ଆମ ଜିଲା ଖବର

ମୟୂରଭଞ୍ଜର ୪ କରୋନା ଆକ୍ରାନ୍ତ ସୁସ୍ଥ

କପ୍ତିପଦା,୧୮ା୫(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ କପ୍ତିପଦା…

6 years ago

ଶିମିଳିପାଳରୁ ୨ ଶିକାରୀ ଗିରଫ 

ଖୁଣ୍ଟା,୧୮ା୫(ଡି.ଏନ୍‌.ଏ.)- ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରୁ ରବିବାର ରାତିରେ ୨ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଭୋଳାଗଡ଼ିଆ…

6 years ago

ଥାନା ଭିତରେ ଯୁବକଙ୍କୁ ଗୋଇଠା ବିଧା: ପାଟଣା ଆଇଆଇସିଙ୍କ ମାଡ଼ ଭିଡିଓ ଭାଇରାଲ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଆଇଆଇସି ସନ୍ଧ୍ୟାରାଣୀ ଜେନା ଜଣେ ଯୁବକଙ୍କୁ ଥାନା ଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି…

6 years ago

ହୋମ୍‌ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ: କ୍ୱାରାଣ୍ଟାଇନ ସେଣ୍ଟର ଗଲେ ସମ୍ପୃକ୍ତ ବ୍ୟକ୍ତି

ଛତ୍ରପୁର,୧୮ା୫(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବାସ୍ଥ୍ୟ ଆପ୍‌। ଜିଲାରେ ହୋମ୍‌ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କୁ ଏହି ଆପ୍‌ ଦ୍ୱାରା ମନିଟରିଂ କରାଯାଉଛି। ଉକ୍ତ ଆପ୍‌ର…

6 years ago

ଚା’ ଦୋକାନ ସିଲ କଲା ପୋଲିସ

ଚୌଦ୍ୱାର,୧୮ା୫(ଡି.ଏନ୍‌.ଏ)-ଚୌଦ୍ୱାର କଳିଙ୍ଗ ଛକଠାରେ ଏକ ଚା’ଦୋକନକୁ ସୋମବାର ଚୌଦ୍ୱାର ପୋଲିସ୍‌ ସିଲ କରିଛି। ଜନୈକ ବ୍ୟକ୍ତିଙ୍କ ହାତରେ ପ୍ରବାସୀ ଓଡିଆ ସିଲ ବାଜିଥିବା ଜାଣି ସୁଦ୍ଧା ଉକ୍ତ…

6 years ago

ଚୌଦ୍ୱାରରେ ଡ୍ରୋନ କରୁଛି ସଚେତନ

ଚୌଦ୍ୱାର,୧୮ା୫(ଡି.ଏନ୍‌.ଏ)-ସାରା ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସାମାନ୍ୟ କିଛି ପରିବର୍ତ୍ତନ ତଥା ନୀତିନିୟମକୁ କୋହଳ କରାଯାଇଛି। ହେଲେ…

6 years ago

ମହଙ୍ଗା ପଡିଲା ଲୁଣ କଳାବଜାରି: ଲକ୍ଷେ ଟଙ୍କା ଜରିମାନା

ପାଟଣାଗଡ,୧୮।୫(ଡି.ଏନ.ଏ.)-ଲୁଣ କଳା ବଜାରି କରିବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରାମଜୀ ଛକସ୍ଥିତ ଲକ୍ଷ୍ମୀ ଟ୍ରେଡର୍ସ ଉପରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଛି। ଚଢାଉରେ ୧୨୦…

6 years ago

ବାଭଣପଡାରେ କାଳବୈଶାଖୀ: ଘର ଉପରେ ମାଡ଼ି ବସିଲା ବିଶାଳ ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ହୋଇଛି। ଫଳରେ ସାହିର ତ୍ରିଲୋଚନ ନାଏକଙ୍କ ଘର ଉପରେ ଏକ…

6 years ago

ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା

ପୁରୀ ଅଫିସ, ୧୮।୫: ମହାମାରୀ କରୋନା ତାଣ୍ଡବ ରଚୁଥିବା ବେଳେ ଠିକ୍‌ ଏହି ସମୟରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଅମ୍ଫନ’। ଏହି ଦୁଇଟିକୁ ନେଇ ସହର…

6 years ago

ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା: ଦିନକରେ ୧୫ ପଜିଟିଭ୍‌ ଚିହ୍ନଟ, ଗୁଣବନ୍ଧ ଗାଁରୁ ଚାଲିଛି ସ୍ବାବ୍‌ ସଂଗ୍ରହ

ବ୍ରହ୍ମପୁର ଅଫିସ,୧୮ା୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ଜିଲାରେ…

6 years ago