ଆମ ଜିଲା ଖବର

ବାଲେଶ୍ୱର ପରେ ଭଦ୍ରକରୁ ଉଦ୍ଧାର ହେଲା ହଳଦିଆ କଇଁଛ

ଚାନ୍ଦବାଲି, ୧୦ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବେନ୍ତାଳପୁର ଗଁାର ଏକ ଚାଷ ଜମିରୁ ସୋମବାର ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି । ବେନ୍ତାଳପୁର ଗଁାର ଚାଷୀ…

6 years ago

କଟକରେ ଆଉ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୦।୮-ସୋମବାର କଟକରୁ ପୁଣି ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଆକ୍ରାନ୍ତଙ୍କ ମଧ୍ୟରୁ କଣ୍ଟେନମେଣ୍ଟ ଜୋନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ…

6 years ago

ଜିଲା ପ୍ରଶାସନର ନୂଆ ନିୟମ: ଦିନେ ଛାଡି ଦିନେ ଖୋଲିବ ଏହି ସବୁ ଦୋକାନ; ଜାଣନ୍ତୁ କେଉଁ କାଟାଗୋରୀରେ କିଏ

କୋରୁକୋଣ୍ଡା,୧୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ତରଫରୁ ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସହରରେ ସମସ୍ତ ଦୋକାନ ଖୋଲିବା ନେଇ ନୋଟିସ ଜାରି ହୋଇଛି। ତେବେ କେଉଁ କେଉଁ ଦୋକାନ…

6 years ago

ଦୁର୍ବୃତ୍ତଙ୍କ ଟାର୍ଗେଟରେ ପୁରୁଷୋତ୍ତମପୁର ଓକିଲ ସଂଘ କାର୍ଯ୍ୟାଳୟ: ଭାଙ୍ଗିଲେ ଲକ୍ଷାଧିକ ଟଙ୍କାର ଆସବାବପତ୍ର

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦିନକୁ ଦିନ ଲୁଟ୍‌ ବଢ଼ି ଚାଲିଛି। ଲୁଟେରାମାନେ ସକ୍ରିୟ ହୋଇ ଚୋରି, ଡକାୟତି ଲୁଟପାଟ କରୁଥିବା ବେଳେ ପ୍ରଥମ ଶ୍ରେଣୀ…

6 years ago

ମିଳିନି ଫସଲବୀମା କ୍ଷତିପୂରଣ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୧୦ା୮: ବରଗଡ଼ ଜିଲାରେ ବର୍ତ୍ତମାନ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ମାତ୍ର ଏପର୍ଯ୍ୟନ୍ତ ଜିଲାର ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା, ଗାଇସିଲେଟ୍‌ ଏବଂ ଝାରବନ୍ଧ ବ୍ଲକର…

6 years ago

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜିଲାର…

6 years ago

ମନ୍ଦିର ଖୋଲିବା ନିଷ୍ପତ୍ତି ସରକାର ନେବେ

କଟକ ଅଫିସ,୧୦।୮: କରୋନା ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିବା ମନ୍ଦିର ଏବଂ ଧର୍ମାନୁଷ୍ଠାନଗୁଡ଼ିକ ଖୋଲିବ କି ନାହିଁ ସେ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ।…

6 years ago

ଝାରସୁଗୁଡାରେ ୪ ଶହ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି। ଏମାନଙ୍କ…

6 years ago

କରୋନା ନେଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ଦିଗପହଣ୍ଡି,୧୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ଯୁବ ଇଞ୍ଜିନିୟର ୟୁ.ସତ୍ୟନାରାୟଣ ରାଓ (୩୭) କରୋନାରେ ସଂକ୍ରମିତ ହୋଇ ସୋମବାର ମୃତ୍ୟୁବରଣ କରିଛନ୍ତି। ତାଙ୍କ ବାପା ୟୁ.ଶଙ୍କର…

6 years ago

ଧାନ ବିଲ ଭ୍ରମ ସୃଷ୍ଟି କରୁଛି ସ୍ବାସ୍ଥ୍ୟକେନ୍ଦ୍ର ଛାତ

ଖଣ୍ଡପଡା,୧୦ା୮(ସ୍ବ.ପ୍ର.): ସରକାରୀ ବାସଭବନଗୁଡ଼ିକର ମରାମତି ବାବଦରେ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏଠାରେ ରହୁଥିବା କର୍ମଚାରୀଙ୍କ ଦାୟିତ୍ୱ ହୀନତା ଯୋଗୁ ଏହି ବାସଭବନଗୁଡ଼ିକର ଅବସ୍ଥା…

6 years ago