ଆମ ଜିଲା ଖବର

ଏସ୍‌ସିବିରେ ଚିନ୍ତା ବଢ଼ାଇଲାଣି ସଂକ୍ରମଣ

କଟକ ଅଫିସ,୨୬ା୮: ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେଉଁ ପରିମାଣରେ ବଢ଼ିଚାଲିଛି, ତାହା ରୋଗୀ ଓ କର୍ତ୍ତୃପକ୍ଷଙ୍କୁ…

6 years ago

ଟେଷ୍ଟିଂ କିଟ୍‌ ଅଭାବ, ଫେରିଗଲେ ୪୦ ରୋଗୀ

କଟକ ଅଫିସ,୨୬ା୮: କରୋନାକୁ ନିୟନ୍ତ୍ରଣରେ ଆଣିବା ଲାଗି ରାଜ୍ୟ ସରକାର ଟେଷ୍ଟିଂକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଏହା କେବଳ କଥାରେ ସୀମିତ ବୋଲି ଆଚାର୍ଯ୍ୟ ହରିହର…

6 years ago

ଆଶାକର୍ମୀଙ୍କୁ ମାଡ଼ ମାମଲା, ଅଭିଯୁକ୍ତଙ୍କ ପତ୍ତାପାଉନି ପୋଲିସ

ପିପିଲି,୨୬ା୮(ସ୍ବ.ପ୍ର.): ପିପିଲି ଥାନା ଦୁର୍ଗାଦାସପୁର ଗ୍ରାମର ଜଣେ କରୋନା ସଂକ୍ରମିତଙ୍କୁ ଆଣିବାକୁ ଯାଇ ଆଶାକର୍ମୀ ଶୈଳବାଳା ସ୍ବାଇଁ ଆକ୍ରମଣର ଶିକାର ହୋଇଛନ୍ତି। ଏ ନେଇ ଆଶାକର୍ମୀ ଥାନାରେ…

6 years ago

ଦଶହରା ପୂଜାକୁ ନେଇ ବଢ଼ିଲା ଦ୍ୱନ୍ଦ୍ୱ

କଟକ ଅଫିସ,୨୬ା୮: କରୋନା କଟକଣା ଯୋଗୁ ଚଳିତବର୍ଷ କଟକ ସହରରେ ପ୍ରସିଦ୍ଧ ଦୁର୍ଗାପୂଜା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଭାଇଚାରାର ସହରରେ ସବୁଠୁ…

6 years ago

ବଢ଼ିଲା ରତ୍ନଅଳଙ୍କାର ଯାଞ୍ଚ ସମ୍ଭାବନା

ପୁରୀ ଅଫିସ,୨୬ା୮:ଖୋଲିବ କି ଭିତର ରତ୍ନଭଣ୍ଡାର? ଯାଞ୍ଚ ହେବ କି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର? ଦୀର୍ଘଦିନ ଧରି ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ଆଶା ଆଶଙ୍କା ଲାଗିରହିଛି…

6 years ago

ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ଦାବି କଲେ ଗ୍ରାମବାସୀ

ଖପ୍ରାଖୋଲ, ୨୬ା୮(ଡି.ଏନ.ଏ) - ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଖୁରୀପାଣି ଗାଁରେ ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ପାଇଁ ଗ୍ରାମବାସୀ ଦାବି କରିଛନ୍ତି।…

6 years ago

ବିଦ୍ୟୁତ୍‌ ସଂଯୋଗ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଖପ୍ରାଖୋଲ, ୨୬ା୮(ଡି.ଏନ.ଏ.) - ଦୀନ୍‌ଦୟାଲ ଉପାଧ୍ୟାୟ ଗ୍ରାମ୍ୟ ଜ୍ୟୋତି ଯୋଜନାରେ ମାଗଣା ବିଦ୍ୟୁତ୍‌ ସଂଯୋଗ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ସଂଯୋଗ ନାଁରେ ଟଙ୍କା ଆଦାୟ କରାଯାଉଥିବା ଅଭିଯୋଗ…

6 years ago

ଟ୍ୟାକ୍ସ ଛୁଇଁପାରୁନି ଟାର୍ଗେଟ୍‌

ଅନୁଗୋଳ ଅଫିସ, ୨୬।୮ - ପ୍ରତି ଆର୍ଥିକ ବର୍ଷରେ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଟ୍ୟାକ୍ସ ଟାର୍ଗେଟ୍‌କୁ ଅନୁଗୋଳ ପୌରପାଳିକା ପୂରଣ କରିପାରୁ ନାହିଁ। ବିଶେଷକରି ହୋଲ୍ଡିଂ ଟ୍ୟାକ୍ସ…

6 years ago

ଦବୁଛି କପିଳାସ ମନ୍ଦିର

ଢେଙ୍କାନାଳ ଅଫିସ, ୨୬।୮ - ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଉପରେ ବିପଦ ଘନେଇବାରେ ଲାଗିଛି।…

6 years ago

ରାସ୍ତାରେ ଘାଇ,୩ ଗାଁ ଜଳବନ୍ଦୀ

ବନ୍ତ, ୨୬।୮(ଡି.ଏନ୍‌.ଏ.)-ଲଘୁଚାପଜନିତ ବର୍ଷା ଓ ରେବ ନଦୀର ଜଳପତ୍ତନ ବୃଦ୍ଧି ଯୋଗୁ ରାସ୍ତାରେ ଘାଇ ସୃଷ୍ଟି ହୋଇ ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ୩ଟି ଗ୍ରାମର…

6 years ago