ଆମ ଜିଲା ଖବର

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ଯୋଡ଼ିହେଲା ଦୁଇ ଜଣଙ୍କ କଟା ହାତ

କଟକ ଅଫିସ,୭ା୬-ଦୁଇ ଜଣ ବ୍ୟକ୍ତିଙ୍କ କଟିଯାଇଥିବା ହାତକୁ ଯୋଡ଼ି ସେମାନଙ୍କ ଜୀବନରେ ବଞ୍ଚତ୍ବାର ନୂତନ ଆଶା ସଂଚାର କରିଛି ଏସ୍‌ସିବି ମେଡିକାଲ। ଏହାର ପ୍ଳାଷ୍ଟିକ୍‌ ସର୍ଜରୀ ବିଭାଗ…

6 years ago

ଜାତୀୟସ୍ତର ଫିଲ୍ମ ଫେଷ୍ଟିଭାଲରେ ‘ଅଭିଳାଷ’

ବ୍ରହ୍ମପୁର ଅଫିସ,୭ା୬-ଗଞ୍ଜାମ ଜିଲା ହିଞ୍ଜିଳିକାଟୁର କଳା ଓ ନୃତ୍ୟ ଅନୁଷ୍ଠାନ ନୃତ୍ୟମର ମୁଖ୍ୟ କୃଷ୍ଣଚନ୍ଦ୍ର ସାହୁଙ୍କ ନିର୍ଦ୍ଦେଶିତ କ୍ଷୁଦ୍ର ପ୍ରାମାଣିକ ଚଳଚ୍ଚିତ୍ର ‘ଅଭିଳାଷ’ ଜାତୀୟସ୍ତରର ଫିଲ୍ମ ଫେଷ୍ଟିଭାଲ…

6 years ago

ଲକ୍‌ଡାଉନରେ ବନ୍ୟଜନ୍ତୁ ଶିକାର: ବାଇକ ସହ ବାର୍‌ହା ମାଂସ ଜବତ, ୨ ଗିରଫ

ବୁଗୁଡ଼ା,୭ା୬(ଡି.ଏନ.ଏ.)- ବୁଗୁଡ଼ା ସହର ମଦନମୋହନ ଛକଠାରେ ରବିବାର ବୁଗୁଡ଼ା ବନବିଭାଗ ତରଫରୁ ଚଢ଼ାଉ କରାଯାଇ ଏକ ବାଇକ ସହ ୫ କେଜି ବାର୍‌ହା ମାଂସ ଜବତ ହୋଇଛି।…

6 years ago

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ: ଚିକିତ୍ସାଳୟରେ ଭର୍ତ୍ତି

ଜୟପୁର,୭।୬(ଡି.ଏନ.ଏ): ପଦ୍ମଶ୍ରୀ କମଳା ପୂଜାରୀ ଗତ ଶନିବାର ମଧ୍ୟାହ୍ନରେ ଅସୁସ୍ଥ ଯୋଗୁ ଜୟପୁରସ୍ଥିତ ଜିଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରବିବାର ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଥିବା ସହିତ…

6 years ago

ସାମାଜିକ ଦୂରତ୍ୱ ରହୁନି: ଅର୍ନିଦ୍ଦିଷ୍ଟ କାଳ ପାଇଁ ରାଇକିଆ ହାଟ ବନ୍ଦ

ରାଇକିଆ,୭।୬(ଡି.ଏନ.ଏ.)-କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟ ସୋମବାର ବନ୍ଦ ରହିବ। ଏ ନେଇ ରବିବାର ପଞ୍ଚାୟତ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରାଯାଇଛି। ପ୍ରକାଶ ଯେ,…

6 years ago

ଗ୍ୟାସରୁ ନିଆଁ ଲାଗି ଜଳିଗଲା ଆଇରନ ବୋଝେଇ ଟ୍ରକ

ବଇଣ୍ଡା,୭।୬(ଡି.ଏନ.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ଥାନା ଶୁଶବଠାରେ ରବିବାର ସକାଳେ ଏକ ଆଇରନ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଏଥିରେ ଟ୍ରକରେ ବସିଥିବା ଚାଳକ…

6 years ago

କେରଳରୁ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଲେ ୧୦୭୪ ପ୍ରବାସୀ

ରାୟଗଡ଼ା ଅଫିସ,୭।୬: କେରଳରେ କାମ କରୁଥିବା ପ୍ରବାସୀ ଶ୍ରମିକ ସତନ୍ତ୍ର ଟ୍ରେନ ଯୋଗେ ଫେରିଛନ୍ତି। ୧୦୭୪ ଜଣ ପ୍ରବାସୀ ଶ୍ରମିକ କେରଳର ଆଲ୍ଲେପି ସମ୍ବଲପୁର ଟ୍ରେନରେ ରାୟଗଡ଼ା…

6 years ago

ଖୋର୍ଦ୍ଧା ଜିଲାରେ ସଂଘରୋଧ ଅବଧି ବୃଦ୍ଧି: ଏଣିକି ୧୪ ଦିନ ରହିବେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୭।୬ :ଖୋର୍ଦ୍ଧା ଜିଲାରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସଂଘରୋଧ ଅବଧି ୭ଦିନ ବୃଦ୍ଧି ଘଟିଛି। ଏନେଇ ଜିଲାପାଳ ଶିତାଂଶୁ ରାଉତ ଚିଠି ଲେଖି ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ…

6 years ago

ଶଟ୍‌ଡାଉନ୍‌ ପ୍ରଭାବ: ଗରଦପୁର ଅଞ୍ଚଳ ଜନଶୂନ୍ୟ

ପାଟକୁରା,୭।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ୧୧ଟି ଜିଲାରେ ଜୁନ୍‌ ମାସ ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେଥି ମଧ୍ୟରେ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଭୁକ୍ତ। ତେବେ…

6 years ago

ସୋମବାରଠାରୁ ଗଞ୍ଜାମରେ ଘର ଘର ବୁଲି କରାଯିବ ସ୍କ୍ରିନିଂ: ଜିଲାପାଳ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ କରୋନା ପଜିଟିଭ ତାଲିକାରେ ଜିଲା ପ୍ରଥମରେ ରହିଛି। ଗଞ୍ଜାମରେ ୪ ଜଣଙ୍କ…

6 years ago