କେନ୍ଦ୍ରାପଡ଼ା ଅଫିସ,୧୮।୧: ରାଜ୍ୟର ବିଭିନ୍ନ ସ୍ଥାନରୁ ଧରପଗଡ଼ ପରେ ନକଲି ସାମଗ୍ରୀ କାରଖାନା ଠାବ ହେଉଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରୁ ଦୁଇବର୍ଷ ମଧ୍ୟରେ ନକଲି…
ଖୋର୍ଦ୍ଧା ଅଫିସ,୧୮।୧: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଦିନ ପରିବର୍ତ୍ତେ ଛୁଟିଦିନରେ ଧାନ ଉଠାଯାଉଛି। ମଣ୍ଡିକୁ ଧାନ ଆସିବା ପରିବର୍ତ୍ତେ…
ବ୍ରହ୍ମଗିରି,୧୮।୧(ଡି.ଏନ୍.ଏ.): ଚିଲିକାରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିବା ଇର୍ୱାଡି ଡଲ୍ଫିନର ଗଣନା ରବିବାର କରାଯାଇଥିଲା। ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ମିଳିତ ଉଦ୍ୟମରେ ଗୋଟିଏ…
ପାରଳାଖେମୁଣ୍ଡି,୧୮।୧(ଡି.ଏନ୍.ଏ): ରାୟଗଡା ଜିଲା କେନ୍ଦୁପଡା ଫାଣ୍ଡି ଅନ୍ତର୍ଗତ ଡୁମ୍ବଲାପଦର ବୁଲାଣିଆ ଘାଟିରେ ଏକ ପିକନିଜ ବସ୍ ଓଲଟିପଡିଛି। ଏହି ଦୁର୍ଘଟଣାରେ ୧୨ରୁ ଉଦ୍ଧର୍ବ ଆହତ ହୋଇଥିବା ବେଳେ…
ପୁରୀ ଅଫିସ,୧୮।୧: ଲାଞ୍ଚ ନେବା ଓ କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିବା ପୁରୀ ଜିଲା ପୋଲିସର ୨ଜଣ ଅଧିକାରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ଜଣଙ୍କୁ ଗିରଫ କରାଯାଇଥିବାବେଳେ…
ଯାଜପୁର ଅଫିସ,୧୮।୧: ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ସିହା ଗ୍ରାମପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) କାମରେ ଅନିୟମିତତା…
ପୁରୀ ଅଫିସ,୧୮।୧: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ଘଟଣାରେ ପୁରୀ ବାସେଳିସାହି ଥାନା ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କଠାରୁ ବିପୁଳ ମାରଣାସ୍ତ୍ର ଜବତ ହୋଇଛି।…
ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ…
ପରଜଙ୍ଗ, ୧୮।୧(ଡି.ଏନ.ଏ.): ମାଟି ହେଉ କି ମାର୍ବଲ। ବ୍ରୋଞ୍ଜ ହେଉ କି ଗ୍ରାନାଇଟ୍ ଅବା ଫାଇଭର। ତାଙ୍କ ହାତ ସ୍ପର୍ଶରେ ଜୀବନ୍ତ ରୂପ ନିଏ ନିର୍ଜୀବ ସାମଗ୍ରୀ।…
ବଅଁରପାଳ,୧୮ା୧(ଉପେନ୍ଦ୍ର ରାଉତ): ଆଧ୍ୟାତ୍ମିକ ଆୟୋଜନ ହେଉ କି ସାଂସ୍କୃତିକ ଅବା ମାଙ୍ଗଳିକ, ବାଦ୍ୟ ବିନା ଏହାର କଳ୍ପନା କଷ୍ଟକର। ଶାସ୍ତ୍ରରେ ମଧ୍ୟ ବାଦ୍ୟକୁ ସର୍ବଦା ଶୁଭର ସୂଚନା…