ଆମ ଜିଲା ଖବର

ରାଶନ ବିତରଣ କେନ୍ଦ୍ରରେ ଦର ତାଲିକା ନ ଲାଗିବା ନେଇ ଅସନ୍ତୋଷ

ଚୌଦ୍ୱାର,୩୦ା୫(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକାର ୧୯ଟି ଓ୍ବାର୍ଡରେ ୧୭ଟି ବିତରଣ କେନ୍ଦ୍ର ଥିବାବେଳେ କୌଣସି କେନ୍ଦ୍ରରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସରକାରଙ୍କ ଦ୍ୱାରା ଦିଆଯାଇଥିବା ବିଭିନ୍ନ ଖାଉଟି ସାମଗ୍ରୀର…

6 years ago

ବଜ୍ରପାତରେ ବୃଦ୍ଧଙ୍କ ଜୀବନ ଗଲା

ନବରଙ୍ଗପୁର,୩୦।୫(ବି.ପ୍ର.): ନବରଙ୍ଗପୁର ଜିଲା ନବରଙ୍ଗପୁର ବ୍ଲକ ବଡକୁମୁଲି ଗ୍ରାମରେ ବଜ୍ରପାତରେ ଶନିବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼କୁମୁଲି ଗ୍ରାମର ଶୁକ୍ରୁ ଗୌଡ଼…

6 years ago

ଯୌତୁକ ନିର୍ଯାତନା ଅଭିଯୋଗ: ୪ଜଣଙ୍କ ନାମରେ ମାମଲା

ଭଣ୍ଡାରିପୋଖରୀ,୩୦।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତରେ ଜଣେ ବଧୂଙ୍କୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀଙ୍କ ସମେତ ୪ ଜଣଙ୍କ ନାମରେ…

6 years ago

ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ହେଲା। ଏ ନେଇ ରେଲଓ୍ବେ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତେବେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ୍‌ ଚଳାଚଳ…

6 years ago

ଡ୍ରେନ ସଫା ବେଳେ ଭୁଶୁଡ଼ିଲା ଘର ବାରଣ୍ଡା

କଟକ ଅଫିସ,୩୦।୫: କଟକ ସହରରେ ଡ୍ରେନ ସମସ୍ୟା ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଶନିବାର ସକାଳେ ଡ୍ରେନ ସଫା ବେଳେ ଏକ ଘରର ବାରଣ୍ଡା ଭୁଶୁଡି…

6 years ago

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସହାୟତା ପାଇଁ ସ୍ମାରକପତ୍ର ପ୍ରଦାନ କଲା ପାଚିକା ସଂଘ

ନିଶ୍ଚିନ୍ତକୋଇଲି,୩୦ା୫: ସମ୍ପ୍ରତି ବିଶ୍ୱରେ କରୋନା ମହାମାରୀ ଭୟାନକ ରୂପ ଧାରଣ କରିଛି। ସରକାର ଏନେଇ ଲକ୍‌ଡଉନ ଜାରି କରିଛନ୍ତି। ଫଳରେ ବହୁ ଲୋକ ଜୀବନ ଜୀବିକା ପାଇଁ…

6 years ago

ସୁନ୍ଦରଗଡ଼ରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଲା

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୁରୁଷ ଥିବାବେଳେ ୨ ଜଣ ମହିଳା ଅଛନ୍ତି।…

6 years ago

କୋଇଲା ବୋଝେଇ ଟ୍ରେନ୍‌ରୁ ବାହାରିଲା ଅଜଣା ମୃତଦେହ: ପୋଲିସର ତଦନ୍ତ ଜାରି

ବଅଁରପାଳ,୩୦ା୫(ଡି.ଏନ୍‌.ଏ.): ଶନିବାର ସକାଳେ ଅନୁଗୋଳ ଜିଲା ତାଳଚେର କୋଇଲା ଖଣିରୁ ନାଲ୍‌କୋ ସିପିପି ପ୍ଲାଣ୍ଟକୁ ଆସିଥିବା କୋଇଲା ବୋଝେଇ ଟ୍ରେନରେ ଏକ ଅଜଣା ମୃତହେହ ଦେଖିବାକୁ ମିଳିଛି।…

6 years ago

ବରଗଡ଼ରେ ପୁଣି ୬ ନୂଆ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ବରଗଡ଼ ଅଫିସ, ୩୦।୫: ବରଗଡ଼ ଜିଲାରେ ଶନିବାର ୬ ନୂଆଁ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣ ଭେଡେନ ବ୍ଲକ ଏବଂ…

6 years ago

ଦେବସ୍ନାନ ଅବ୍ୟବହିତ ପୂର୍ବରୁ ଲାଗୁହେବ ୧୪୪ ଧାରା: ସମୀକ୍ଷା କଲେ କଟକ ଉପଜିଲାପାଳ

ନିଶ୍ଚିନ୍ତକୋଇଲି,୩୦ା୫(ସ୍ବ.ପ୍ର.): ମହାପୁରୁଷ ଶ୍ରୀ ଶ୍ରୀ ଅଚ୍ୟୁତାନନ୍ଦଙ୍କ ଦେବସ୍ନାନ ଯାତ୍ରା ଆସନ୍ତା ୫ ତାରିଖ ରେ ଅନୁଷ୍ଠିତ ହେବ। ଏହି ଅବସରରେ ପୀଠରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା…

6 years ago