ବୋରିଗୁମ୍ମା,୧୦ା୨: ଭୁବନେଶ୍ୱରରୁ ଗାଡ଼ି ଭଡ଼ାରେ ନେଇ ଚାଳକଙ୍କୁ ହତ୍ୟାକରି କାର୍ ନେଇ ଫେରାର ହୋଇଯାଇଥିବା ପ୍ରେମୀଯୁଗଳଙ୍କୁ ପୋଲିସ ଗିରଫ କରିଛି। କାର୍ ଭଡ଼ା ନେଇ କୋରାପୁଟ ଆସିଥିବା…
ରାଉରକେଲା,୧୦।୨: ସୁନ୍ଦରଗଡ଼ ଜିଲା ଝିରିପାଣି ଥାନା ଅଧୀନ ଭାଟା ବସ୍ତି ନିକଟସ୍ଥ କୋଏଲ ନଦୀରେ ବୁଧବାର ୩ ଜଣ ନାବାଳକ ଭାସି ଯାଇଥିବା ଅଭିଯୋଗ ହୋଇଛି। ଖବର…
ହିଞ୍ଜିଳିକାଟୁ,୧୦।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗୁରୁବାର ପ୍ରାୟ ୨୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ ପ୍ରକଳ୍ପର ଉଦ୍ଘାଟନ ହେବ।…
କୋରାପୁଟ,୧୦।୨(ସ୍ବ.ପ୍ର.) : କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମାଳିମୁଣ୍ଡାଠାରୁ ଡୁମୁରିଗୁଡା ଗ୍ରାମ ମଧ୍ୟରେ ଏକ ପୋଲ ନିର୍ମାଣ ଦାବିରେ ଡୁମୁରିଗୁଡ଼ା ଗ୍ରାମବାସୀ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…
କୋରାପୁଟ,୧୦।୨(ସ୍ବ.ପ୍ର.): ସରକାରଙ୍କ ପକ୍ଷରୁ କୋଭିଡ୍ ମହାମାରୀ ବିରୋଧରେ ବର୍ତ୍ତମାନ ସାରାଦେଶରେ ଟିକାକରଣ ଅଭିଯାନ ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର କୋରାପୁଟର ନୂତନ ଜିଲାପାଳ ମହମ୍ମଦ ଅବଦୁଲ ଅକ୍ତାର…
ବାରିପଦା ଅଫିସ,୧୦ା୨: ବାରିପଦାରେ ଥିବା ଉତ୍କଳମଣି ଗୋପବନ୍ଧୁଙ୍କ ଭବନକୁ ଐତିହ୍ୟ ସ୍ଥଳର ମାନ୍ୟତା, ସଂଗ୍ରହାଳୟ ପ୍ରତିଷ୍ଠା ଓ ପାଠାଗାରର ପୁନରୁଦ୍ଧାର ନିମନ୍ତେ ମୟୂରଭଞ୍ଜ ଜିଲା କଂଗ୍ରେସ ପକ୍ଷରୁ…
ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ବାଟବଣା ହୋଇ ବାରିପଦା ସହରରେ ଘୂରି ବୁଲୁଥିବା ଏକ ହରିଣକୁ ବୁଧବାର ସକାଳେ ବନବିଭାଗ ଉଦ୍ଧାର କରିଛି। ବାରିପଦା…
ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ଖବରଦାତାମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅନଶନରତ ଖବରଦାତାକୁ ବଳପୂର୍ବକ ଉଠାଇ ନେବା ଘଟଣାକୁ ପ୍ରତିବାଦ…
ତରବୋଡ/ନୂଆପଡା ଅଫିସ, ୧୦।୨ (ଡି.ଏନ.ଏ.): ନୂଆପଡା ଜିଲା ଆଦିବାସୀ ଅଧ୍ୟୁଷିତ ଦର୍ଲିପଡା ଗ୍ରାମପଞ୍ଚାୟତରେ ଗ୍ରୀଷ୍ମ ପୂର୍ବରୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି। ଗ୍ରାମରେ ପୋଖରୀ…
ରାଇଘର, ୧୦।୨(ଡି.ଏନ୍.ଏ.): ଦୀର୍ଘ ଛଅ ବର୍ଷ ହେଲା ଅନ୍ଧାରରେ ରହୁଛନ୍ତି ଛାତ୍ର। ସେମାନଙ୍କ ପାଖରେ ପହଞ୍ଚି ନାହିଁ ପାଣି, ବିଦ୍ୟୁତ୍। ଏଭଳି ସମସ୍ୟା ଦେଖିବାକୁ ମିଳିଛି ରାଇଘର…