ଆମ ଜିଲା ଖବର

ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ

ଅନୁଗୋଳ ଅଫିସ, ୩୦।୪- କରୋନାର ମୁକାବିଲା ପାଇଁ ଅନୁଗୋଳର ସାହିତି୍ୟକମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ୨୦୧୮ କବି ଗଡ଼ନାୟକ ପୁରସ୍କାର ବିଜେତା ଗାଳ୍ପିକ…

6 years ago

ସଫେଇ ବାହାନାରେ ଜମିଲା ଭୋଜି

ଅନୁଗୋଳ ଅଫିସ, ୩୦।୪ - ଲକ୍‌ଡାଉନ୍‌ କଟକଣାକୁ ଉଲ୍ଲଂଘନ କରିଛନ୍ତି ଅନୁଗୋଳ ପୌରପାଳିକାର କେତେଜଣ କର୍ମଚାରୀ। ଡିସ୍‌ ସଫେଇ ବାହାନାରେ ସେମାନେ କଳାକେନ୍ଦ୍ରରେ ବୁଧବାର ଭୋଜିର ଆୟୋଜନ…

6 years ago

ସୁରଟରେ ଓଡ଼ିଆ ଯୁବକ ମୃତ

ପରଜଙ୍ଗ, ୩୦ା୪(ଡି.ଏନ.ଏ.) - ଗୁଜରାଟର ସୁରଟରେ କାମ କରୁଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଜଣେ ଯୁବକଙ୍କ ମଙ୍ଗଳବାର ରାତିରେ ମୃତ୍ୟୁ ଘଟିଛି। ମୃତକ…

6 years ago

କରୋନା ଲଢ଼େଇରେ ମୋନାଲିସା

ଢେଙ୍କାନାଳ ଅଫିସ, ୩୦।୪ - କରୋନା ଲଢ଼େଇରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ଏସ୍‌ବିଆଇ ଶାଖା ମହୁଲଖୋଲି ଗ୍ରାହକ ସେବା କେନ୍ଦ୍ରର ସ୍ବତ୍ତ୍ୱାଧିକାରିଣୀ ମୋନାଲିସା ରାଉତ।…

6 years ago

CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮

ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର…

6 years ago

ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୩୦।୪(ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ…

6 years ago

ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌:  ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୩୦।୪(ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା…

6 years ago

କୁଆପଥର ମାଡ଼ରେ ଫସଲ ନଷ୍ଟ

କେନ୍ଦୁଝର, ୩୦ା୪(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ବାଉରୀପଦା ପଞ୍ଚାୟତ ଅନ୍ତର୍ଗତ କେମ୍ପସଡା ଏବଂ ଏହାର ଆଖପାଖ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ସ୍ଥାନୀୟ ଅଞ୍ଚଳରେ…

6 years ago

ରକ୍ତଦାନ ଶିବିରରେ ୩୦ ୟୁନିଟ୍‌ ରକ୍ତ ସଂଗ୍ରହ

କେନ୍ଦୁଝର,୩୦ା୪(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର କଲେଜରୋଡସ୍ଥିତ ମହାଲକ୍ଷ୍ମୀ କଲଚରାଲ କ୍ଲବଠାରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ରକ୍ତଭଣ୍ଡାର ଅଧିକାରୀ ଡାକ୍ତର ଅନୁଜା ତ୍ରିପାଠୀ, ଏମଆଇଏସ ସ୍ନିଗ୍ଧା ରାୟ, ଲାବରୋଟୋରୀ…

6 years ago

ମହିଳାଙ୍କୁ ବଳାତ୍କାର: ଅଭିଯୁକ୍ତ ଫେରାର

ପାଟଣା,୩୦ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ୩୫ ବର୍ଷୀୟା ବିବାହିତ ମହିଳାଙ୍କୁ ସେହି ଗ୍ରାମର ପ୍ରଫୁଲ ନାଏକ ମଙ୍ଗଳବାର ସାରେ ବଳାତ୍କାର କରିଥିବା ଅଭିଯୋଗ…

6 years ago