ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ ସାହିର…
ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)- ସରକାର ଗ୍ରୀନ୍ଜୋନ୍ରେ ଚାଷକାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାମ ସାମାଜିକ ଦୂରତା ରଖି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକ ଠିକାସଂସ୍ଥାରେ ଜିଲା…
ବୈଶିଙ୍ଗା,୧୧ା୫(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୈଶିଙ୍ଗା ଗ୍ରାମର ରାଜୀବ କୁମାର ଜେନାଙ୍କ ବାଡ଼ିରେ ରବିବାର ସକାଳେ ଏକ ପାରିଜାତ ଫୁଲ ଫୁଟିଥିବା ଦେଖିବାକୁ ମିଳିଛି। ଖବର…
ଗୋପାଳପୁର,୧୧ା୫(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଦ୍ରୁତ ଗତିରେ କରୋନା ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଡବ୍ଲ୍ୟୁଏଚ୍ଓ, ଆଇସିଏମ୍ଆର ପ୍ରତିନିଧି ଦଳ ରବିବାର ଦୁଇଟି ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ…
କେନ୍ଦୁଝର, ୧୧ା୫(ଡି.ଏନ୍.ଏ.)-କେନ୍ଦୁଝର ଜିଲାରେ ମହାମାରୀ କରୋନା ଭାଇରସ କୋଭିଡ୍-୧୯ର ସଂକ୍ରମଣ ପ୍ରତିରୋଧ ଉଦ୍ଦେଶ୍ୟରେ ଜିଲାର ସମସ୍ତ କ୍ୱାରାଣ୍ଟାଇନ୍ ସେଣ୍ଟର, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇସୋଲେସନ ସେଣ୍ଟରରେ…
ଠାକୁରମୁଣ୍ଡା ,୧୧ା୫(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଧୀନସ୍ଥ ଟଙ୍ଗାବିଲାଠାରେ ଥିବା ଏକ ପରିତ୍ୟକ୍ତ ଘରେ କଲରାପତରିଆ ବାଘ ଚମଡ଼ାକୁ ବିକ୍ରି ପାଇଁ ମସୁଧା…
ବିଶୋଇ,୧୧ା୫(ଡି.ଏନ୍.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟରୁ ପ୍ରବାସୀଓଡ଼ିଆ ମାନେ ନିଜ ଅଞ୍ଚଳକୁ ଆସି ପ୍ରଥମେ ଆଇସୋଲେଶନ ସେଣ୍ଟରରେ ରହିବା ନିୟମ…
କବିସୂର୍ଯ୍ୟନର,୧୦ା୫(ଡି.ଏନ୍.ଏ.)- ବର୍ଷକର ପକେଟ ମନିକୁ ସପ୍ତମ ଶ୍ରେଣୀ ଛାତ୍ର ସାର୍ଥକ କୁମାର କବିସୂର୍ଯ୍ୟନଗର ତହସିଲଦାର ପ୍ରକାଶ କୁମାର ମିଶ୍ରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ୍)କୁ ଦାନ…
ଦିଗପହଣ୍ଡି,୧୦ା୫(ଡି.ଏନ.ଏ.)- ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ଗାଳିଗୁଲଜ କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଏନେଇ ଭିଡିଓ ଭାଇରାଲ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ବିଇଓ ନିଲମ୍ବନ କରିଛନ୍ତି। ସେ…
ଜି.ଉଦୟଗିରି,୧୦ା୫(ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର ପୂବାହ୍ନ ପ୍ରାୟ ୧୧ଟା ୧୫ରୁ ଅଧ ଘଣ୍ଟା ଧରି ସୂର୍ଯ୍ୟଙ୍କ ଚାରିପଟେ ଏକ ବଳୟ ଦୃଶ୍ୟମାନ ମିଳିଥିଲା।…