ପୁରୀ ଅଫିସ,୨୬ା୫: ଆଶ୍ୱସ୍ତି ହୋଇଛନ୍ତି ପୁରୀ ଜେଲ୍ କର୍ତ୍ତୃପକ୍ଷ। ଜଣେ ଅଭିଯୁକ୍ତ ଜେଲ୍କୁ ଆସିବା ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ନେଇ ଚିନ୍ତାରେ ପଡ଼ିିଥିଲେ ଅନ୍ୟ…
କେନ୍ଦୁଝର,୨୬ା୫(ଡି.ଏନ୍.ଏ.)-ପାରାଦ୍ୱୀପଠାରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲାର ଟ୍ରକଗୁଡିକରୁ ଖଣିଜ ପଦାର୍ଥ ଅନଲୋଡକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି ା କେନ୍ଦୁଝର ଜିଲାର ଘଟଗାଁଠାରେ ରାଜ୍ୟର…
କେନ୍ଦୁଝର,୨୬ା୫(ଡି.ଏନ୍.ଏ.)-ଛଟେଇ ପ୍ରତିବାଦରେ କେନ୍ଦୁଝର ସହର ଉପକଣ୍ଠ ରାଙ୍କିସ୍ଥିତ ସ୍ବତନ୍ତ୍ର କୋଭିଡ଼ ହସ୍ପିିଟାଲ୍ର କର୍ମଚାରୀମାନେ ସୋମବାର ଆନ୍ଦୋଳନରେ ବସିଥିଲେ। କୋଭିଡ ହସ୍ପିଟାଲ ପାଇଁ ସମସ୍ତ ଖର୍ଚ୍ଚ ଜିଲା ଖଣିଜ…
ଆରଡି,୨୬ା୫(ଡି.ଏନ.ଏ.)-ସଙ୍ଗରୋଧ ନିୟମ କୋହଳ ପରେ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହୁଥବା ଅନ୍ତେବାସୀ ବିନା କରୋନା ଟେଷ୍ଟରେ ଘରକୁ ଫେରିଛନ୍ତି। ଭଦ୍ରକ ଜିଲା ଆରଡି ଅଞ୍ଚଳରେ ଏହି ଘଟଣା ଦେଖିବାକୁ…
ବାଙ୍ଗିରିପୋଷି,୨୬ା୫(ଡି.ଏନ.ଏ): ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍ ଡାଉନ ଜାରି ରହିଛି। ଏହି ସମୟ ମଧ୍ୟରେ କୌଣସି ଧାର୍ମିକ ସ୍ଥଳରେ ପୂଜାର୍ଚ୍ଚନା ନ…
ଭୋଗରାଇ,୨୬।୫(ଡି.ଏନ.ଏ.)-କରୋନା ପାଇଁ ସାରାଦେଶ ୨ମାସ ଧରି ଲକ୍ଡାଉନ ରହିବା ଯୋଗୁୁ ଏହାର ସିଧାସଳଖ ପ୍ରଭାବ ପାନଚାଷୀ ଓ ବ୍ୟବସାୟୀଙ୍କ ଉପରେ ପଡ଼ିଛି। ବାଲେଶ୍ୱର ଜିଲା ସମେତ…
ଦିଗପହଣ୍ଡି,୨୬ା୫(ଡି.ଏନ.ଏ.)-କରୋନା ପ୍ରଭାବରେ ରାଜ୍ୟରେ ଲକ୍ଡାଉନ୍ କଟକଣା ଜାରି ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଉତ୍ସବ ମହୋତ୍ସବ, ବାହାଘର ଓ ସଭାସମିତି ବନ୍ଦ କରାଯାଇଛି। ଏଭଳି…
ଆସିକା,୨୬ା୫(ଡି.ଏନ.ଏ.)- ସୁରଟରୁ ସ୍ବତନ୍ତ୍ର ଶ୍ରମିକ ଟ୍ରେନରେ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ ରବିବାର ସନ୍ଧ୍ୟାରେ ରାସ୍ତାରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଆସିକା ଥାନା…
ବ୍ରହ୍ମପୁର ଅଫିସ,୨୬।୪-ଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ଲୋକଙ୍କୁ ସଚେତନ ନେଇ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭାଗବନ ସିନ୍ଧଳା ଗ୍ରାମର ସତ୍ୟବ୍ରତ ଦାସ ପଦଯାତ୍ରାରେ…
ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍ ସେଣ୍ଟରରେ ରଖାଯାଉଛି। ଅପରପକ୍ଷରେ…