ଆମ ଜିଲା ଖବର

ଶୌଚ ପାଇଁ ଯାଉଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ବନ୍ତ,୩୦ା୫(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ମହାନ୍ତିପଡ଼ା ଗ୍ରାମର ପାଗୁଳୁ ବେହେରା(୬୫) ଶନିବାର ଭୋର୍‌ ସମୟରେ ଶୌଚ ହେବା ପାଇଁ ଯାଇଥିବା ବେଳେ ଏକ ଦନ୍ତାହାତୀ…

6 years ago

ଅହମ୍ମଦାବାଦରୁ ଫେରି ନାମ ପଞ୍ଜୀକରଣ ନ କରି ଲୁଚିଥିଲେ ଡିପିଏସ୍‌ ଅଧ୍ୟକ୍ଷଙ୍କ ପୁଅ: ଥାନାରେ ଅଭିଯୋଗ ପରେ ହସ୍ପିଟାଲରେ କଲେ ସ୍ବାସ୍ଥ୍ୟ ପରୀକ୍ଷା

ବଅଁରପାଳ,୩୦ା୫(ଡି.ଏନ୍‌.ଏ.): ନାଲ୍‌କୋ ଡିପିଏସ୍‌ ଅଧ୍ୟକ୍ଷ ଓ ତାଙ୍କ ପୁଅ କୋଭିଡ୍‌-୧୯ ପାଇଁ ଜାରି ନିୟମକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଅଧ୍ୟକ୍ଷ ବିକେ ମିଶ୍ରଙ୍କ ପୁଅ ଗତ…

6 years ago

ଶ୍ରୀକ୍ଷେତ୍ରରେ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୩୦।୫: ରଥଖଳାରେ ତିନିରଥର ସମସ୍ତ ଚକ ଅଖ ଡେରା ସରିଛି। ବିଧି ଅନୁଯାୟୀ ଭଉଁରୀରେ ତିନିରଥର ୬ଟି ଚକ ଏବଂ ୩ଟି ଅଖ ଡେରା…

6 years ago

ବିଦ୍ୟୁତ୍‌ ଆଘାତରେ ଶିକାରୀ ମୃତ

ତେଲକୋଇ,୩୦ା୫(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନ ଦେଉଳଡିହା ଜେନାଦର ଗ୍ରାମ ଗୋଟମୁହିଁ ସଂରକ୍ଷିତ ଜଙ୍ଗଲରେ ଜଣେ ଶିକାରୀ ବାରହା ଶିକାର କରୁଥିବା ବେଳେ ବିଦ୍ୟୁତ ଆଘାତରେ ଗୁରୁତର ହୋଇପଡିଥିଲେ। ପ୍ରଥମେ…

6 years ago

୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ଉପରେ ଗୁରୁତ୍ୱ

କେନ୍ଦୁଝର, ୩୦ା୫(ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍‌ଠାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି…

6 years ago

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା

ବନ୍ତ, ୩୦।୫(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆଗରପଡା ଥାନା ଅଞ୍ଚଳର ଜଣେ ଯୁବକ ବିବାହ ପ୍ରତିଶ୍ରୁତ ଦେଇ ଶାରିରୀକ ସମ୍ପର୍କ ରଖିବା ପରେ…

6 years ago

ବାରିପଦାରୁ ଭୁବନେଶ୍ୱର ଗଡ଼ିଲା ବସ୍‌

ବାରିପଦା ଅଫିସ,୩୦ା୫- ଦୀର୍ଘ ୨ ମାସ ପରେ ବାରିପଦାରୁ ଭୁବନେଶ୍ୱରକୁ ଗଡ଼ିଛି ବସ୍‌। ଶୁକ୍ରବାର ୩ଟି ବସ୍‌ରେ ୨୬ ଯାତ୍ରୀ ଭୁବନେଶ୍ୱର ଯାଇଛନ୍ତି। ପ୍ରଥମ ବସ୍‌ଟି ସକାଳ…

6 years ago

ମାଛ ଚାଷ ଦେଇଛି ପରିଚୟ

ବାରିପଦା ଅଫିସ,୩୦ା୫- ବର୍ତ୍ତମାନ ସମୟରେ ଜୀବିକା ବଞ୍ଚାଇବା କଷ୍ଟକର ହୋଇପଡ଼ିଛି। କରୋନା ମହାମାରୀ ଯୋଗୁ ପ୍ରବାସୀମାନେ ଘରମୁହାଁ ହେଉଛନ୍ତି। ସେହିଭଳି ଅନେକ ସ୍ଥାନରେ ଯୁବତୀଯୁବକମାନେ ଚାକିରି ପଛରେ…

6 years ago

ବିଦ୍ୟୁତ୍‌ ବିଲ୍‌କୁ ନେଇ ଚିନ୍ତାରେ ଉପଭୋକ୍ତା

ଚିତ୍ରଡା,୩୦ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ମୋରଡ଼ା ବ୍ଲକ ଅଞ୍ଚଳରେ ନେସ୍କୋ ପକ୍ଷରୁ ଚଳିତ ମାସରେ ପ୍ରଦାନ କରାଯାଇଥିବା ବିଦ୍ୟୁତ୍‌ ବିଲ୍‌କୁ ନେଇ ଉପଭୋକ୍ତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଲକ୍‌ଡାଉନ ଯୋଗୁ…

6 years ago

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ବନ୍ଦ ପ୍ରତିବାଦରେ ବ୍ଲକ ଘେରାଉ

ବାଙ୍ଗିରିପୋଷି,୩୦ା୫(ଡି.ଏନ.ଏ.)- ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ବନ୍ଦ ପ୍ରତିବାଦରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ବୁଢୀଖମାରୀ ପଞ୍ଚାୟତ ଅନ୍ତର୍ଗତ ଯୋକା (ଆତନାବେଡା) ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଶୁକ୍ରବାର…

6 years ago