ଆମ ଜିଲା ଖବର

ପାଳିତା କନ୍ୟାଙ୍କୁ ବଳାତ୍କାରକରି ଗିରଫ

କୁଆଁରମୁଣ୍ଡା,୨୨।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ଝୁନମୁର ପଞ୍ଚାୟତ ଏକ ବସ୍ତିରେ ପାଳିତା ନାବାଳିକା କନ୍ୟାକୁ ବାପା ବଳାତ୍କାର କରିଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି।…

6 years ago

ସରପଞ୍ଚ ଦେଲେ ନୂଆ ଶାଢ଼ୀ, ପୂଜା ସାମଗ୍ରୀ: ସଂଗରୋଧରେ ଥିବା ମହିଳା ପାଳିଲେ ସାବିତ୍ରୀ ବ୍ରତ

ବନ୍ତ,୨୨।୫(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ପଞ୍ଚାୟତ ଟିଏମ୍‌ସିରେ ଶୁକ୍ରବାର ସାବିତ୍ରୀ ବ୍ରତ ପାଳନ ହୋଇଯାଇଛି। ସଙ୍ଗରୋଧରେ ଥିବା ସଧବାମାନେ ସମଦୂରତ୍ୱ ରଖି ସାବିତ୍ରୀ ବ୍ରତ…

6 years ago

କରୋନା ବଦଳାଇଲା ସାବିତ୍ରୀ ବ୍ରତ ପାଳନର ରୂପରେଖ: ମାସ୍କ ପିନ୍ଧି ପୂଜାର୍ଚ୍ଚନା କଲେ ମହିଳା

ବଲାଙ୍ଗୀର ଅଫିସ, ୨୨ା୫-ସାରା ଓଡିଶାରେ ସାବିତ୍ରୀ ବ୍ରତଧାରୀ ମହିଳାମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରୁଛନ୍ତି ା ଏହି ଅବସରରେ ବଲାଙ୍ଗିରରେ ମଧ୍ୟ ସଧବାମାନଙ୍କ ମଧ୍ୟରେ…

6 years ago

ସଂଗରୋଧ ଗୃହରୁ ଖସି ପଳାଇ ଘରେ ପହଞ୍ଚିଲେ ପ୍ରବାସୀ: ଗ୍ରାମବାସୀଙ୍କ ବିରୋଧ

ପଦ୍ମପୁର,(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତ ପାଟଣା ମିଶ୍ରପୁର ସଂଗରୋଧ ଗୃହରୁ ଜଣେ ବ୍ୟକ୍ତି ଖସି ପଳାଇ ନିଜ ଗ୍ରାମ ଜୟକୃଷ୍ଣପୁରରେ ପହଞ୍ଚିଛନ୍ତି।…

6 years ago

ଶ୍ରମ ଆଇନ ବିରୋଧରେ ନାଲ୍‌କୋରେ ବିକ୍ଷୋଭ

ବଅଁରପାଳ,୨୨ା୫(ଡି.ଏନ୍‌.ଏ.): ଶ୍ରମ ଆଇନ୍‌ ବିରୋଧରେ ଶୁକ୍ରବାର ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟ ସମ୍ମୁଖରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକମାନଙ୍କ ଜୀବନ…

6 years ago

ସାବିତ୍ରୀ ପାଳିଲେ ଚୌଦ୍ୱାର ଜେଲରେ ଥିବା ମହିଳା

ଚୌଦ୍ୱାର,୨୨।୫(ଡି.ଏନ୍‌.ଏ): ଆଜି ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସ୍ତ୍ରୀମାନେ ଏହି ପୂଜା କରିଥାନ୍ତି। ତେବେ କୌଣସି କାରଣରୁ ଜେଲରେ ଥିବା ମହିଳା କଏଦୀମାନେ ମଧ୍ୟ ଏହି…

6 years ago

ସାରକୋଣା ଗ୍ରାମକୁ ଆବଦ୍ଧାଞ୍ଚଳ ଘୋଷଣା

ଖଇରା,୨୨ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ସାରକୋଣା ଗ୍ରାମରେ ଜଣେ ୮୪ ବର୍ଷୀୟ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଗୁରୁବାର ଉକ୍ତ ଗ୍ରାମକୁ…

6 years ago

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା…

6 years ago

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଲା

ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା…

6 years ago

କୁରାଳ ପଞ୍ଚାୟତକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୨୨ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଗ୍ରେ କୁରାଳ ପଞ୍ଚାୟତ ରହିଛି। ଲଗାତାର ଦୁଇ ଦିନରେ ଏହି ପଞ୍ଚାୟତ ଅଧୀନରେ ଥିବା ସଙ୍ଗରୋଧ କେନ୍ଦ୍ରରୁ ୧୬…

6 years ago