ଆମ ଜିଲା ଖବର

ବ୍ୟବସାୟୀଙ୍କୁ ଘାରିଛି ବୃତ୍ତିଚିନ୍ତା

ଢେଙ୍କାନାଳ ଅଫିସ, ୮।୫ - କରୋନା ମାଡ଼ରେ ଦୁର୍ବିସହ ହୋଇପଡ଼ିଛି କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନଜୀବିକା। ଦେଢ଼ମାସ ହେଲା ଦୋକାନ ବନ୍ଦ ରହିବା ଯୋଗୁ ଦୋହଲି ଯାଇଛି ସେମାନଙ୍କ…

6 years ago

‘ରାକେଶ’ର ପିଛା ଛାଡୁନି ସଂକ୍ରମଣ

ଢେଙ୍କାନାଳ ଅଫିସ, ୮।୫ - ଢେଙ୍କାନାଳ କପିଳାସ ପ୍ରାଣୀ ଉଦ୍ୟାନର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ଥିବା ନରହନ୍ତା ଦନ୍ତା ‘ରାକେଶ’ର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ସଂକ୍ରମଣ ହାତୀର…

6 years ago

କେରଳରେ ନଜରବନ୍ଦୀ ମହିଳା ଶ୍ରମିକ

ଓଡ଼ାପଡ଼ା, ୮।୫(ଡି.ଏନ.ଏ.) - କେରଳ ରାଜ୍ୟ ଏର୍ନାକୁଲମ୍‌ ଜିଲାର କିଝାକମ୍ବଲମ୍‌ସ୍ଥିତ ‘କାଇଟେକ୍ସ କମ୍ପାନୀରେ କାର୍ଯ୍ୟରତ ଢେଙ୍କାନାଳ ଜିଲାର ୧୫ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକଙ୍କୁ ନଜରବନ୍ଦୀ କରି ରଖାଯାଇଥିବା…

6 years ago

ନିୟମ ମାନିଲେନି ପ୍ରଶାସନିକ ଅଧିକାରୀଙ୍କ ସ୍ତ୍ରୀ: କ୍ୱାରାଣ୍ଟାଇନ୍‌ ସେଣ୍ଟର ଯାଇ କୋଟା ଫେରନ୍ତା ପୁଅଙ୍କୁ ଭେଟିଲେ

ଫୁଲବାଣୀ ଅଫିସ, ୮|୫- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ବାହାର ରାଜ୍ୟରୁ ଫେରିଥିବା ଲୋକେ ପଞ୍ଜୀକରଣ କରିବା ଓ ୧୪…

6 years ago

ଲକ୍‌ଡାଉନରେ ରୋଜଗାର ଦେଉଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ଦାରିଙ୍ଗବାଡ଼ି,୮ା୫(ଡି.ଏନ.ଏ)- ଲକ୍‌ଡାଉନ ପରେ କାମଧନ୍ଦା ବନ୍ଦ ଯୋଗୁ ଗରିବ ଓ ଶ୍ରମିକ ଶ୍ରେଣୀର ଲୋକେ ବେଶି ପ୍ରଭାବିତ ହୋଇଛନ୍ତି। ମାତ୍ର ନିୟମ କୋହଳ କରି ଏବେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌…

6 years ago

ସଙ୍ଗରୋଧ କେନ୍ଦ୍ର ପାଚେରି ଡେଇଁ ବନ୍ଧରେ ଗାଧୋଇଲେ

କବିସୂର୍ଯ୍ୟନଗର,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ସହରର ମର୍ଦ୍ଦରାଜ ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟରେ ସଙ୍ଗରୋଧ ଗୃହ କରାଯାଇଛି। ମର୍ଦ୍ଦରାଜ ହାଇସ୍କୁଲ ସଙ୍ଗରୋଧ…

6 years ago

ରାସ୍ତା କଡ଼ରେ ଜଣଙ୍କୁ ଜାଳିଦେଲେ ଦୁର୍ବୃତ୍ତ

ଗୋପାଳପୁର,୮ା୫(ଡି.ଏନ୍‌.ଏ.)- ବ୍ରହ୍ମପୁର ପୋଲିସର ଦିଗପହଣ୍ଡି ଓ ଗୋଳନ୍ଥରା ଥାନା ସୀମାବର୍ତ୍ତୀ ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତା କଡ଼ରେ ଜଣଙ୍କୁ ଦୁର୍ବୃତ୍ତମାନେ ପୋଡି…

6 years ago

ସ୍କୁଲ ପରିସର ସଫେଇ କଲେ ସୁରଟ ଫେରନ୍ତା

କୁକୁଡାଖଣ୍ଡି, ୮।୮(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକର ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ୭୨ଜଣ ପ୍ରବାସୀ ଓଡ଼ିଆ। ସେମାନେ ସୁରଟ ଫେରନ୍ତା। ତେବେ ସେମାନେ…

6 years ago

ସୀମାନ୍ତରେ ଧରାପଡ଼ିଲେ ୪୭ ଶ୍ରମିକ

ଚମ୍ପୁଆ, ୮।୫(ଡି.ଏନ.ଏ.)- କରୋନା ମହାମାରୀ ପାଇଁ ସରକାରଙ୍କ ନିର୍ଦ୍ଦେଶ ପରେ ଉପାନ୍ତ ଅଞ୍ଚଳର ସୀମା ସିଲ୍‌ କରାଯାଇଛି। ଏଠାରେ ବ୍ୟାପକ ତନଖି ସହିତ ଅନୁପ୍ରବେଶ ରୋକିବା ଏବଂ…

6 years ago

ହାତୀ ମୃତ୍ୟୁ ଘଟଣାର ତଦନ୍ତ କଲେ ଆରସିସିଏଫ

ଯୋଡ଼ା/କେନ୍ଦୁଝର, ୮।୫(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଓ ବାମେବାରୀ ବନପାଳ ଅଧୀନ କେନ୍ଦୁଘାଟି ଜଙ୍ଗଲରେ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ ଆରମ୍ଭ ହୋଇଛି।…

6 years ago