କୋରାପୁଟ,୨୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ରବିବାର ଏକ ଦେଶୀ ଡଙ୍ଗା ବୁଡ଼ି ୩ ଜଣ ଯୁବକ ନିଖୋଜ ହୋଇଯାଇଥିଲେ। ସେମାନେ ହେଲେ…
ଯାଜପୁର ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ବାବଦ ପୁନରୁଦ୍ଧାର ଓ ଥଇଥାନ ରାଶିର ହିସାବ ତଥା ବିନିଯୋଗ ପ୍ରମାଣପତ୍ର(ୟୁସି)ଦେବାରେ…
ବନ୍ତଳା,୨୮ା୧୦(ଦିନେଶ ଦେହୁରୀ) - ପାହାଡ଼ତଳି ଗାଁକୁ ଯାତାୟାତ ପାଇଁ ଭଲ ରାସ୍ତାଟିଏ ନାହିଁ। ନାଳ ଉପରେ ପୋଲଟିଏ ମଧ୍ୟ କରିନି ପ୍ରଶାସନ। ସମସ୍ୟା ସମ୍ପର୍କରେ ବାରମ୍ବାର ଅଭିଯୋଗ…
ଢେଙ୍କାନାଳ ଅଫିସ, ୨୮।୧୦ - ଦଶହରା ପରେ ଲକ୍ଷ୍ମୀପୂଜା ଉପରେ ଢାଙ୍କିଛି କରୋନା କଳାବାଦଲ। ପାର୍ବଣର ଅନ୍ୟତମ ପ୍ରମୁଖ ଉତ୍ସବକୁ ନେଇ ଚଳିତବର୍ଷ ନାହିଁ ଉତ୍ସାହ କି…
ଅନୁଗୋଳ ଅଫିସ, ୨୮ା୧୦ - ପୂଜାକୁ ନେଇ ସରକାର କଟକଣା ଜାରି କରିଥିଲେ। ଆବଦ୍ଧ ମଣ୍ଡପରେ ମାତ୍ର ୭ଜଣଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା ପାଇଁ ଅନୁମତି ଦେଇଥିଲେ। ସେହିପରି…
ଜୟପୁର,୨୭।୧୦(ନି. ପ୍ର.): କୋରାପୁଟ ଜିଲା ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଅଙ୍ଗନଓ୍ବାଡି କେନ୍ଦ୍ରର କିଡ୍ସ…
ପୁରୀ ଅଫିସ,୨୭।୧୦: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକାଠି ହୋଇଛନ୍ତି ଗୋଷାଣୀ। ଏହା ଦେବୀସଭା ଭାବେ ପରିଚିତ। ତେବେ କରୋନା ପାଇଁ ଚଳିତବର୍ଷ ପ୍ରଶାସନ ପକ୍ଷରୁ ଅନେକ କଟକଣା…
ହିଞ୍ଜିଳିକାଟୁ,୨୭।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଆହାରକେନ୍ଦ୍ର ନିକଟ କମାରଶାଳରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହିଞ୍ଜିଳିକାଟୁ ପାଟଣାସାହିର ନିରଞ୍ଜନ ମୂଳି(୩୦)।…
ଚିତ୍ରକୋଣ୍ଡା,୨୭।୧୦(ଡି.ଏନ୍.ଏ.): ଆନ୍ଧ୍ର-ଓଡ଼ିଶା ସୀମାନ୍ତ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ରାଲେଗାଡା ପଞ୍ଚାୟତ ଜୁମଡାଙ୍ଗ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ବିଏସଏଫ୍ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି।…
ପୁରୀ ଅଫିସ, ୨୭।୧୦: ମରାମତି ହେବ ଶ୍ରୀମନ୍ଦିର ବାଇଶିପାହଚ। ଏଥିପାଇଁ ଏଏସ୍ଆଇର ଏକ ୪ ଜଣିଆ ଟିମ୍ ବୁଧବାର ଶ୍ରୀମନ୍ଦିରରେ ଅନୁଧ୍ୟାନ କରିଛନ୍ତି। ବାଇଶି ପାହାଚ ମାପଚୁପ…