ଆମ ଜିଲା ଖବର

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ: ସରପଞ୍ଚଙ୍କ ସ୍ବାମୀ ଗୁରୁତର

ବାଲେଶ୍ୱର ଅଫିସ,୨୫ା୫: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସାଉଡ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ କମଳଲୋଚନ ପଣ୍ଡାଙ୍କୁ ସୋମବାର ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ…

6 years ago

୨ କରୋନା ଯୋଦ୍ଧା ପଜିଟିଭ: ଦେବଗଡ଼ର ଆଶାକର୍ମୀ, ଶିକ୍ଷକ କରୋନା ଆକ୍ରାନ୍ତ

ଦେବଗଡ଼,୨୫ା୫(ଡି.ଏନ୍‌.ଏ): ରାଜ୍ୟରେ ସୋମବାର ୧୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଦେବଗଡ଼ ଜିଲାରେ ସର୍ବାଧିକ ୨୨ଜଣ ଆକ୍ରାନ୍ତ ରହିଛନ୍ତି। ତେବେ ଏହି ୨୨ ଆକ୍ରାନ୍ତଙ୍କ ମଧ୍ୟରେ…

6 years ago

ପହଣ୍ଡିରେ ସାମିଲ ଦଇତା ସେବକଙ୍କର କରୋନା ଟେଷ୍ଟ ହେଉ: ନିଯୋଗ ସଭାପତି

ପୁରୀ ଅଫିସ, ୨୫।୫: ଆସନ୍ତା ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ସର୍ବନିମ୍ନ ସେବକଙ୍କ ତାଲିକା ଦେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୧୦…

6 years ago

ପୁରୀ ଗସ୍ତରେ ପୋଲିସ ଡିଜି: ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ ସମ୍ପର୍କରେ ପଚାରି ବୁଝିଲେ

ପୁରୀ ଅଫିସ, ୨୫।୫: ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ପୁରୀ ଗସ୍ତରେ ଯାଇ କରୋନା କଟକଣା ସମ୍ପର୍କରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ସରକାରଙ୍କ…

6 years ago

ଜଙ୍ଗଲରେ କାମ କରୁଥିବା ବେଳେ ଶ୍ରମିକଙ୍କୁ ଆକ୍ରମଣ କଲା ହାତୀ

ନିରାକାରପୁର, ୨୪।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ଅଧୀନରେ ଥିବା ମଳିପ କାଜୁ ଜଙ୍ଗଲରେ ହାତୀ ଆକ୍ରାମଣରେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ସେ ହେଲେ…

6 years ago

ଅନୁଗୋଳରେ ପହଞ୍ଚିଲେ ୧୬୫୦ ପ୍ରବାସୀ

ଅନୁଗୋଳ ଅଫିସ,୨୫ା୫: ଗୁଜରାଟ ଭଲସାତରୁ ୧୬୫୦ ପ୍ରବାସୀ ଓଡ଼ିଆଙ୍କୁ ନେଇ ସୋମବାର ଅନୁଗୋଳରେ ପହଞ୍ଚିଛି ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌। ଏଥିରେ ୨୪ଟି ଜିଲା ସମେତ ୧୩ଟି ଉପଖଣ୍ଡର…

6 years ago

ଷ୍ଟକ୍‌ ଯାଞ୍ଚ ପରେ ଅନ୍‌ଲାଇନରେ ହେବ ମଦ ବୁକିଂ: ଗସ୍ତ ବାବଦ ୧୦୦ ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ଦେବାକୁ ପଡ଼ିବ ପ୍ରାପ୍ୟ

କେନ୍ଦୁଝର, ୨୫।୫(ସ୍ବ.ପ୍ର.): ସରକାର ମଦ ବିକ୍ରି ଉପରେ ଥିବା କରୋନା କଟକଣାକୁ କୋହଳ କରିଛନ୍ତି। କେବଳ ଅନ୍‌ଲାଇନରେ ମଦ ବିକ୍ରି ହେବ ବୋଲି ଘୋଷଣା ହୋଇଛି। ଫଳରେ…

6 years ago

କୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଜୟପୁର,୨୫ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ସୋମବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଜୟପୁର ସହରର ହୋଇଥିବା ବେଳେ ଦଶମନ୍ତପୁର ବ୍ଲକର ଜଣେ,…

6 years ago

ମଦ ଦୋକାନ ଖୋଲିବା ପରେ ଗ୍ରାହକଙ୍କ ପ୍ରବଳ ଭିଡ଼

ନିଶ୍ଚିନ୍ତକୋଇଲି,୨୫ା୫(ସ୍ବ.ପ୍ର.): ରାଜ୍ୟ ସରକାର ମଦଦୋକାନ ଖୋଲିବା ନେଇ ସୂଚନା ଦେବା ପରେ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଅବକାରୀ ଇନ୍ସପେକ୍ଟର ସିମାଚଳ ରାୟ…

6 years ago

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: କାରଣ ଅସ୍ପଷ୍ଟ

ଖଇରା,୨୫।୫(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଜଳଦା ଗ୍ରାମରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ରମାକାନ୍ତ ପାଣିଗ୍ରାହୀଙ୍କର ୨ବଖରା ବାସଗୃହ ପୋଡି ପାଉଁଶ ହୋଇଯାଇଛି। ଏଥିରେ…

6 years ago