ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ ତାର…
ଆରଡି,୨୧ା୫,(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅମୃତମଣୋହୀ ଗ୍ରାମ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୈତରଣୀ ନଦୀ ପଠାରେ ଚରୁଥିବା ଏକ ଗାଈକୁ କୁମ୍ଭୀର…
ଜି.ଉଦୟଗିରି, ୨୧।୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି।…
ବାଲିଗୁଡ଼ା,୨୧ା୫(ଡି.ଏନ୍.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l…
ଛତ୍ରପୁର, ୨୧।୫(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କୁ ଆକ୍ରମଣ ଓ ହତ୍ୟା ଧମକ ମାମଲାରେ ସମ୍ପୃକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ଗିରଫ…
ଛତ୍ରପୁର,୨୧ା୫(ଡି.ଏନ୍.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଓଲଟି…
ରାୟଗଡ଼ା ଅଫିସ,୨୧ା୫: କେରଳକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି ଜିଲାରୁ ବହୁ ଶ୍ରମିକ ଯାଇଥିଲେ। କରୋନା ଯୋଗୁ…
ଚିତ୍ରଡ଼ା,୨୧ା୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ବାତ୍ୟା ଅମ୍ପନ୍ର ପ୍ରଭାବ ବୁଧବାର ଦେଖିବାକୁ ମିଳିଥିଲା। ଫଳରେ ବିଭିନ୍ନ ଘର କ୍ଷତିଗ୍ରସ୍ତ ହେବା ସହ ଗଛ ଏବଂ ବିଦ୍ୟୁତ୍…
ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ସମ୍ଭାବନା ବଢ଼ିଛି। ଗୁରୁବାର ୧୦ ନିଯୋଗ ସହ ବୈଠକ ପରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର ଏନେଇ ସୂଚନା…
ଖୋର୍ଦ୍ଧା ଅଫିସ,୨୧।୫ : ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗାଁ ଦାଣ୍ଡରେ ଉପରେ ତାଙ୍କୁ ନିର୍ଦ୍ଦୟ…