ଆମ ଜିଲା ଖବର

ଚାକିରି ଦେବା ନାଁରେ ଦେଢ଼ଲକ୍ଷ ଠକେଇ

ଭୁବନେଶ୍ୱର,୭।୯(ବ୍ୟୁରୋ): ଏମ୍‌ସରେ ଚାକିରି ପାଇଁ ଘର ବନ୍ଧା ପକାଇ ଦେଢ଼ ଲକ୍ଷ ଟଙ୍କା ଋଣ କରିଥିଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଅଚ୍ୟୁତପୁର ଗ୍ରାମର କାର୍ତ୍ତିକ କୁମାର ସାହୁ।…

6 years ago

ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବିକା

ପୁରୀ ଅଫିସ, ୭।୯:  ତାଳପତ୍ର ହିଁ ଦେଖାଇଛି ବଞ୍ଚିବାର ରାହା। ପରିଚୟ ପଛରେ ବି ତାଳପତ୍ରର ନାଁ। ଏହାକୁ ନେଇ ସେମାନେ ସ୍ବପ୍ନ ଦେଖନ୍ତି ଆଉ ସମ୍ଭାବନା…

6 years ago

ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା

କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର…

6 years ago

ଷ୍ଟ୍ରେଚର୍‌ରେ ଖୋଲାଖୋଲି ନିଆଯାଉଛି ମୃତଦେହ

କଟକ ଅଫିସ,୬ା୯: ଏସ୍‌ସିବି ମେଡିକାଲରେ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଖୋଲାଖୋଲି ଭାବେ ସର୍ବ ସମ୍ମୁଖରେ ଷ୍ଟ୍ରେଚର୍‌ରେ ରଖି ନିଆଯାଉଛି। ଏହାକୁ ଦେଖି ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ…

6 years ago

ଇନ୍ଦ୍ରଦ୍ୟୁମ୍ନରେ ପଶୁଛି ମଇଳା ପାଣି

ପୁରୀ ଅଫିସ,୭ା୯: ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ପଶୁଛି ମଇଳା ପାଣି। ସ୍ବେରେଜ ନଳା ଫାଟିଯାଇଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଏକାଧିକଥର…

6 years ago

ପ୍ରଶାସନକୁ ନ ଜଣାଇ କରୋନା ରୋଗୀଙ୍କୁ ପୋଡ଼ିିଦେଲେ

ନୟାଗଡ ଅଫିସ,୭ା୯: ନୟାଗଡ ସହର ନୀଳାଦ୍ରିବିହାରରେ ଜଣେ କରୋନା ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ପରେ ପରିବାର ଲୋକ ପ୍ରଶାସନକୁ ନଜଣାଇ ପୋଡ଼ି ଦେଇଛନ୍ତି। ଖବର ଜଣାପଡ଼ିବା ପରେ…

6 years ago

ଡେପୁଟି କଲେକ୍ଟରଙ୍କ ଗାଡ଼ି ଧକ୍କାରେ ବାଳକ ଗୁରୁତର

ହରଭଙ୍ଗା,୭।୯ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ପୁରୁଣାକଟକ ବଜାର ଠାରେ ସୋମବାର ପୂର୍ବାହ୍ନରେ ଜିଲା ଡେପୁଟି କଲେକ୍ଟରଙ୍କ ଗାଡି ଧକ୍କାରେ ଜଣେ ବାଳକ…

6 years ago

ନନ୍ଦନକାନନ: ୪ ହରିଣ ମୃତ

ବାରଙ୍ଗ,୭ା୯(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗତ ୨ଦିନରେ ୪ ହରିଣଙ୍କ ମୃତ୍ୟୁ ହୋଇଛି। ୬୮ନଂ. ଏନକ୍ଲୋଜରରେ ଥିବା ୨ ଚିତ୍ରା ହରିଣଙ୍କର ରବିବାର ମୃତ୍ୟୁ ଘଟିଛି। ମୃତ୍ୟୁର…

6 years ago

କେବଳ ପୁରୀ ସହରବାସୀଙ୍କୁ ମିଳିବ ବରାଦି ଅବଢ଼ା

ପୁରୀ ଅଫିସ,୭ା୯: ମହାମାରୀ କରୋନା ପାଇଁ ଏବେ ସମସ୍ତଙ୍କୁ ଆଉ ମିଳିବନି ମହାପ୍ରସାଦ। ଶ୍ରୀମନ୍ଦିର ରୋଷଶାଳାରେ ପୂର୍ବପରି ରନ୍ଧାଯିବ ନାହିିଁ ବରାଦି ଅବଢା। କେବଳ ପୁରୀବାସୀଙ୍କୁ ମିଳିବ…

6 years ago

ସ୍ବାୟତ୍ତ ଶାସନ ଦିବସରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ଜିଲାପାଳଙ୍କ ନାଁରେ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୭।୯: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତ୍‌ସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ବିମଳ ଲେଙ୍କାଙ୍କ ନାଁରେରେ ଏନ୍‌ଏଚ୍‌ଆର୍‌ସି (ଜାତୀୟ ମାନବ ଅଧିକାର…

6 years ago