ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ…
ପୁରୀ ଅଫିସ,୩ା୬: ବିଦର୍ଭ ରାଜା ଭୀଷ୍ମକଙ୍କ କନ୍ୟା ରୁକ୍ମିଣୀ ମା’ ବିମଳାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ମହାପ୍ରଭୁ ତାଙ୍କୁ ହରଣ କରି ନେଉଥିଲେ। ଏହି ସମୟରେ…
ପୁରୀ ଅଫିସ/ସାକ୍ଷୀଗୋପାଳ, ୩ା୬(ଡି.ଏନ୍.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରାରେ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ବାହୁଟ ସେବାଲାଗି ଆବଶ୍ୟକ ବଉଳ କାଠ ଶଗଡ଼ି ମଙ୍ଗଳବାର…
ପୁରୀ ଅଫିସ,୩ା୬: ଶ୍ରୀଲୋକନାଥ ମନ୍ଦିରରେ ମଙ୍ଗଳବାର ପ୍ରଭୁ ଶ୍ରୀଲୋକନାଥଙ୍କ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ସରିବା ପରେ ଶ୍ରୀଲୋକନାଥ ୧୦୦୮ ଗରା ସୁବାସିିତ ଜଳରେ…
କଟକ ଅଫିସ,୩ା୬: ପାକିସ୍ତାନୀ ପଙ୍ଗପାଳ ଏବେ ଛତିଶଗଡ଼ରେ ଉପଦ୍ରବ ଚଳାଇଛି। କିନ୍ତୁ ଓଡ଼ିଶାରେ ସେମାନଙ୍କ ଆଗମନ ସୂଚନା ପାଇବା ପରେ ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀଙ୍କ ଭିତରେ…
କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍ଡାଉନ୍ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ ଏଭଳି…
ଭୁବନେଶ୍ୱର, ୩।୬(ବ୍ୟୁରୋ): କରୋନା ମହାମାରୀ ଲକ୍ଡାଉନ୍ ଯୋଗୁ ୩ମାସ ହେଲା ଟ୍ୟୁଶନ ଓ କୋଚିଂସେଣ୍ଟର ବନ୍ଦ ରହିଛି। ଏହା ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ଉପରେ ଘୋର ପ୍ରଭାବ…
କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର…
ଖୋର୍ଦ୍ଧା ଅଫିସ,୩ା୬: ଜୁନ ୨୩ରେ ଘୋଷଯାତ୍ରା। ଏଥିଲାଗି ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତାଲୁଗା ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାରୁ ପଠାଯାଇଛି। ଗତ ଫେବୃୟାରୀ ୨୫ରେ…
ଭୁବନେଶ୍ୱର,୩ା୬(ବ୍ୟୁରୋ): ଖାକିରେ ପୁଣି ଲାଗିଲା ଦାଗ। ମହିଳାଙ୍କୁ ଥାନାରେ ଛାଡ଼ି ଦେବାକୁ କହି ଖଣ୍ଡଗିରି ପିସିଆର କନ୍ଷ୍ଟେବଳ ଓ ତାଙ୍କର ଦୁଇ ସହଯୋଗୀ ଅଟୋରେ ଅପହରଣ କରିବା…