ଗୋଟିଏ ବଳଦ ଗୁରୁତର ହୋଇପଡ଼ିଛି। ଘଟଣାଟି ଘଟିଛି ଢେଙ୍କାନାଳ ବନଖଣ୍ଡ ମହାବିରୋଡ୍‌ ରେଞ୍ଜ ସୋଲଗାଁ…

6 years ago

ଏନ୍‌ଏସି ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ଦିଆଗଲା ନିଯୁକ୍ତି

ପୁରୁଷୋତ୍ତମ ପୁର, ୪।୨(ଡି.ଏନ.ଏ.): ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟରେ ଆଗେଇ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି। ପ୍ରଶାସନ ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ନିଯୁକ୍ତି ଦେଇ…

6 years ago

ଅବଧି ନ ଥିଲେ ବି ମୂଲ୍ୟ ଅଧିକ

ଅନୁଗୋଳ ଅଫିସ, ୪।୨: ଅନୁଗୋଳ ଜିଲାର କେତୋଟି ମଦ କାଉଣ୍ଟରରେ ବିକ୍ରି ହେଉଛି ଏକ୍ସପାଏରୀ ମଦ। କେଇମାସ ପୂର୍ବରୁ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ବୋତଲରେ ନୂଆ ଷ୍ଟିକର…

6 years ago

ଓଡ଼ିଶାରେ ଆନ୍ଧ୍ର କରୁଛି ନିର୍ବାଚନ

ପଟ୍ଟାଙ୍ଗୀ,୩ା୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ଲାଗିଥିବା ବିବାଦ ଏଯାଏ ତୁଟିନାହିଁ। ଏପରି…

6 years ago

ବନପାଳଙ୍କ ସମ୍ପତ୍ତି ୧. ୪୧ କୋଟି

ସୋନପୁର,୩।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ବିନିକା ବନପାଳ ଜଗବନ୍ଧୁ ବାରିକଙ୍କ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ବୁଧବାର ଚଢାଉ କରାଯାଇଛି।…

6 years ago

ଜେଲରେ ମିଳିବ କନ୍ଧମାଳ ହଳଦୀ

ସମ୍ବଲପୁର, ୩ା୨(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଏଣିକି କନ୍ଧମାଳ ହଳଦୀ ଉପଲବ୍ଧ ହେବ। ବୁଧବାର କାରାଗାର ପରିସରରେ ଏକ କାଉଣ୍ଟର ଖୋଲାଯାଇ ହଳଦୀ ସାଙ୍ଗକୁ ଅଟା, ବେସନ…

6 years ago

୫ ଲକ୍ଷ ଟଙ୍କାରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ

ଭବାନୀପାଟଣା,୩।୨: କଳାହାଣ୍ଡି ଜିଲାରେ ପୁଣି ଦାଦନଙ୍କ ଦୁଃଖ ସାମ୍ନାକୁ ଆସିଛି। ୫ ଲକ୍ଷ ଟଙ୍କା ପାଇଁ ଆନ୍ଦ୍ରପ୍ରଦେଶରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ। ଧର୍ମଗଡ଼ ଥାନା ଡୁମେରଗୁଡା…

6 years ago