ଦିଗପହଣ୍ଡି,୧୦ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ଯୁବ ଇଞ୍ଜିନିୟର ୟୁ.ସତ୍ୟନାରାୟଣ ରାଓ (୩୭) କରୋନାରେ ସଂକ୍ରମିତ ହୋଇ ସୋମବାର ମୃତ୍ୟୁବରଣ କରିଛନ୍ତି। ତାଙ୍କ ବାପା ୟୁ.ଶଙ୍କର…
ଖଣ୍ଡପଡା,୧୦ା୮(ସ୍ବ.ପ୍ର.): ସରକାରୀ ବାସଭବନଗୁଡ଼ିକର ମରାମତି ବାବଦରେ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏଠାରେ ରହୁଥିବା କର୍ମଚାରୀଙ୍କ ଦାୟିତ୍ୱ ହୀନତା ଯୋଗୁ ଏହି ବାସଭବନଗୁଡ଼ିକର ଅବସ୍ଥା…
ଯାଜପୁର ଅଫିସ,୧୦।୮: ସାଧାରଣ ଓ ଗରିବ ଲୋକଙ୍କୁ କାମ ଯୋଗାଇ ଆର୍ଥତ୍କ ସ୍ତରରେ ଉନ୍ନତି ଆଣିବା ପାଇଁ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍) କାର୍ଯ୍ୟକାରୀ…
ବରୀ,୧୦ା୮(ଡି.ଏନ.ଏ): ବନ୍ୟା ସମୟରେ ଲୋକମାନଙ୍କୁ ଉଦ୍ଧାର କରିବାକୁ ବ୍ୟବହୃତ ସରକାରୀ ବୋଟ୍ଗୁଡ଼ିକ ରାସ୍ତାକଡ଼ରେ ଦୀର୍ଘ ଦିନ ଧରି ଅଯତ୍ନ ଭାବେ ପଡ଼ିରହିଛି। ବରୀ ବ୍ଲକ ଅଞ୍ଚଳ ଦେଇ…
ପୁରୀ ଅଫିସ, ୧୦।୮: ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ। ଓଡ଼ିଶା ମଧ୍ୟରେ ଥିବା ଜାତୀୟ ରାଜପଥ (ଏନ୍ଏଚ୍)ଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ ବ୍ୟସ୍ତବହୁଳ ରାସ୍ତା। କରୋନା…
କଟକ ଅଫିସ,୧୦।୮: କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି।…
ବରଗଡ଼ ଅଫିସ୍,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍ଓଜି ଏବଂ ସିଆର୍ପିଏଫ୍ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ…
ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ…
ଅନୁଗୋଳ ଅଫିସ, ୧୦ା୮: ଅନୁଗୋଳ ଜିଲାରେ ବିଜୁ ଜନତା ଦଳର ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନ ବିନ୍ଦୁ’ର ପୁନର୍ଗଠନ ହେଉ ହେଉ ଏଥିରେ ଫାଟ ଦେଖାଦେଇଥିବା ଚର୍ଚ୍ଚାର…
କଟକ ଅଫିସ, ୧୦ା୮ : ରାଜ୍ୟର ୧୭୪ଟି କୋଭିଡ୍ ହସ୍ପିଟାଲ ଏବଂ କୋଭିଡ୍ କେୟାର ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ଏହି…