ଆମ ଜିଲା ଖବର

ଖୋର୍ଦ୍ଧା ଜିଲାରେ ୧୬ ଅତିରିକ୍ତ ମତଦାନ କେନ୍ଦ୍ର

ଭୁବନେଶ୍ୱର,୧୩ା୪: ଖୋର୍ଦ୍ଧା ଜିଲାରେ ୧୬ଟି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ମଧ୍ୟରେ ଗୋଟିଏ, ଭୁବନେଶ୍ୱର ଉତ୍ତରରେ ୫ଟି, ଏକାମ୍ର ଭୁବନେଶ୍ୱରରେ ୯ଟି ଏବଂ ଖୋର୍ଦ୍ଧା…

3 weeks ago

ଗୋଟିଏ ସେଣ୍ଟରରେ ଦୁଇଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବୃଦ୍ଧି ପାଉଛି ଅସନ୍ତୋଷ

କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ ଅନ୍ତର୍ଗତ ମହେଶ୍ୱରପୁର ଅଙ୍ଗନଓ୍ବାଡ଼ିର ଗୋଟିଏ ଶ୍ରେଣୀ ଗୃହରେ ଦୁଇଟି କେନ୍ଦ୍ରର ୬୧ ଜଣ ପିଲା ବସି ପଢୁଥିବା ବେଳେ ଘର…

3 weeks ago

ପ୍ରଚାର ମଇଦାନରେ ତାରା: ବିଜେଡି ଛାଡ଼ି କଂଗ୍ରେସରେ ସାମିଲ ହେଲେ ଶତାଧିକ କର୍ମୀ

କୋରାପୁଟ,୧୩ା୪(ଅମିତାଭ ବେହେରା): କୋରାପୁଟ ଜିଲାର ଲକ୍ଷ୍ମୀପୁର ନିିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ଦଶମନ୍ତପୁରଠାରେ ଶନିବାର କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି କଂଗ୍ରେସର ଲୋକ ସଭା ଓ…

3 weeks ago

ହାତୀ ଉପରେ ନଜର ରଖୁନି ବନ ବିଭାଗ: ଛୁଆହାତୀର ମୃତ୍ୟୁ

ମୋରଡ଼ା,୧୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ବର୍ଷ ତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବନ ବିଭାଗ ମଧ୍ୟ ହାତୀ ଉପରେ ସଠିକ୍‌ ନଜର…

3 weeks ago

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣା: ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣାରେ ଶନିବାର ପୋଲିସ ପୁଣି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

3 weeks ago

ସରିଲା ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ…

3 weeks ago

ନାମାଙ୍କନ ନ ହେଉଣୁ ବଢ଼ିଲାଣି ନିର୍ବାଚନୀ ତାତି, ଗୋଟିଏ ଦଳକୁ ଟାର୍ଗେଟ କରୁଛି ଆଉ ଏକ ଦଳ

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ଣତା ସେତିକି ବଢ଼ିବାରେ ଲାଗିଛି। ବରଗଡ଼ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ । ବରଗଡ଼ର…

3 weeks ago

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ…

3 weeks ago

ଗଣତନ୍ତ୍ରକୁ ସୃଦୃଢ଼ କରିବା ପାଇଁ ଆହ୍ବାନ ଦେଲେ ଆଇକନ ଶୁଭ୍ରାଂଶୁ ସେନାପତି

କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ଭୋଟରମାନଙ୍କୁ ସଚେତନ କରାଇବା ପାଇଁ କେନ୍ଦୁଝର ଜିଲା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଆଇକନ ଭାବେ…

3 weeks ago

ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ଜିତିବ ଏତେ ସିଟ୍‌

ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍‌। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍‌ ମିଳିବା ପରେ…

3 weeks ago