ଆମ ଜିଲା ଖବର

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ…

3 weeks ago

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି ଉଲାକା…

3 weeks ago

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ ଚେହେରା…

3 weeks ago

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ ଘୋଷଣା…

3 weeks ago

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର ଧର୍ମଗଡ଼,…

3 weeks ago

ପୁରୀ ସାହିଯାତରେ ପ୍ରଚାରକଲେ ନେତା

ପୁରୀ,୨୮ା୪(ଅଜିତ୍‌ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ ରାବଣ…

3 weeks ago

ସମସ୍ୟା ଘେରରେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ଟାଙ୍ଗୀ,୨୮ା୪(ରଘୁନାଥ ସାହୁ)ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ୨୬ ପଞ୍ଚାୟତ, ଚିଲିକା ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତ ଓ ରଣପୁର ବ୍ଲକ ଅନ୍ତର୍ଗତ ୫…

3 weeks ago

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ ପୋଡ଼ିବା…

3 weeks ago

ନିର୍ବାଚନ ମଇଦାନରେ ନବୀନ ଷଷ୍ଠ, ବିକ୍ରମ ଆରୁଖ ସପ୍ତମ

ବ୍ରହ୍ମପୁର,୨୮ା୪(ନରସିଂହ ସାହୁ):ଗଞ୍ଜାମ ଜିଲାରୁ ରାଜନୀତି ଆରମ୍ଭ କରିଥିବା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାରମ୍ପରିକ ବିଧାନସଭା କ୍ଷେତ୍ର ହିଞ୍ଜିଳିରୁ ଏଥର ଷଷ୍ଠଥର ପାଇଁ…

3 weeks ago

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ ହେଉନାହିଁ।…

3 weeks ago