ଆମ ଜିଲା ଖବର

ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା: ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଦାବି କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩୦ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ୧୦ ଦିନ ହେବ ୨୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଜ୍ୱର ହେବା ସହ ପତଳା ଝାଡ଼ା ଲାଗି ରହିଛି।…

6 years ago

ଯାଜପୁର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ରେ ପହଞ୍ଚିଲା, ସମସ୍ତେ କଟିକଟା କଣ୍ଟେନ୍‌ମେଣ୍ଟ ଅଞ୍ଚଳର

ଯାଜପୁର ଅଫିସ,୩୦।୪- ଯାଜପୁର ଜିଲାରେ ଗୁରୁବାର ଆଉ ୩ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। । ତେବେ ଏହାକୁ ମିଶାଇ ଜିଲାରେ ମୋଟ ସଂକ୍ରମିତ ସଂଖ୍ୟା…

6 years ago

ସୁକତେଲ୍‌ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ପହଞ୍ଚିଲେ ଦୁଇଜଣିଆ ଉଚ୍ଚସ୍ତରୀୟ ତଦନ୍ତକାରୀ ଟିମ୍‌

ପାଟଣାଗଡ, ୩୦ା୪ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ପାଟଣାଗଡ ବ୍ଳକ ଅନ୍ତର୍ଗତ ତମିଆଁ-ମୁଦଲସର ସୁକତେଲ ନଦୀ ବ୍ରିଜ ବୁଧବାର ସକାଳେ ମରାମତି ବେଳେ ଭୁଶୁଡି ପଡିଥିଲା। ଭାଙ୍ଗି ଯାଇଥିବା…

6 years ago

୩୧ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଝାରସୁଗୁଡ଼ା କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାରେ ବୁଧବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଝାରସୁଗୁଡ଼ା ଜିଲାର ହୋଇଥିବା ବେଳେ ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାରେ ରହୁଛନ୍ତି।…

6 years ago

ଝାରସୁଗୁଡ଼ାରେ ହସ୍ପିଟାଲ ଥାଇବି କରୋନା ଆକ୍ରାନ୍ତଙ୍କୁ ପଠାଗଲା ରାଉରକେଲା, ବିଭିନ୍ନ ମହଲରୁ ସମାଲୋଚନାର ସ୍ବର

ଝାରସୁଗୁଡା ଅଫିସ,୩୦ା୪- ପଶ୍ଚିମବଙ୍ଗରୁ ଝାରସୁଗୁଡା ଜିଲା ବ୍ରଜରାଜନଗର ଅଞ୍ଚଳକୁ ଆସିଥିବା ଜଣେ ଯୁବତୀ ବୁଧବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାପରେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ…

6 years ago

ବ୍ରଜରାଜନଗରର ବିଭିନ୍ନ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲା ପ୍ରଶାସନ

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ମ୍ୟୁନିସିପାଲିଟିର ବୁଢ଼ିଜାମ ଅଞ୍ଚଳରେ ବୁଧବାର ଜଣେ ଯୁବତୀଙ୍କ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ…

6 years ago

କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା

ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ ସଂଗ୍ରହ…

6 years ago

୧୦ ମତ୍ସ୍ୟଜୀବୀଙ୍କ ସ୍ବାବ୍‌ ପରୀକ୍ଷା

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.) : ଚେନ୍ନାଇରୁ ୩୩ ଜଣ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ୍‌ ଯୋଗେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ ଫିସେରୀ ଜେଟିଠାରେ ସୋମବାର…

6 years ago

୧୪୪୬୪ ଫେରନ୍ତାଙ୍କ ପାଇଁ ୧୧୫ ସଙ୍ଗରୋଧ କେନ୍ଦ୍ର ପ୍ରସ୍ତୁତ

ବୁଗୁଡ଼ା, ୩୦।୪(ଡି.ଏନ୍‌.ଏ): ବର୍ତ୍ତମାନ ସାରା ଦେଶ ଓ ରାଜ୍ୟରେ କରୋନା ମହାମାରୀରୁ ଉଦ୍ଧାର ନିମନ୍ତେ ମାସେରୁ ଊର୍ଦ୍ଧ୍ୱ ହେବ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ…

6 years ago

ଝାରସୁଗୁଡ଼ାକୁ ଫେରିବେ ୫, ୪୦୯ ପ୍ରବାସୀ: ଅନ୍‌ଲାଇନ୍ ରେଜିଷ୍ଟ୍ରେଶନ କଲେଣି ୫,୧୨୩

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାକୁ ଲକ୍‌ଡାଉନ୍‌ ପରେ ଫେରିବେ ୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ। ଏଥିପାଇଁ ସେମାନେ ଅନ୍‌ଲାଇନ୍‌ ଯୋଗେ ରେଜିଷ୍ଟ୍ରେଶନ କରିଛନ୍ତି। ସେମାନେ ଆସିବା ପରେ…

6 years ago