ଆମ ଜିଲା ଖବର

ଜେଲ ଗଲେ କଲେଜ ଅଧ୍ୟକ୍ଷ

ସୁନାବେଡା,୪ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଜୁନିୟର ମହିଳା ମହାବିଦ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ କଲେଜ ଅଧ୍ୟକ୍ଷ ପବିତ୍ର କୁମାର ବେଦାନ୍ତ ମଙ୍ଗଳବାର…

6 years ago

ପୋଲିସ ଉପସ୍ଥିତିରେ ଗୋଷ୍ଠୀ ସଂଘର୍ଷ

ବାଲିପାଟଣା,୪ା୧୧(ଡି.ଏନ୍‌.ଏ.): ବାଲିପାଟଣା ଥାନା ଅଧୀନ ମାର୍ଥାପୁର ଗ୍ରାମରେ ସୋମବାର ରାତିରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଆହତ ୧୨ଜଣଙ୍କୁ ଚିକିତ୍ସା ପାଇଁ…

6 years ago

ଲାଞ୍ଚନେଇ ଫରେଷ୍ଟ ଗାର୍ଡ ଗିରଫ

ସମ୍ବଲପୁର,୪ା୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍‌ ଯୁଯୁମୁରା ବନ ବିଭାଗ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା…

6 years ago

ପୋଲିସ ବୁଝୁନି ପୀଡ଼ିତାଙ୍କ ଦୁଃଖ

ହିନ୍ଦୋଳ, ୪।୧୧(ଡି.ଏନ.ଏ.) - ଢେଙ୍କାନାଳ ଜିଲା ବାଲିମୀ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ମାମଲାରେ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ…

6 years ago

ଉନ୍ନତୀକରଣ ପାଇଁ ଉଚ୍ଛେଦ

ଅନୁଗୋଳ ଅଫିସ, ୪।୧୧ - ଅନୁଗୋଳ ସହରର ହେବ ଉନ୍ନତୀକରଣ। ଏଥିପାଇଁ ପୂର୍ବରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଥିବା ବେଳେ ମଙ୍ଗଳବାରଠାରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

6 years ago

ବାଣ ପେଟି ଧରି ଗାଁମୁହାଁ

ଅନୁଗୋଳ ଅଫିସ, ୪।୧୧ - ଦୀପାବଳିରେ ବାଣ ବିକ୍ରି ଓ ଫୁଟାଯିବା ଉପରେ ସରକାର ମଙ୍ଗଳବାର ସମ୍ପୂର୍ଣ୍ଣ କଟକଣା ଲଗାଇବା ପରେ ଅନୁଗୋଳ ଜିଲାର ବାଣ ବ୍ୟବସାୟୀଙ୍କ…

6 years ago

୩୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଫରେଷ୍ଟ ଗାର୍ଡ

ସମ୍ବଲପୁର,୩ା୧୧(ବ୍ୟୁରୋ)-ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍‌ ଯୁଯୁମୁରା ବନ ବିଭାଗରେ କାର୍ଯ୍ୟରତ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା…

6 years ago

ଯୁବକଙ୍କ ଉପରେ ଚଢିଗଲା ଟ୍ରେଲର

ଢେଙ୍କିକୋଟ,୩।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଖଣ୍ଟଘର ପଞ୍ଚାୟତ ଜାତୀୟ ରାଜପଥ ୨୦ ନଂ. ଟୋଲ୍‌ ପ୍ଲାଜା ନିକଟରେ ଟ୍ରେଲର ଚାପାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

6 years ago

ନାବାଳକ ସହ ଅପ୍ରାକୃତିକ ଯୌନ ସମ୍ପର୍କ ଉଦ୍ୟମ ଅଭିଯୋଗ: ଯୁବକ ଗିିରଫ

ପୁରୁଷୋତ୍ତମପୁର, ୩/୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳକଙ୍କୁ ଅପ୍ରାକୃତିକ ଯୌନ ସମ୍ପର୍କ ଲାଗି ଉଦ୍ୟମ କରିବା ଅଭିଯୋଗରେ ପୋଲିସ ଜଣଙ୍କୁ…

6 years ago

ଦିନ ୩ଟା ସୁଦ୍ଧା ୫୫.୦୫% ମତଦାନ: ବାଲେଶ୍ୱରରେ ୫୪.୮୫% , ତିର୍ତ୍ତୋଲରେ ୫୫.୨୩%

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ…

6 years ago