ଆମ ଜିଲା ଖବର

ବଲାଙ୍ଗୀରରେ ୩ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି

ବଲାଙ୍ଗୀର ଅଫିସ,୫।୬: ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି । ଶୁକ୍ରବାର ୩ କରୋନା ସଂକ୍ରମିତ ଚିହ୍ନଟ ପରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା…

6 years ago

ବଣେଇରୁ ବଡବିଲକୁ ବାଲି ଚୋରା ଚାଲାଣ: ୭ ହାଇଓ୍ବା ଜବତ, ୭ ଗିରଫ

ବଡବିଲ,୫।୬(ସ୍ବ.ପ୍ର.)-ସୁନ୍ଦରଗଡ ଜିଲା ବଣେଇରୁ ବଡବିଲକୁ ବାଲି ଚୋରା ଚାଲାଣ ହେଉଥିବାବେଳେ କେନ୍ଦୁଝର ଜିଲା ବଡବିଲ ପୋଲିସ ଗୁରୁବାର ୭ଟି ବାଲି ବୋଝେଇ ହାଇଓ୍ବା ଟ୍ରକ ଜବତ କରିଛି।…

6 years ago

କେନ୍ଦୁଝରରେ ଆଉ ୨ ପଜିଟିଭ ଚିହ୍ନଟ

କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ୨ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଘଟଗାଁ ଓ…

6 years ago

ରାୟଗଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ

ରାୟଗଡ଼ା ଅଫିସ,୫।୬: ରାୟଗଡ଼ା ଜିଲାରେ ଶୁକ୍ରବାର ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ୨୨ ବର୍ଷୀୟା ଜଣେ ଯୁବତୀ ଏବଂ କର୍ଣ୍ଣାଟକ ଫେରନ୍ତା ବୋଲି ଜଣାପଡ଼ିଛି।…

6 years ago

ପ୍ରବାସୀ ଶ୍ରମିକଙ୍କୁ ଟଙ୍କା ନ ମିଳିବାରୁ ପଞ୍ଚାୟତ ଅଫିସରେ ଉତ୍ତେଜନା

ଚିତ୍ରଡ଼ା,୫।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲାର ମୋରଡା ବ୍ଲକ ଅଧିନ ହଲଦୀପାଳ ପଞ୍ଚାୟତ ଅଫିସରେ ଶୁକ୍ରବାର ଅପରାହ୍ନରେ ପ୍ରବାସୀ ଓଡ଼ିଆ ଶ୍ରମିକମାନେ ପାଟିତୁଣ୍ଡ କରିଥିବା ଦେଖିବାକୁ ମିଳିଛି। ଏହି ଘଟଣା…

6 years ago

କଡ଼ା ସୁରକ୍ଷା ବଳୟରେ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୀଠ: ୧୪୪ ଧାରା ବଳବତ୍ତର, ୩ ପ୍ଲାଟୁନ ଫୋର୍ସ ମୁତୟନ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): ଶ୍ରୀଶ୍ରୀ ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଶୂନ୍ୟସମାଧି ଦିବସ ଓ ଦେବସ୍ନାନ ପୂର୍ଣ୍ଣିମା କଡ଼ା ସୁରକ୍ଷା ବଳୟ ମଧ୍ୟରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁକ୍ରବାର ଶେଷ ହୋଇଛି। ପ୍ରତିବର୍ଷ…

6 years ago

ବିଜେପୁରରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସଂକ୍ରମିତ ଚିହ୍ନଟ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ପ୍ରଶାସନ

ବିଜେପୁର, ୫।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ କ୍ରମଶଃ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ଜିଲାରେ ୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ…

6 years ago

କିଆବୁଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଛତ୍ରପୁର, ୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ୟାଙ୍କ କଲୋନୀ ପଛ ସାହି ନିକଟରେ ଥିବା କିଆବୁଦାରୁ ଶୁକ୍ରବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଦୁଇ…

6 years ago

ଆଜିକୁ ମିଶାଇ ଦ୍ୱିତୀୟ ଥର ଲାଗି ତୁଲାଇ ପାରିନି ସ୍ନାନଯାତ୍ରା ସେବା: ଗଜପତି

ପୁରୀ ଅଫିସ,୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶୁକ୍ରବାର ମହାପ୍ରଭୁ ସ୍ନାନମଣ୍ଡପରେ ବିଜେ କରି ହାତୀ ବେଶରେ ଦର୍ଶନ ଦେଉଛନ୍ତି। ନିର୍ଘଣ୍ଟ ସମୟରେ ମହାପ୍ରଭୁଙ୍କ ଜଳଲାଗି କରାଯିବା ପରେ…

6 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପୂର୍ବତନ କୃଷି କର୍ମଚାରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ସରଣ୍ଡା/ସୁନ୍ଦରଗଡ଼,୫।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ଫାର୍ମର ପୂର୍ବତନ କୃଷି କର୍ମଚାରୀ(ଓଭରସିଅର) ଫକୀର କର୍ଣ୍ଣଙ୍କ ବାସଭବନ ଉପରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।…

6 years ago