ଆମ ଜିଲା ଖବର

ଲୋକନାଥ ହତ୍ୟାକାଣ୍ଡ: ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଏସ୍‌ପି କାର୍ଯ୍ୟାଳୟ ଆଗରେ ଧାରଣା

ବୌଦ୍ଧ,୬ା୮(ସ୍ବ.ପ୍ର.)-ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ଦାବି କରି ଜିଲା ଭାଜପା ପକ୍ଷରୁ ଗୁରୁବାର ଏସପିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା…

6 years ago

ଆସିକା ସବ୍‌ଜେଲର ୩ କର୍ମଚାରୀଙ୍କୁ କରୋନା

ଆସିକା,୬ା୮(ଡି.ଏନ୍‌.ଏ.)- ଆସିକା ବ୍ଲକ୍‌, ତହସିଲ୍‌, ଥାନା, ଡାକ୍ତରଖାନାରୁ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ସବ୍‌ଜେଲରେ ପହଞ୍ଚତ୍ଛି ସଂକ୍ରମଣ। ଆସିକା ସବ୍‌ଜେଲରେ ମଙ୍ଗଳବାର କର୍ମଚାରୀଙ୍କ ସ୍ବାବ୍‌…

6 years ago

ତେଲ୍‌ ନଦୀରେ ବୁଡ଼ି ୩ ଶିଶୁଙ୍କ ଜୀବନ ଗଲା

ନବରଙ୍ଗପୁର,୬ା୮(ବି.ପ୍ର.) : ଗୁରୁବାର ତେଲ ନଦୀରେ ବୁଡ଼ି ତିନି ଶିଶୁଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁପୁତ୍ର ଏବଂ ଦୁଇ ଶିଶୁକନ୍ୟା ରହିଥିବାବେଳେ ସମସ୍ତେ ଗୋଟିଏ…

6 years ago

୬ ଶ୍ରମିକ କରୋନା ପଜିଟିଭ୍‌ ଚିହ୍ନଟ: ଶିଳ୍ପ ପ୍ରତିଷ୍ଠାନ ବନ୍ଦ ଦାବି ଜୋର୍‌ ଧରିଲା

ଝାରସୁଗୁଡ଼ା ଅଫିସ,୬ା୮: ଝାରସୁଗୁଡ଼ା ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ…

6 years ago

‘ପିଜି ଡାକ୍ତରଙ୍କୁ ଜିଲାକୁ ପଠାଇଲେ ଏମ୍‌କେସିଜିରେ ବାଧାପ୍ରାପ୍ତ ହେବ ରୋଗୀସେବା’

ବ୍ରହ୍ମପୁର ଅଫିସ,୬ା୮: ରାଜ୍ୟର ବିଭିନ୍ନ ମେଡିକାଲ କଲେଜର ପିଜି ଡାକ୍ତରଙ୍କୁ କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାକୁ ପଠାଇବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି।…

6 years ago

କରୋନାକୁ ମାତ୍‌ ଦେଲା ମାଲକାନଗିରିର ୧୩ ମାସର ଶିଶୁ

କୋରୁକୋଣ୍ଡା,୬।୮(ଡି.ଏନ.ଏ.): ମାଲକାନଗିରି ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପରିସ୍ଥଳେ କରୋନାକୁ ହରାଇଛନ୍ତି ୧୩ ମାସର ଜଣେ ଶିଶୁ। ସେ ହେଲେ ଦୀପମ ମଣ୍ଡଳ। ତାଙ୍କ…

6 years ago

ଆଜି ବରଗଡ଼ରେ ୮୧ ନୂଆ କରୋନା ପଜିଟିଭ୍‌: ଜାଣନ୍ତୁ କେଉଁ ବ୍ଲକରୁ କେତେ

ବରଗଡ଼ ଅଫିସ,୬ା୮: ବରଗଡ଼ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗୁରୁବାର ଜିଲାରେ ୮୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡ଼…

6 years ago

ବଢ଼ିଲା ବୈତରଣୀ

ଭଣ୍ଡାରିପୋଖରୀ,୬ା୮(ଡି.ଏନ୍‌.ଏ.): ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀର ଆଖୁଆପଦା ଆନିକଟଠାରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ଆନିକଟଠାରେ ବନ୍ୟାଜଳ ଗୁରୁବାର ସକାଳ ୭ଟାରୁ ୧୭.୩୫…

6 years ago

ବଲାଙ୍ଗୀର ୪ ଦିନ ଶଟ୍‌ଡାଉନ୍‌ ଘୋଷଣା: ବନ୍ଦ ରହିବ ଏସବୁ କାର୍ଯ୍ୟ

ବଲାଙ୍ଗୀର ଅଫିସ,୬।୮: ବଲାଙ୍ଗୀର ଜିଲାକୁ ଗୁରୁବାର ୪ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଅଗଷ୍ଟ ୮ରୁ ୧୧…

6 years ago

ଏହି ବ୍ଲକରେ ୧୦ କରୋନା ଯୋଦ୍ଧାଙ୍କ ସମେତ ୧୪ ପଜିଟିଭ୍‌ ଚିହ୍ନଟ

ଦାରିଙ୍ଗବାଡ଼ି,୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ି ବ୍ଲକର…

6 years ago