ଆମ ଜିଲା ଖବର

ନନ୍ଦିନୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି

ଢେଙ୍କାନାଳ ଅଫିସ, ୧୩।୬ - ଢେଙ୍କାନାଳ ସହରରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଏବଂ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି…

6 years ago

ରଜ ପାଇଁ ଲାଗିଲା ୧୪୪ ଧାରା

ଢେଙ୍କାନାଳ ଅଫିସ, ୧୩।୬ - ରଜ ଉତ୍ସବ ଉପଲକ୍ଷେ ମନ୍ଦିର ଏବଂ ରଜପଡ଼ିଆରେ ଜନସମାଗମ ଆଶଙ୍କାରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।…

6 years ago

ସାମାଜିକ ଦୂରତ୍ୱ ନିୟମ ନ ମାନିବାରୁ ୪ ଦୋକାନ ସିଲ୍‌

କେନ୍ଦୁଝର, ୧୩ା୬ (ସ୍ବ.ପ୍ର.)-ରଜ ପୂର୍ବରୁ ସାମାଜିକ ଦୂରତ଼ା ଆଇନ ନ ମାନିବାରୁ ଶୁକ୍ରବାର କେନ୍ଦୁଝର ସହରର ୪ ଦୋକାନକୁ ପ୍ରଶାସନ ସିଲ୍‌ କରିଛି। ୧୪ତାରିଖଠାରୁ ରଜପର୍ବ ହେବାକୁ…

6 years ago

ଠିକ୍‌ ସମୟରେ ହୋଇପାରିଲାନି ଚିକିତ୍ସା: ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

କେନ୍ଦୁଝର,୧୩ା୬(ସ୍ବ.ପ୍ର.): ୧୦୮ ଆମ୍ବୁଲାନ୍ସ ନ ଆସିବା ଓ ଡାକ୍ତରଖାନାରେ ଇଞ୍ଜେକ୍ସନ ଅଭାବରୁ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

6 years ago

କରୋନା ସଂକ୍ରମଣ ରୋକିବାକୁ ରଜ ଉତ୍ସବ ପାଳନରେ କଟକଣା: ସରପଞ୍ଚଙ୍କ ସହ କଥା ହେଲେ ଜିଲାପାଳ

କେନ୍ଦୁଝର,୧୩ା୬ (ସ୍ବ.ପ୍ର.) ଚଳିତ ବର୍ଷ ରଜ ପର୍ବ ପାଳନ ଅବସରରେ ମହାମାରୀ କରୋନା ଭାଇରସ୍‌ର ସଂକ୍ରମଣକୁ ପ୍ରତିରୋଧ କରିବା ସମ୍ପର୍କରେ ଜିଲାପାଳ ଆଶିଷ ଠାକରେ ଜିଲାର ସରପଞ୍ଚମାନଙ୍କ…

6 years ago

ମନମୁଖି ମହାସୁଲ ଆଦାୟ ଘଟଣା: ଦ୍ୱିତୀୟ ଦିନରେ ବ୍ୟବସାୟୀଙ୍କ ଧାରଣା

ରାଇରଙ୍ଗପୁର,୧୩ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳସ୍ଥିତ ଦୈନିକ ମାର୍କେଟରେ ପନିପରିବା ସମେତ ବିଭିନ୍ନ ବ୍ୟବସାୟୀଙ୍କଠାରୁ ମନମୁଖି ମହାସୁଲ ଆଦାୟ ପ୍ରତିବାଦରେ ବ୍ୟବସାୟୀଙ୍କ ପକ୍ଷରୁ ଚାଲିଥିବା ଗଣଧାରଣା ଦ୍ୱିତୀୟ…

6 years ago

ଅନ୍ତ୍ୟୋଦୟ କାର୍ଡ ବଣ୍ଟନରେ ଅନିୟମିତତା ଅଭିଯୋଗ

କପ୍ତିପଦା,୧୩ା୬(ଡି.ଏନ.ଏ)- କପ୍ତିପଦା ବ୍ଲକ୍‌ରେ ଅନ୍ତ୍ୟୋଦୟ କାର୍ଡ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି । ପ୍ରକୃତ ହିତାଧିକାରୀ ଏହି କାର୍ଡ ପାଇବାରୁ ବଞ୍ଚିତ ହେଉଥିବା ବେଳେ ଥିଲାବାଲା…

6 years ago

ତହସିଲ କାର୍ଯ୍ୟାଳୟରେ ପେଟ୍ରୋକେମିକାଲ୍ସ ପ୍ରକଳ୍ପ ଜନଶୁଣାଣିକୁ ବିରୋଧ

ବାଲିଆପାଳ, ୧୩।୬(ସ୍ବ.ପ୍ର.)-କରୋନା ପାଇଁ ପ୍ରଶାସନ ଜନସାଧାରଣଙ୍କୁ ଜନଗହଳିରୁ ଦୂରେଇ ରହିବା ପାଇଁ ସଚେତନ କରାଇବା ଏବଂ ମାକ୍ସ ନ ପିନ୍ଧିଲେ ଫାଇନ କରିବା ଆଦି ପଦକ୍ଷେପ ନେଉଛି।…

6 years ago

ସଞ୍ଜ ନଇଁଲେ ଅନ୍ଧାରର ରାଜୁତି

ବାଲେଶ୍ୱର ଅଫିସ, ୧୩ା୬(ମାନସ ବିଶ୍ୱାଳ)-ବାଲେଶ୍ୱର ସଦର ବ୍ଲକ ପରୀଖି ପଞ୍ଚାୟତ କୁଡ଼ିପାହି ଗ୍ରାମରେ ବସବାସ କରୁଥିବା ୪୦ରୁ ଊର୍ଦ୍ଧ୍ୱ ଗରିବ ପରିବାର ଏଯାଏ ବିଦ୍ୟୁତ୍‌ ଆଲୋକ ଦେଖିନାହାନ୍ତି।…

6 years ago

କ୍ରିକେଟ ଖେଳରୁ ଗଣ୍ଡଗୋଳ: ଏୟାରଗନ୍‌ ସହିତ ୨ଗିରଫ

ବରଗଡ଼ ଅଫିସ୍‌,୧୩।୬- ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ କ୍ରିକେଟ ଖେଳକୁ ନେଇ ୨ଜଣଙ୍କ ମଧ୍ୟରେଗଣ୍ଡଗୋଳ ଘଟଣାରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ…

6 years ago