ଯାଜପୁର ଅଫିସ/ଧର୍ମଶାଳା/ ଜେନାପୁର(ଡି.ଏନ.ଏ.)୫।୧୦: ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନରେ ଗତ ସପ୍ତାହ ମଧ୍ୟରେ ୨ ଜଣ ଶ୍ରମିକଙ୍କ ଅକାଳ ବିୟୋଗ ଘଟିଛି। ପଥର ଖାଦାନ…
ବାରିପଦା ଅଫିସ,୫ା୧୦- ଦିନରେ ଚାଳରୁ ପାଣି ଗଳୁଛି ତ ରାତିରେ ଜହ୍ନ ଆଲୁଅ ଦିଶୁଛି। ଓଳିଏ ଖାଇ ଓଳିଏ ଉପବାସ ରହୁଥିବା ପରିବାରକୁ ମିଳୁନି ପକ୍କାଘର। ସରକାରଙ୍କ…
ଭୁବନ, ୫।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରଶାସନ…
ଖଇରା,୫।୧୦(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମରେ ଗ୍ରାମବାସୀଙ୍କ ସହଯୋଗରେ ଦିବ୍ୟାଙ୍ଗ ଯୁବତୀଯୁବକଙ୍କ ବିବାହ ରବିବାର ସମ୍ପନ୍ନ କରାଯାଇଛି। ସମ୍ପେଇ ଗ୍ରାମର ମାୟାଧର…
କେନ୍ଦୁଝର, ୫ା୧୦(ସ୍ବ.ପ୍ର.)-ବର୍ତ୍ତମାନ ଚିନାବାଦାମ ଅମଳର ସମୟ। ଚାଷୀ ଚିନାବାଦମ ଅମଳ କରି ବିକି ବେଶ ଦୁଇ ପଇସା ଲାଭ କରିଥାଏ। ବେପାରୀ ମାନେ ଏହି ଚିନାବାଦାମକୁ କିଣି…
ବାଲେଶ୍ୱର ଅଫିସ, ୫।୧୦-ବାଲେଶ୍ୱର ସହରକୁ ଅମୃତ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଏହାର ଉନ୍ନତୀକରଣ ଲାଗି କୋଟି କୋଟି ଟଙ୍କା ମଞ୍ଜୁର କରାଯାଇଛି। ହେଲେ ସେଭଳି କୌଣସି ଆଖିଦୃଶିଆ…
ଢେଙ୍କାନାଳ ଅଫିସ, ୫।୧୦: ଦୀର୍ଘ ୭ମାସ ପରେ କଟକଣା ଭିତରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି କପିଳାସ ପ୍ରାଣୀ ଉଦ୍ୟାନ। ବର୍ଷାପାଗ ସତ୍ତ୍ୱେ ରବିବାର ପ୍ରଥମ ଦିନରେ ୫୪ ଜଣ…
ଅନୁଗୋଳ ଅଫିସ, ୫।୧୦: ଆଇପିଏଲ୍ ସହ ଆରମ୍ଭ ହୋଇଛି ଫଟାଫଟ୍ କ୍ରିକେଟ୍ ଋତୁ। ଦୁବାଇରେ ହେଉଛି ଛକା, ଚୌକା ବର୍ଷା। କେତେବେଳେ ଲୋ ସ୍କୋରିଂ ତ ଆଉ କେତେବେଳେ…
ବଡବିଲ, ୪।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଚଳାଇ ଅଭିଯୁକ୍ତ ପ୍ରତାପ ପୃଷ୍ଟି…
ଭୁବନେଶ୍ୱର,୪।୧୦(ବ୍ୟୁରୋ)-ଜଗତସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ରବିବାର ବଦଳି ହୋଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସଂଗ୍ରାମଙ୍କୁ ଜିଏ…