ଆମ ଜିଲା ଖବର

ପ୍ରବାସୀଙ୍କୁ ସହାୟତା ବେଳେ ରୋକିଲା ପୋଲିସ: ଡିଜିପିଙ୍କୁ ଦାବିପତ୍ର

କଟକ ଅଫିସ,୨୬।୫: କଟକ ଦେଇ ନିଜ ରାଜ୍ୟକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ରାଜରାସ୍ତାରେ ଖାଦ୍ୟ ପାନୀୟ ବାଣ୍ଟୁଥିଲା ଏସ୍‌ୟୁସିଆଇ (ସି) ଓ ଏହାର ଛାତ୍ର ସଙ୍ଗଠନ ଏଆଇଡିଏସ୍‌ଓ।…

6 years ago

‘ପଥ ବିକ୍ରେତାଙ୍କୁ ଦିଆଯାଉ ସହାୟତା’

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଷ୍ଟେଶନ ଛକଠାରେ ନ୍ୟାଶନାଲ ହକର ଫେଡ଼େରେଶନ ସଂଯୁକ୍ତ ଓଡ଼ିଶା ପଥ ବିକ୍ରେତା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ତର୍ଜାତିକ ପଥ ବିକ୍ରେତା ଦିବସ ପାଳିତ…

6 years ago

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ

ସଜନାଗଡ଼,୨୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଯୁବତୀଙ୍କୁ ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରାଯାଇଥିବା…

6 years ago

ଗଞ୍ଜାମ ଷ୍ଟେଟ୍‌ ବ୍ୟାଙ୍କ ବାହାରେ ଗ୍ରାହକଙ୍କ ପ୍ରବଳ ଗହଳି,ରହୁନି ସାମାଜିକ ଦୂରତା

ଗଞ୍ଜାମ, ୨୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା କାୟା ବିସ୍ତାର କରିଚାଲିଛ। ଫଳରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି l ଏଥିପାଇଁ ଜିଲା ପ୍ରଶାସନ…

6 years ago

ବରଗଡ଼ ଜିଲାପାଳ-ଏସ୍‌ପିଙ୍କ ନାମରେ ଜାଲ ଫେସବୁକ୍‌ ଆକାଉଣ୍ଟ: ମାମଲା ରୁଜୁ କରି ପୋଲିସର ତନାଘନା

ବରଗଡ଼ ଅଫିସ,୨୬।୫- ବରଗଡ଼ ଜିଲାରେ ସାଇବର୍‌ କ୍ରାଇମରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଅପରାଧୀମାନେ ଖୋଦ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଏସ୍‌ପି ପଦ୍ମିନୀ ସାହୁଙ୍କ…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିବାହ କଲେ ପ୍ରେମୀଯୁଗଳ

ନିମାପଡ଼ା,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ପ୍ରେମୀ ଯୁଗଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତ…

6 years ago

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲା ସୁରଟ ଟ୍ରେନ: ଆସିଲେ ୯ ଜିଲାର ୧୭୩୪ ପ୍ରବାସୀ

ଛତ୍ରପୁର, ୨୬।୫(ଡି.ଏନ୍‌.ଏ.): ଦୀର୍ଘ ୯ ଦିନ ପରେ ମଙ୍ଗଳବାର ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଷ୍ଟେଶନରେ ସୁରଟରୁ ଆଉ ଏକ ଟ୍ରେନ ଆସି ପହଞ୍ଚିଛି। ଏଥିରେ ରାଜ୍ୟର ୯ଟି…

6 years ago

ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ନୟାଗଡ ଅଫିସ, ୨୬।୫: ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି…

6 years ago

ଖାତରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ନୟାଗଡ ଅଫିସ/ରଣପୁର,୨୬।୫(ସ୍ବ.ପ୍ର.):ନୟାଗଡ଼ ଜିଲା ରଣପୁର ଥାନାର ବିରୁଡ଼ା ଅଞ୍ଚଳରେ ଏକ ମୃତଦେହ ଖାଲରେ ପଡିରହିଛି। ମୃତକ ହେଲେ ରାଇପଡାର ଆଦିତ୍ୟ ବେହେରା। ତେବେ ଆଦିତ୍ୟଙ୍କୁ ପୋଲିସ ହତ୍ୟା…

6 years ago

ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ରଖି ଆନ୍ଦୋଳନ କଲେ ଚାଷୀ

ଛତ୍ରପୁର, ୨୬।୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଚାଷୀଙ୍କଠାରୁ ବଳକା ଧାନ କିଣିବା ଦାବି ନେଇ ଋଷିକୂଲ୍ୟା ରୟତ ମହାସଭା ନେତୃତ୍ୱରେ ଚାଷୀମାନେ ମଙ୍ଗଳବାର ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ବସ୍ତା…

6 years ago