ଭୁବନ, ୧୪।୧୨(ଡି.ଏନ.ଏ.) କୁଙ୍କୁମଠାରୁ କର୍ପୁର। ହେନାଠୁ ହରିଡ଼ା। ସେଓ, ନାସପାତି, ବେଲ ଭଳି ଜାତିଜାତିକା ଫଳଗଛ। ତା’ ସାଙ୍ଗକୁ ଜାଇଫଳ, ଲବଙ୍ଗ, ହେଙ୍ଗୁ ଭଳି ମସଲାଜାତୀୟ ଗଛ।…
ଅନୁଗୋଳ ଅଫିସ, ୧୪।୧୨: ଆସନ୍ତା ୨୩ ତାରିଖରେ ଭକ୍ତଙ୍କ ପାଇଁ ବଡ଼ଦେଉଳ ଦ୍ୱାର ଖୋଲିବାକୁ ଛତିଶାନିଯୋଗ ବୈଠକରେ ଆଲୋଚନା ହୋଇଥିବା ଶ୍ରୀମନ୍ଦିର ପ୍ରଶାସନ କହିବା ପରେ ଆଉ…
କୋକସରା, ୧୪।୧୨ (ଡି.ଏନ.ଏ) ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର କଳାହାଣ୍ଡି ଜିଲା। ସେଥି ମଧ୍ୟରୁ କୋକସରା ବ୍ଲକ ଆମପାଣି ପଞ୍ଚାୟତ ଆମପାଣି ସାହାଜଖୋଲ ଜଙ୍ଗଲ ପାଦଦେଶରେ ଥିବା ‘କରକ’…
ସୁନ୍ଦରଗଡ,୧୪।୧୨ (ଡି.ଏନ୍.ଏ) -ବରିଷ୍ଠ ଆଇନ୍ଜୀବୀ କମଳ ଲୋଚନ ସେନ୍ ସୁନ୍ଦରଗଡ ଜିଲା ଓକିଲସଂଘ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଓଡିଶା ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁଯାୟୀ ନିର୍ବାଚନ ପ୍ରକ୍ରିୟା…
ଖପ୍ରାଖୋଲ, ୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେରା ଅଷ୍ଟମ ଆଦିବାସୀ କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି ା ଉଦଯାପନନୀ ମ୍ୟାଚ୍…
ବଲାଙ୍ଗୀର ଅଫିସ, ୧୪ା୧: କରୋନା ମହାମାରୀ ରାଜ୍ୟବାସୀଙ୍କୁ ଅତିଷ୍ଠ କରିଥିବାବେଳେ ରାଜ୍ୟ ସରକାର ଚିନ୍ତାରେ ପଡିଥିଲେ। ଏଭଳି ସଙ୍ଗୀନ ସମୟରେ ଲୋକଙ୍କ ସେବା କରିବା ପାଇଁ ରାଜ୍ୟ…
ସୁନ୍ଦରଗଡ଼, ୧୪।୧୨ (ଡି.ଏନ.ଏ.) ସୁନ୍ଦରଗଡ଼ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ଗ୍ରାମରେ ବିପଦସଙ୍କୁଳ ଅବସ୍ଥାରେ ରହିଛି ମୁକୁଳା ବିଦ୍ୟୁତ୍ ତାର। ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ଥିବା ବେଳେ…
ନୟାଗଡ଼ ଅଫିସ୍/ରଣପୁର, ୧୪ା୧୨(ସ୍ବ.ପ୍ର.):ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଚାଲିଛି। ରଣପୁର ଥାନା ସୁନାଖଳା ଫାଣ୍ଡି ବଧିପାଟଣା ଗଁାଦାଣ୍ଡରୁ…
ନୟାଗଡ ଅଫିିସ/ଭୁବନେଶ୍ୱର,୧୪ା୧୨ (ବ୍ୟୁରୋ):ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନଁାରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି…
କଟକ ଅଫିସ,୧୪ା୧୨:ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍ସି)ର ସମସ୍ତ ପରୀକ୍ଷା ଏଣିକି ଅନ୍ଲାଇନରେ କରାଯିବ। କରୋନା ମହାମାରୀ ଲାଗି ଆସନ୍ତା ୨୦ରେ ହେବାକୁ ଥିବା ମେଡିକାଲ ଅଫିସର…